ଭାରତ ଆଗକୁ ଅସିଲେ କଶ୍ମୀର ସମସ୍ୟାର ସମାଧାନ ହୋଇପାରିବ, କହିଲେ ବାଜଓ୍ବା…
ଇସଲାମାବାଦ୍, ୨।୪ : ପାକିସ୍ତାନର ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଇସଲାମାବାଦ ସୁକ୍ୟୁରିଟି ଡାଲଏଗ୍ ଫୋରମ୍ରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ସମସ୍ତ ବିବାଦର ସମାଧାନ ପାଇଁ ପାକିସ୍ତାନ…
ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଏହି ହ୍ୟାଣ୍ଡସମ୍ ଅଭିନେତା
ବମ୍ବେ: ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଷ୍ଟାର ଧୀରଜ ଧୁପର। ପତ୍ନୀ ବିନ୍ନି ଅରୋରା ଏବଂ ସେ ଏହି ଖୁସିଖବରକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ସୋସିଆଲ ମିଡିଆରେ ଉଭୟ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଥିବା…
ଇମ୍ରାନ୍ଙ୍କ ପାଇଁ ୩ ବିକଳ୍ପ…
ଇସଲାମାବାଦ୍, ୨।୪ : ଏକ ଟିଭି ଚ୍ୟାନେଲକୁ ଦିଆଯାଇଥିବା ସାକ୍ଷାତକାରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ମନ୍ତବ୍ୟ ପ୍ରଥମ ଥର ପାଇଁ ପାକିସ୍ତାନର ଜଣେ ଶାସକ ନେତାଙ୍କ ଦ୍ୱାରା ଏଷ୍ଟାବ୍ଲିସମେଣ୍ଟକୁ ସିଧାସଳଖ ରାଜନୈତିକ ବିବାଦ ଭିତରକୁ ଟାଣି ନେଇଛି। ପାକିସ୍ତାନରେ ପ୍ରକୃତ…
ଶିକ୍ଷକଙ୍କୁ ହତ୍ୟା କରି ବିଲରେ ଫିଙ୍ଗିଦେଲେ, ଗୁରୁତର ଅବସ୍ଥାରେ ସ୍ତ୍ରୀ ଉଦ୍ଧାର
ସିମୁଳିଆ,୨ା୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଅଞ୍ଚଳର ଆନନ୍ଦ ବିହାରୀ ପତ୍ରୀ(୬୪)ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ରକ୍ତାକ୍ତ ମୃତଦେହ ଶନିବାର ସକାଳେ ସ୍ଥାନୀୟ ବିଲରୁ ଉଦ୍ଧାର ହୋଇଛି। ଗୁରୁତର ଅବସ୍ଥାରେ ସ୍ବର୍ଗତଃ…
ଟସ୍ ଜିତିଲା ଏମ୍ଆଇ, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି…
କେମିୟୋ ରୋଲ ପାଇଁ ବି ହାଇ ଡିମାଣ୍ଡ କରନ୍ତି ଅଜୟ!
ମୁମ୍ବାଇ: ବଲିଉଡର ଜଣେ ଆଗଧାଡିର ନାୟକଙ୍କ ମଧ୍ୟରେ ଅନ୍ୟତମ ହେଉଛନ୍ତି ଅଜୟ ଦେବଗନ । ତାଙ୍କର ଆଉ ଦ୍ୱିତୀୟ ପରିଚୟର ଆବଶ୍ୟକତା ନାହିଁ । ୨ ଏପ୍ରିଲ, ୧୯୬୯ରେ ଜନ୍ମ ନେଇଥିବା ଅଜୟ ଫିଲ୍ମ ‘ଫୁଲ ଔର କାଣ୍ଟେ’ରୁ ବଲିଉଡ କ୍ୟାରିୟର…
ନେପାଳରେ ରୂପେର ଶୁଭାରମ୍ଭ କଲେ ମୋଦି…
ନୂଆଦିଲ୍ଲୀ, ୨।୪ : ଭାରତ ଏବଂ ନେପାଳର ମଧ୍ୟରେ ଶନିବାର ଏକାଧିକ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନେପାଳୀ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କ ଉପସ୍ଥିତିରେ ଚାରୋଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ନେପାଳରେ ପ୍ରଧାନମନ୍ତ୍ରୀ ମୋଦି…
ଦିଲ୍ଲୀରେ ‘ଦ କଶ୍ମୀର ଫାଇଲ୍ସ’ ଟ୍ୟାକ୍ସ ଫ୍ରି ନ ହେବାରୁ କ୍ଷୋଭ ପ୍ରକାଶ କଲେ ଭାଜପା ନେତା
ଇନ୍ଦୋର,୨।୪: ଭାଜପା ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟବର୍ଗିୟ ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଏକ ବିବାଦୀୟ ବୟାନ ଦେଇ ପୁଣି ଥରେ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ…
ଛତ୍ରପୁର ବ୍ଲକ ଅଧ୍ୟକ୍ଷା ହେଲେ କିରଣ କୁମାରୀ
ଛତ୍ରପୁର,୨ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷା ଭାବେ ଅଗସ୍ତିନୂଆଗାଁର ସମିତିସଭ୍ୟା କିରଣ କୁମାରୀ ଦାସ ନିର୍ବାଚିତ ହୋଇଛନ୍ତି। ଅଧ୍ୟକ୍ଷା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା କିରଣଙ୍କୁ ୧୨ଟି ଭୋଟ୍ ମିଳିଥିବାବେଳେ ସୁନ୍ଦରପୁର ସମିତିସଭ୍ୟା ସୁଜ୍ଞାନୀ ସେଠୀଙ୍କୁ ୬ଟି ଭୋଟ୍ ମିଳିଥିଲା। ସୂଚନାଯୋଗ୍ୟ,…
ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୨।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୬୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୩…
ସମ୍ମାନିତ ହେଲେ ପୋଲିସ ଅଧିକାରୀ
ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡା ଓଏସ୍ଏପି ଦ୍ୱିତୀୟ ବାଟାଲିଅନ ପଡିଆରେ ଜିଲା ପୋଲିସ ପ୍ରଶାସନ ତରଫରୁ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏସ୍ପି ବିକାଶ ଚନ୍ଦ୍ର ଦାସ ମୁଖ୍ୟଅତିଥି ଓ ଜିଲାପାଳ ସରୋଜ କୁମାର ସାମଲ, ଉପଦୁର୍ଗପତି ଲକ୍ଷ୍ମଣ ସିଂହ, ସହକାରୀ…
ହାତ ଗୋଡ଼ ବାନ୍ଧି ଲୁଟିନେଲେ ୧ କୋଟି ଟଙ୍କାର ଅଳଙ୍କାର
ରାୟଗଡ଼ା ଅଫିସ,୨।୪: ରାୟଗଡ଼ା ସହରର ସାଇପ୍ରିୟା ନଗର ତୃତୀୟ ଲାଇନରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ହୋଇଛି। ରେଳବାଇରେ ଗୁଡ୍ସ ଟ୍ରେନ ଗାର୍ଡ ଭାବେ କାର୍ଯ୍ୟରତ ଏମ୍. ଭେଙ୍କେଟରାଓଙ୍କ ଘରେ ୮ ଜଣିଆ ଏକ ଡକାୟତି ଗ୍ୟାଙ୍ଗ ପଶି…
Archives


