Home Left

କରୋନା ବେଳେ ଗଙ୍ଗାରେ କେତେ ମୃତଦେହ ଭାସିଛି ରିପୋର୍ଟ ଦିଅ

ନୂଆଦିଲ୍ଲୀ, ୧୭ା୫: କରୋନା ମହାମାରୀରେ ଗଙ୍ଗା ନଦୀରେ ମୃତଦେହ ଭାସିବା ଘଟଣାରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ ଉତ୍ତରପ୍ରଦେଶ ଏବଂ ବିହାର ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ନଦୀରେ କେତେ ମୃତଦେହ ଭାସିଛି ଏବଂ କେତେ ନଦୀପଠାରେ ପୋତାଯାଇଛି ଏହାର ତଥ୍ୟ ଦେବାକୁ ଜଷ୍ଟିସ୍‌…

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧ ଘଣ୍ଟା ୧୦ ମିନିଟ୍‌ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି…

ବୟଫ୍ରେଣ୍ଡଙ୍କ ସହ ଫଟୋ ଶେୟାର କଲେ ହ୍ରିତିକ୍‌ଙ୍କ ପୂର୍ବତନ ସ୍ତ୍ରୀ

ହ୍ରିତିକ୍‌ ରୋଶନଙ୍କ ପୂର୍ବତନ ସ୍ତ୍ରୀ ସୁଜୈନ ଖାନ ତାଙ୍କ ବ୍ୟକ୍ତିଗତକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ସୁଜୈନ ଇନଷ୍ଟାଗ୍ରାମରେ ତାଙ୍କ ବୟଫ୍ରେଣ୍ଡ ଅର୍ସଲାନ ଗୋନିଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ପୁଣି ଥରେ ଚର୍ଚ୍ଚା ଭିତରକୁ…

ଆସାମରେ ବନ୍ୟା ବିତ୍ପାତ: ଟ୍ରାକ୍‌ରେ ଓଲଟିପଡ଼ିଲା ଟ୍ରେନ୍‌

ଗୁଆହାଟି,୧୭।୫: ଆସାମରେ ଲଗାତର ଭାବେ ବର୍ଷା ଲାଗିରହିଛି। ଫଳରେ ସହରର ଅନେକ ସ୍ଥାନରେ ଜଳାର୍ଣ୍ଣବ ହୋଇଯାଇଛି। ସେହିପରି ବର୍ଷା ଯୋଗୁ ଅନେକ ଅଞ୍ଚଳ ବନ୍ୟା ଓ ଭୂସ୍ଖଳନ ହେତୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟର ପ୍ରାୟ ୨୦ଟି ଜିଲା ପ୍ରଭାବିତ ହୋଇଥିବା…

ରକ୍ତଦାନ କରି ପ୍ରଶଂସକ ପାଳିଲେ ଜନ୍ମଦିନ

ମୁମ୍ବାଇ: ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ବେବି ଡଲ୍‌ କୁହାଯାଉଥିବା ସନି ଲିଓନିଙ୍କ ଫ୍ୟାନ୍ସମାନେ ଭିନ୍ନ ଢଙ୍ଗରେ ତାଙ୍କ ଜନ୍ମଦିନ ପାଳିଛନ୍ତି। ଯାହା ପାଇଁ ସନି ମଧ୍ୟ ବେଶ୍‌ ଖୁସିଥିବା ବେଳେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। କର୍ନାଟକର ମାଣ୍ଡ୍ୟା ଗାଁରେ ସନିଙ୍କ ପ୍ରଶଂସକ…

କୂଳପତିଙ୍କ ନାଁରେ ଏତଲା ଦେଲା ସଂଘ

ସମ୍ବଲପୁର,୧୭।୫(ଡି.ଏନ୍‌.ଏ.): ସମ୍ବଲପୁର ବିଶ୍ୱବିଦ୍ୟାଳୟ କୂଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ଲଜପତ ରାୟ ଲ କଲେଜର ଆଲୁମିନି ଆସୋସିଏସନ ମଙ୍ଗଳବାର ଧନୁପାଲି ଥାନାରେ ଏତଲା ଦେଇଛନ୍ତି। ସମ୍ବଲପୁର ଲଜପତ ରାୟ ଲ କଲେଜ ପାଣ୍ଠିର ୬୨ ଲକ୍ଷ ୬୭ ହଜାର ଟଙ୍କାକୁ ବେଆଇନ୍‌…

ବୁଢ଼ା କହିଥିବା ୟୁଜରଙ୍କ ଦୀର୍ଘାୟୁ କାମନା କଲେ ବିଗ୍‌ ବି

ମୁମ୍ବାଇ:ବଲିଉଡ୍‌ ଇଣ୍ଡଷ୍ଟିର କିଛି କଳାକାର ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ସେମାନଙ୍କ ମଧ୍ୟରୁ ବିଗ୍‌ ବି ଅମିତାଭ ବଚ୍ଚନ ହେଉଛନ୍ତି ଜଣେ। ଯିଏ ପ୍ରତ୍ୟେକ ଦିନ କିଛି ନା କିଛି ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ରବିବାର ପୂର୍ବାହ୍ନ ସାଢ଼େ ୧୧ଟା…

ଉଚ୍ଛେଦକୁ ବିରୋଧ କରି ଜେଲ୍‌ ଯିବାକୁ ପ୍ରସ୍ତୁତ ରୁହ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀରେ ଆରମ୍ଭ ହୋଇଥିବା ଜବରଦଖଲ ଉଚ୍ଛେଦ ଅଭିଯାନକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସମାଲୋଚନା କରିଛନ୍ତି। ଏହା ସ୍ବାଧୀନ ଭାରତରେ ଭାଜପାର ଏକ ବଡ଼ ତାଣ୍ଡବ ବୋଲି ସେ କହିଛନ୍ତି। ଭାଜପାର ଏଭଳି ଉଚ୍ଛେଦ ପ୍ରକ୍ରିୟାକୁ ବିରୋଧ କରି ଜେଲ୍‌ ଯିବାକୁ…

କାନ୍ସରେ ଦୀପିକା: ପ୍ରଶଂସକ କହିଲେ, ତୁମ ପାଇଁ ଆମେ ଗର୍ବିତ

୭୫ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଜଜ୍‌ ଭାବରେ ନଜର ଆସିବେ। ଦୀପିକା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଯୋଗଦେବା ପାଇଁ ଫ୍ରେଞ୍ଚ ରିଭିଏରାରେ ପହଞ୍ଚିଛନ୍ତି। ସେଠାରୁ ତାଙ୍କ ପ୍ରଥମ ଫଟୋ ଭାଇରାଲ ହୋଇଛି। ଦୀପିକା କାନ୍ସ ଫେଷ୍ଟିଭାଲର…

ଦିନେ ରାସ୍ତାକଡ଼ରେ ବିକୁଥିଲେ ଫୁଲ,ଏବେ ଆମେରିକାରେ କରିବେ ପିଏଚଡି

କୁହାଯାଏ, ଭାଗ୍ୟ କେତେବେଳେ କାହାର ବଦଳିଯିବ ତାହା କହିବା ଅସମ୍ଭବ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି ସରିତା ମାଲି। ଏକଦା ମୁମ୍ବାଇ ରାସ୍ତାରେ ଫୁଲ ବିକ୍ରି କରୁଥିବା ସରିତା ଏବେ କାଲିଫର୍ଣ୍ଣିଆ ୟୁନିଭରସିଟିରୁ ପିଏଚଡି କରିବାକୁ ଯାଉଛନ୍ତି। ସେ ପିଏଚଡି ପାଇଁ…

୧୨୮ତମ ଜନ୍ମଦିନରେ ସୁସ୍ଥ ରହିବାର ରାଜ୍‌ ଖୋଲିଲେ ବୃଦ୍ଧା

ଦକ୍ଷିଣ ଆଫ୍ରିକାର ଉତ୍ତର ପଶ୍ଚିମ ପ୍ରଦେଶର ବାସିନ୍ଦା ଜୋହାନା ମାଜିବୁକୋ ମେ ୧୧ରେ ତାଙ୍କର ୧୨୮ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ଏବେ ବର୍ଷ ପର୍ଯ୍ୟନ୍ତ ସୁସ୍ଥ ରହିବାର ରାଜ୍‌ ଖୋଲିଛନ୍ତି। ଜୋହାନା ଏକ ମକା କ୍ଷେତରେ ଜନ୍ମଗ୍ରହଣ…

ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ତାଲିକାରେ ନବୀନଙ୍କ ନାଁ

ଝାରସୁଗଡ଼ା ଅଫିସ/ଭୁବନେଶ୍ୱର,(ବ୍ୟୁରୋ)୧୭।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ଏବଂ ଭାଜପା ପୂର୍ବରୁ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଥିବା ବେଳେ ମଙ୍ଗଳବାର ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି। ତାଲିକାର ପ୍ରଥମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri