Home Left

ଶ୍ରୀଲଙ୍କା ରାଷ୍ଟ୍ରପତି ଭବନ ସମ୍ମୁଖରେ ବିରୋଧ ପ୍ରଦର୍ଶନ, କଲମ୍ବୋରେ କର୍ଫ୍ୟୁ

କଲମ୍ବୋ,୧ ।୪: ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ଦାବି କରାଯାଉଛି । ଗୁରୁବାର ରାଷ୍ଟ୍ରପତିଙ୍କ ଆବାସ ସମ୍ମୁଖରେ ହୋଇଥିବା ବିରୋଧ ପ୍ରଦର୍ଶନ ହିଂସାର ରୂପ ନେଇଛି । ଫଳରେ ଖବରଦାତାଙ୍କ ସମେତ ପ୍ରାୟ…

ଇତିହାସ ରଚିଲେ ଧୋନୀ

ମୁମ୍ବାଇ,୧।୪: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ରେ ଇତିହାସ ରଚିଛନ୍ତି। ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ମାତ୍ର ୧୬ ରନ୍‌ କରି ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ଏହି ଛୋଟ ଇନିଂସ ଆଧାରରେ…

ଉପରାଷ୍ଟ୍ରପତି ହେବେ ନୀତୀଶ!

ପାଟନା,୧ ।୪: ଶୁଣିବାକୁ ମିଳିଥିଲା କି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବାକୁ ମନ ବଳାଇଛନ୍ତି । ହେଲେ ବୁଧବାର ଜଣାପଡିଛି ଯେ ସେ ଏଥିରେ ରାଜି ନୁହେଁ, ଯାହା ବିହାର ରାଜନୀତିକୁ କରିଛି ସରଗରମ । ଅନୁମାନ…

ଓଡ଼ିଶାରୁ ହଟିଲା କୋଭିଡ୍‌ ମହାମାରୀ ଆଇନ

ଭୁବନେଶ୍ୱର,୧ା୪ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ସହ ଜୀବନଜୀବିକା ସ୍ବାଭାବିକ ହେବା ପରେ ରାଜ୍ୟ ସରକାର ସମସ୍ତ କୋଭିଡ୍‌ କଟକଣାକୁ ହଟାଇ ଦେଇଛନ୍ତି। ଏଣିକି ଆଉ କୋଭଡ୍ଡ୍‌ ବିପର୍ଯ୍ୟୟ ଆଇନ ବା ମହାମାରୀ ଆଇନ ଅନ୍ତର୍ଗତ ହେବନାହିଁ। ବିପର୍ଯ୍ୟୟ…

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆର୍‌ସିସି ଓ…

ଆଇପିଏଲ୍‌ରେ ବଡ଼ ରେକର୍ଡ କଲେ ଏହି ବୋଲର୍‌

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଇପିଏଲରେ ଇତିହାସ ସୃଷ୍ଟି କରିଛନ୍ତି। ୩୮ ବର୍ଷୀୟ ବ୍ରାଭୋ ଆଇପିଏଲ ଇତିହାସରେ ସର୍ବାଧିକ ଉଇକେଟ ନେଇଛନ୍ତି। ଲକ୍ଷ୍ନୌ ବିପକ୍ଷ ମ୍ୟାଚରେ ଦୀପକ ହୁଡାଙ୍କୁ ଆଉଟ୍‌ କରି ସେ ଏହି ସଫଳତା…

‘ପ୍ରଗତି’ ଆଜି ଘରେ ଘରେ: ପ୍ରଦୋଷ କୁମାର ରାଉତ

ଏକ ଛୋଟ କୁକୁଡ଼ା ଫାର୍ମରୁ ତାଙ୍କର ବ୍ୟବସାୟିକ ଜୀବନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସେ ରାଜ୍ୟର ଏକ ପ୍ରମୁଖ ଘରୋଇ ଦୁଗ୍ଧ ପ୍ରକ୍ରିୟାକରଣ ଉଦ୍ୟୋଗ ‘ପ୍ରଗତି ମିଲ୍କ ପ୍ରଡକ୍ଟସ୍‌’ର ମ୍ୟାନେଜିଂ ଡାଇରେକ୍ଟର ପଦବୀରେ ରହିଛନ୍ତି । ଏହି କମ୍ପାନୀର ବିଭିନ୍ନ ଡେଏରି…

ପରୀକ୍ଷା ପେ ଚର୍ଚ୍ଚା: ୧୦୦୦ ଛାତ୍ରୀଛାତ୍ରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ ।୪: ବୋର୍ଡ ପରୀକ୍ଷା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେବେ । ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ପ୍ରାୟ ୧ ହଜାର ଛାତ୍ରୀଛାତ୍ରଙ୍କ…

ଇ-ଯାନର ଚାହିଦା ବଢ଼ିବ: ଅଖିଳ ପୋଦ୍ଦାର

ଓଡ଼ିଶାରେ ଦୁଇଚକିଆ ଯାନର ବେଶ୍‌ ଆଦର ରହିଛି। ସହର ହେଉ କିମ୍ବା ଗ୍ରାମାଞ୍ଚଳ, ସବୁ ବର୍ଗର ଲୋକେ ଦୁଇଚକିଆ ଯାନ ଉପରେ ନିର୍ଭର କରିଥାଆନ୍ତି। ତେଣୁ ଏହା ଗମନାଗମନର ମୁଖ୍ୟ ମାଧ୍ୟମ ସାଜିଛି। ଟୁ ହ୍ବିଲର ବିକ୍ରି କ୍ଷେତ୍ରରେ ବଜାରରେ ଅଗ୍ରଣୀ…

୫ ବର୍ଷ ତିଷ୍ଠି ନାହାନ୍ତି କୌଣସି ପ୍ରଧାନମନ୍ତ୍ରୀ

ଇସଲାମାବାଦ, ୧ା୪: ୧୯୪୭ରେ ସ୍ବାଧୀନତା ପରଠାରୁ ପାକିସ୍ତାନରେ ୧୮ ଜଣ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ହେଲେ ଏ ଯାଏ ସେଠାରେ କୌଣସି ପ୍ରଧାନମନ୍ତ୍ରୀ ୫ ବର୍ଷ କାର୍ଯ୍ୟକାଳ ପୂରଣ କରିପାରିନାହାନ୍ତି। ଏବେ ସେହି ତାଲିକାରେ ଇମ୍ରାନ୍‌ ଖାନ୍‌ଙ୍କ ନାଁ ଆସିବା ଏକ ପ୍ରକାର…

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପୀଡ଼ିତାଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାଠାରୁ ୫ କି.ମି. ଦୂର ଏକ ଗାଁରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରୁ ଟେକି ନେଇ ବଳାତ୍କାର କରାଯାଇଥିଲା। ଏ ସଂକ୍ରାନ୍ତରେ ଗାଁରେ ସଭା ବସିଥିଲା। ହେଲେ ପୀଡ଼ିତାଙ୍କୁ ନ୍ୟାୟ ନ…

ଶେହବାଜ୍‌ ଶରିଫ୍‌ କିଏ

ଇସ୍‌ଲାମାବାଦ, ୧ା୪ :ଅନାସ୍ଥା ପ୍ରସ୍ତାବରେ ହାରିବା ପରେ ଇମ୍ରାନ୍‌ ଖାନ୍‌ ଶାସନରୁ ହଟିବେ। ତାଙ୍କ ପରେ ଶେହବାଜ୍‌ ଶରିଫ୍‌ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌)ର ଅଧ୍ୟକ୍ଷ ଶେହବାଜ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ଙ୍କ ଭାଇ। ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri