ଜଙ୍ଗଲର ୪ ଅଞ୍ଚଳ ଜଳୁଛି
ସମ୍ବଲପୁର,୧ା୪(ବ୍ୟୁରୋ) ପ୍ରତିବର୍ଷ ମାର୍ଚ୍ଚ ଶେଷ ଓ ଏପ୍ରିଲ ମାସରେ ଜଙ୍ଗଲରେ ନିଆଁ ଲାଗିଥାଏ। ବନ ବିଭାଗ ପାଖରେ ଏ ନେଇ ଆଗୁଆ ସୂଚନା ମଧ୍ୟ ରହିଛି। ହେଲେ ବିଭାଗୀୟ ଅବହେଳା ଯୋଗୁ ଏବେ ଜିଲାର ବିଭିନ୍ନ ଜଙ୍ଗଲ ଜଳୁଥିବା ଦେଖାଯାଉଛି। ସମ୍ବଲପୁର…
ଅଭିନୟ ଅପେକ୍ଷା ଏହି କାମ କରିବାକୁ ଅଧିକ ଭଲ ପାଆନ୍ତି ଅଭିନେତା
ସାଉଥ୍ ସୁପରଷ୍ଟାର ଜୁନିଅର ଏନଟିଆରଙ୍କ ଅଭିନୀତ ଫିଲ୍ମ ‘ଆର୍ଆର୍ଆର୍’ ନିକଟରେ ରିଲିଜ୍ ହୋଇଯାଇଛି। ଯାହାକୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ ଦେଖିବାକୁୁ ମିଳୁଛି। ଫିଲ୍ମରେ ଜୁନିଅର ଏନଟିଆର ଏବଂ ରାମ ଚରଣ ନଜର ଆସିଛନ୍ତି। ଦୁହିଁଙ୍କ ଅଭିନୟକୁ ବେଶ୍ ପ୍ରଶଂସା କରିଛନ୍ତି…
କଙ୍ଗନାଙ୍କୁ ନିଜର ଆଗାମୀ ଫିଲ୍ମରେ ନେବାକୁ ଚାହୁଁ ନାହାନ୍ତି ନିର୍ଦ୍ଦେଶକ
ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଚର୍ଚ୍ଚିିତ ଫିଲ୍ମ‘କଶ୍ମୀର ଫାଇଲ୍ସ’କୁ ନେଇ ଏବେ ଚର୍ଚ୍ଚା ହେଉଛି। ପ୍ରଶଂସକଙ୍କ ଠାରୁ ସେଲିବ୍ରିଟି ପର୍ଯ୍ୟନ୍ତ ଫିଲ୍ମକୁ ନେଇ ଖୁବ୍ ପ୍ରଶଂସା କରୁଛନ୍ତି। ତେବେ ଅଭିନେତ୍ରୀ କଙ୍ଗନା ରାଣାୱତ ମଧ୍ୟ ଫିଲ୍ମକୁ ଦେଖିବା ପରେ ପ୍ରଶଂସା କରିଛନ୍ତି। ନିକଟରେ…
ବିହାର ଛାଡିବେନି ନୀତିଶ
ପାଟନା,୧।୪: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟ ରାଜନୀତିରେ ସନ୍ତୁଷ୍ଟ ନାହାନ୍ତି। ଗତ କିଛି ଦିନ ହେବ ସେ ଉପରାଷ୍ଟ୍ରପତି କିମ୍ବା ରାଜ୍ୟ ସଭାକୁ ଯିବେ ବୋଲି ଚର୍ଚ୍ଚା ଜୋର ଧରିଛି। କିନ୍ତୁ ଶୁକ୍ରବାର ତାଙ୍କ ଦଳ ଜେଡିୟୁ ସମ୍ପୂର୍ଣ୍ଣ ଭାବେ…
ସଂକ୍ରମଣ କୁମଛି
ନୂଆଦିଲ୍ଲୀ,୧।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାର ୩୩୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୮ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା…
ବୋମା ପକାଇଥିବା ବୁର୍ଖା ପିନ୍ଧା ମହିଳା ଧରାପଡ଼ିଲେ
ଜମ୍ମୁ,୧।୪: ଜମ୍ମୁ-କଶ୍ମୀରର ସୋପୋରେ ଅଞ୍ଚଳରେ ସୁରକ୍ଷା ବଳର ବଙ୍କର ଉପରେ ପେଟ୍ରୋଲ ବୋମା ପକାଇଥିବା ବୁର୍ଖା ପିନ୍ଧା ମହିଳା ଧରା ପଡ଼ିଛନ୍ତି। ମହିଳା ଜଣଙ୍କୁ ହସିନା ଆଖତର ଭାବେ ଚିହ୍ନଟ କରାଯାଇଛି। ବାରାମୁଲା ବାସିନ୍ଦା ପ୍ରତିବନ୍ଧିତ ମହିଳାଙ୍କ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ ଦୁଖତାରାନ-ଇ-ମିଲାତ…
ଆଜି ରାଜ୍ୟରୁ ୨୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩ ଜଣ ଚିହ୍ନଟ ହୋଇଥିବା…
ମାନ୍ୟତା ସତ୍ତ୍ୱେ ବିକାଶ ହୋଇପାରିନି
ଖୋର୍ଦ୍ଧା ଅଫିସ,୧ା୪: ଖୋର୍ଦ୍ଧା ଜିଲା ଗଠନ ହେବାର ଇତି ମଧ୍ୟରେ ୨୯ବର୍ଷ ପୂର୍ତ୍ତିହେଲାଣି। ଏହାର ଭୌଗୋଳିକ, ଐତିହାସିକ, ରାଜନୈତିକ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ପର୍ଯ୍ୟାଲୋଚନା କଲେ ଏହା ଗୌରବମୟ ଗାଥାର ପରିଚୟ ବହନ କରିଥାଏ। ମୁକ୍ତି ସଂଗ୍ରାମରେ ଖୋର୍ଦ୍ଧା ମାଟିର ଅବଦାନ…
୭ବର୍ଷ ହେବ ସରୁନି ଓଭରବ୍ରିଜ୍ କାମ
ଜଟଣୀ,୧ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ସହରର ସୀତାରାମ ଛକ ଆନ୍ଧ୍ର ବ୍ୟାଙ୍କ ଠାରୁ କୁଦିଆରୀ ବଜାର ପର୍ଯ୍ୟନ୍ତ ଓଭରବ୍ରିଜ କାର୍ଯ୍ୟ ୨୦୧୫ ମସିହାରେ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଏହି ନିର୍ମାଣ କାର୍ଯ୍ୟକୁ ପ୍ରାୟ ୭ବର୍ଷ ଚାଲିଥିବା ବେଳେ କାର୍ଯ୍ୟ ଶେଷ…
୩୫ ହଜାର ଟଙ୍କା ପାଇଁ ଧରା ପଡ଼ିଲେ
ଲୋଇସିଂହା,୧।୪(ଡି. ଏନ. ଏ ): ୩୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବଲାଙ୍ଗୀର ଜିଲା ଆଗଲପୁର ତହସିଲ ମୁଖ୍ୟ କିରାଣୀ କିଶୋରୀ ଖରସେଲ। ଜୈନେକ ବ୍ୟକ୍ତିଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ସନ୍ଧ୍ୟାରେ…
ସୁରକ୍ଷା ଲୋଡ଼ିଲେ ୨୭ ବିରୋଧୀ ବିଧାୟକ
ଭୁବନେଶ୍ୱର,୧ା୪(ବ୍ୟୁରୋ): ଖଣି ଓ ବାଲି ମାଫିଆଙ୍କ ଟାର୍ଗେଟରେ ଥିବା ବିରୋଧୀ ଦଳର ୨୭ଜଣ ବିଧାୟକ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ବାଚସ୍ପତିଙ୍କ ନିକଟରେ ସୁରକ୍ଷା ଦାବି କରିଛନ୍ତି। ଗୁରୁବାର ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ…
ସିଏମ୍ଆର୍ଏଫ୍କୁ ୧୦ କୋଟି ଦେଲା ଓସିପିଏଲ୍
ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍ ଆଣ୍ଡ୍ ପାୱାର ଲିମିଟେଡ୍ (ଓସିପିଏଲ୍) ତା’ ଲାଭାଂଶରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍ଆର୍ଏଫ୍)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ…
Archives


