ପ୍ରଦୂଷଣ ଆଇନ ପରିସରଭୁକ୍ତ ହେବ ଛୋଟ କୁକୁଡ଼ା ଫାର୍ମ
ଯାଜପୁର ଅଫିସ,୧୭ା୫ ରାଜ୍ୟରେ ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଓ ଜଳ ପ୍ରଦୂଷଣ ଅଣାୟତ୍ତ ହେଉଛି। ଫଳରେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ଓଡ଼ିଶାବାସୀ ହନ୍ତସନ୍ତ ହେଉଛନ୍ତି। ଏହାର ମୁକାବିଲା ଓ ପରିଚାଳନା କରିବାକୁ ସରକାରଙ୍କ ପକ୍ଷରୁ ଗ୍ରୀନ୍ ହାଉସ ନିରାକରଣ,…
ମସଜିଦ୍ ନିକଟରେ ବଡ଼ ବିସ୍ଫୋରଣ
କରାଚି,୧୭।୫: କରାଚିର ଖରାଦର ଅଞ୍ଚଳରେ ଥିବା ନ୍ୟୁ ମେମୋନ ମସଜିଦ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୧୦ ଜଣ ଆହତ ହୋଇଛନ୍ତି। ଖରାଦାର ଅଞ୍ଚଳରେ ଥିବା ବୋଲ୍ଟନ ମାର୍କେଟ ନିକଟରେ ଏହି…
ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି
ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ କାରୁକାର୍ଯ୍ୟପୂର୍ଣ୍ଣ ପୁରାତନ ସିଂହ ମୂର୍ତ୍ତି ପଡ଼ିରହିଛି। ତେବେ ଏହା ଗୋଟିଏ ସିଂହ ମୂର୍ତ୍ତିର ଅଂଶ…
ରୁଷିଆ ସୀମାରେ ୟୁକ୍ରେନ୍ ସୈନ୍ୟ
କିଭ୍/ମସ୍କୋ, ୧୬ା୫: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ସୋମବାର ୮୨ ଦିନରେ ପହଞ୍ଚିଛି। ଦିନ ଯେତେ ଲମ୍ବୁଛି ୟୁକ୍ରେନ୍ରେ ବେଶୀ କିଛି ହାସଲ କରିବାର ଆଶା ରୁଷିଆ ପାଇଁ ସେତେ ମଉଳିବାରେ ଲାଗିଛି। ଶକ୍ତିଶାଳୀ ରୁଷୀୟ ସୈନ୍ୟଙ୍କୁ ରୋକିବାରେ ୟୁକ୍ରେନ୍ ସଫଳ…
ଭାରତୀ ସିଂହଙ୍କ ନାଁରେ ଏଫ୍ଆଇଆର
ମୁମ୍ବାଇ,୧୬।୫: ବିବାଦ ଘେରରେ ଏବେ କମେଡି କୁଇନ ଭାରତୀ ସିଂହ। ମହଙ୍ଗା ପଡ଼ିଲା ଥଟ୍ଟା କରିବା। ସୋମବାର ତାଙ୍କ ବିରୋଧରେ ଏଫ୍ଆଇଆର ରୁଜୁ ହୋଇଥିବା ଜଣାପଡ଼ିଛି। ଶିଖ୍ଙ୍କ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଥିବାରୁ ଏସ୍ଜିପିସି ପକ୍ଷରୁ ଏହି ଏଫ୍ଆଇଆର ରୁଜୁ କରାଯାଇଛି।…
ମୁଣ୍ଡ୍କା ପରେ ଏବେ ନରେଲାରେ ଭୀଷଣ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୬।୫: ଗତ କିଛି ଦିନ ତଳେ ରାଜଧାନୀ ଦିଲ୍ଲୀ ମୁଣ୍ଡ୍କାର ଏକ ବିଲ୍ଡିଂରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକଙ୍କ ମୃତ୍ୟୁ ଘଟିଥିଲା। ମୁଣ୍ଡ୍କା ପରେ ଏବେ ନରେଲା ସ୍ଥିତ ଏକ ଚପଲ ଫ୍ୟାକ୍ଟ୍ରିରେ ସୋମବାର ରାତି ସାଢ଼େ ୮ଟାରେ ନିଆଁ…
ବାପପୁଅଙ୍କୁ ୮ ବର୍ଷ ଜେଲ
ଚମ୍ପୁଆ ୧୬ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍ ସରୋଜ କୁମାର ଦାସ ଏହାର ବିଚାର କରି ଅଭିଯୁକ୍ତ ବାପ ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ ସହିତ…
ମାତ୍ର ଗୋଟିଏ ଦିନର ପେଟ୍ରୋଲ ବାକି
କଲମ୍ବୋ,୧୬।୫: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ପେଟ୍ରୋଲ ଷ୍ଟକ୍ ଆଉ ମାତ୍ର ଗୋଟିଏ ଦିନ ପାଇଁ ରହିଛି। ଏହି ଦ୍ୱୀପଦେଶର ଅର୍ଥନୀତି ଅନିଶ୍ଚିତ ସ୍ଥିତିରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ କହିଛନ୍ତି। ଦେବାଳିଆ ହୋଇପଡ଼ିଥିବା ଦେଶକୁ ଆଗାମୀ ଦିନରେ ଅଧିକ କଠିନ…
ଦିଲ୍ଲୀକୁ ୧୫୯ରେ ଅଟକାଇଲା ପଞ୍ଜାବ
ମୁମ୍ବାଇ,୧୬।୫: ସ୍ଥାନୀୟ ଡି ଓ୍ବାଇ ପାଟିଲ ସ୍ପୋଟର୍ସ ଏକାଡେମୀରେ ସୋମବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍ରେ ମିଚେଲ ମାର୍ଶ(୬୩) ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୫୯ ରନ୍…
ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା
ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍ଡିଜେଏମ୍ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ ନେଇ ବାଲି ଠିକାଦାର ତଥା ବ୍ୟବସାୟୀ ଜାମି ଭେଙ୍କଟ ଅଭିଯୋଗ କରିଛନ୍ତି। ସୋମବାର…
ରାତି ପାହିଲେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଚନ୍ଦନଯାତ୍ରା: ଚୂଡାନ୍ତରେ ପ୍ରସ୍ତୁତି
ରମ୍ଭା:୧୬।୫: ଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ରମ୍ଭା ଚନ୍ଦନଯାତ୍ରା ବିଧିବିଧାନ ସହକାରେ ପାଳନ କରାଯାଉଥିଲା। ହେଲେ ଚଳିତ ବର୍ଷ କରୋନା କଟକଣା ହଟିବା ପରେ ସ୍ଥାନୀୟ ବାସିନ୍ଦା ଓ ଶାନ୍ତି କମିଟି ପକ୍ଷରୁ…
ସୀମାନ୍ତରେ ୨ ବୋମା ନିଷ୍କ୍ରିୟ କଲେ ଯବାନ
ମାଲକାନଗିରି,୧୬ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଦ୍ବାରା ଖଞ୍ଜାଯାଇଥିବା ୨ଟି ବୋମାକୁ ନିଷ୍କ୍ରିୟ କରି ଏକ ବଡଧରଣର ଅଘଟଣକୁ ଯବାନମାନେ ଏଡାଇ ଦେଇଛନ୍ତି। ସୋମବାର ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଅତୁଲପାରା ଜଙ୍ଗଲରେ ଯବାନମାନେ ସର୍ଚ୍ଚ…
Archives


