୪୩.୪ ଡିଗ୍ରୀ ସହ ଟିଟିଲାଗଡ଼ ଉତ୍ତପ୍ତ ସହର
ଭୁବନେଶ୍ୱର, ୨।୪(ବ୍ୟୁରୋ): ମରାଜ୍ୟରେ ଉପରମୁହାଁ ହୋଇଛି ପାରଦ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ତାପମାତ୍ରା ୪୩ ଡିଗ୍ରୀ ଟପିଛି। ଶୁକ୍ରବାର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ସର୍ବାଧିକ ୪୩.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହରରେ ପରିଣତ…
ସାଟେଲାଇଟ୍ ଚିତ୍ରରେ ବିଶାଳକାୟ ସାପର ଭ୍ରମ
ପ୍ୟାରିସ,୨ା୪: ଫ୍ରାନ୍ସର ଲେ ସରପେଣ୍ଟ ଡି’ଓସେନ ଉପକୂଳରେ ଏକ ବିଶାଳକାୟ ସାପର କଙ୍କାଳ ସଦୃଶ ଚିତ୍ର ଗୁଗଲ୍ ମ୍ୟାନ୍ ସାଟେଲାଇଟ୍ରୁ ଦେଖିବାକୁ ମିଳିଛି। ଏହି ଭାଇରାଲ୍ ଭିଡିଓ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଥିବାବେଳେ ଅନେକେ ଏହାକୁ ବିଲୁପ୍ତ ଟିଟାନୋବୋଆ ପ୍ରଜାତିର…
ପଞ୍ଜାବକୁ ଚଣ୍ଡିଗଡ଼ ହସ୍ତାନ୍ତର ଦାବି
ଚଣ୍ଡିଗଡ଼,୨ା୪: ଚଣ୍ଡିଗଡ଼ରେ ପଞ୍ଜାବ ସେବା ନିୟମ ପରିବର୍ତ୍ତେ କେନ୍ଦ୍ରୀୟ ସେବା ନିୟମାବଳୀ ଲାଗୁ ହେବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା କିଛିଦିନ ପୂର୍ବରୁ ଘୋଷଣା କରିଥିଲେ। ଶୁକ୍ରବାର ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡକାଯାଇ ଚଣ୍ଡିଗଡ଼କୁ ହସ୍ତାନ୍ତର କରିବା ଲାଗି ଏକ…
ମୋଦିଙ୍କୁ ହତ୍ୟା ଧମକ
ମୁମ୍ବାଇ,୨ା୪: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)ର ମୁମ୍ବାଇ ଶାଖାକୁ ଏକ ଧମକପୂର୍ଣ୍ଣ ଇ-ମେଲ୍ ମିଳିଛି। ମେଲ୍ ପଠାଇଥିବା ବ୍ୟକ୍ତିଙ୍କ ପାଖରେ ୨୦ କିଲୋଗ୍ରାମ ଆର୍ଡିଏକ୍ସ ରହିଥିବା ସେ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଲକ୍ଷାଧିକ ଲୋକଙ୍କୁ ହତ୍ୟା କରିବା…
ପଦୋନ୍ନତିରେ ସଂରକ୍ଷଣ ହଟିଲେ କର୍ମଚାରୀ ଅଶାନ୍ତି ସୃଷ୍ଟି ହୋଇପାରେ: କେନ୍ଦ୍ର
ନୂଆଦିଲ୍ଲୀ,୨ା୪ : ସରକାରୀ ଚାକିରିରେ ଥିବା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀଙ୍କୁ ପଦୋନ୍ନତି କ୍ଷେତ୍ରରେ ମିଳୁଥିବା ସଂରକ୍ଷଣ ସୁବିଧାକୁ ହଟାଗଲେ ଅଶାନ୍ତି ଓ ବିବାଦ ସୃଷ୍ଟି ହୋଇପାରେ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ସମ୍ବିଧାନ ଅନୁଯାୟୀ ସଂରକ୍ଷଣ ନୀତି…
ଚକରେ ସଂଯୋଗ ହେଲା ଅଖ
ପୁରୁଣା ଭୁବନେଶ୍ୱର,୨ା୪(ଡି.ଏନ୍.ଏ.): ଆସନ୍ତା ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ନିର୍ମାଣ ହେଉଥିବା ରଥ ଚକରେ ନୂଆ ଅଖ ଲାଗି ହୋଇଛି। ବିଧି ମୁତାବକ ମଙ୍ଗଳ ଆଳତି,…
ଭାରତ ଯାହା କିଣିବ ରୁଷିଆ ଦେବ
ନୂଆଦିଲ୍ଲୀ,୨ା୪: ୟୁକ୍ରେନ୍ ଆକ୍ରମଣ ପରିପ୍ରେକ୍ଷୀରେ ମସ୍କୋ ବିରୋଧୀ ଆଭିମୁଖ୍ୟ ଗ୍ରହଣ ପାଇଁ ନୂଆଦିଲ୍ଲୀ ଉପେରେ ଚାପ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ସନ୍ଧ୍ୟାରେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭ ଭେଟିଛନ୍ତି। ରୁଷିଆଠାରୁ ଭାରତ ଯାହା କିଣିବାକୁ ଚାହିଁବ…
ଆମେରିକା ପ୍ରତିନିଧି ସଭାରେ ଗଞ୍ଜେଇ ବିଲ୍ ଗୃହୀତ
ଓ୍ବାଶିଂଟନ୍,୨।୪: ଆମେରିକାର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ ଗଞ୍ଜେଇକୁ ବୈଧ କରିବା ପାଇଁ ଉଦ୍ଦିଷ୍ଟ ଏକ ବିଲ୍କୁ ମଞ୍ଜୁରୀ ଦେଇଛି। ମାରିଜୁଆନା ଅପର୍ଚୁନିଟି ରିଇନ୍ଭେଷ୍ଟମେଣ୍ଟ ଆଣ୍ଡ ଏକ୍ସପଙ୍ଗ୍ମେଣ୍ଟ (ଏମ୍ଓଆର୍ଇ) ଆଇନ ବଳରେ ଦେଶରେ ଗଞ୍ଜେଇ ଉପରେ ଜାରି କଟକଣା ହଟିବ। ବିଲ୍କୁ ହାଉସ୍…
ଆସନ ବଞ୍ଚାଇବାକୁ ଭାରତଠାରୁ ସାହାଯ୍ୟ ମାଗୁଛନ୍ତି ଇମ୍ରାନ: ବିଲାୱଲ
ଇସଲାମାବାଦ,୨ ।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସମସ୍ୟା ଥମିବାର ନାଁ ନେଉନି । ପାକିସ୍ତାନ ସଂସଦରେ ଇମ୍ରାନଙ୍କ ବିରୋଧରେ ଦିଆଯାଇଥିବା ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ରବିବାର ହେବ । ଏହା ପୂର୍ବରୁ ଗୁରୁବାର ବିଳମ୍ବିତ ରାତ୍ରିରେ ସେ ଦେଶକୁ…
ଇମ୍ରାନ୍ଙ୍କ ପୂର୍ବରୁ ଭଲ ଥିଲା ପାକ୍
ଇସ୍ଲାମାବାଦ,୨ା୪ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଆସନ ଟଳମଳ ସ୍ଥିତିରେ ଥିବାବେଳେ ତାଙ୍କ ପୂର୍ବତନ ସ୍ତ୍ରୀ ରେହମ ଖାନ୍ଙ୍କ ଏକ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଇମ୍ରାନଙ୍କ ଶାସନରେ ଦେଶରେ ଉପୁଜିଥିବା ଜଟିଳ ସ୍ଥିତିକୁ ଦୂର କରିବା ପାଇଁ…
ଗଞ୍ଜେଇ ଚାଲାଣର ମାଧ୍ୟମ ପାଲଟିଛି ଟ୍ରେନ୍
ଭୁବନେଶ୍ୱର, ୨।୪ (ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚୋରାଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜେଇ ବେପାରିମାନେ ନୂଆ ନୂଆ କୌଶଳ ଅବଲମ୍ବନ କରି ରାଜ୍ୟ ତଥା ରାଜ୍ୟ ବାହାରକୁ ଚୋରା ଚାଲାଣ କରିବାରେ ସକ୍ରିୟ ହୋଇପଡିଛନ୍ତି। କେତେବେଳେ କଖାରୁ ବୋଝେଇ ଗାଡିରୁ…
କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି
ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍ଏ) ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ ବୋଲି ୨୦୨୦ ଫେବୃୟାରୀ ୭ରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ…
Archives


