Home Left

ଚାପରେ ଅଛନ୍ତି ସ୍ଥାନୀୟ ବିଧାୟକ: ଜୁଏଲ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ନେଇ ଭାଜପା ନେତାମାନଙ୍କ ମଧ୍ୟରେ ଏକ ପ୍ରକାର ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ବିଭିନ୍ନ ସମୟରେ ବଦଳୁଥିବା ମତ ନେଇ ମୁଖ୍ୟତଃ ଭାଜପା ନେତାଙ୍କ ମଧ୍ୟରେ…

ବଦଳିଲେ ମାହାଙ୍ଗା ଥାନା ଅଧିକାରୀ

ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ ପରେ ମାହାଙ୍ଗା ଥାନା ଅଧିକାରୀଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସ୍ତ୍ରୀ ତଥା…

ଜଳ ପାଇଁ ଜଙ୍ଗଲମୁହାଁ ପିଲା

କେନ୍ଦୁଝର, ୧୬।୫(ସ୍ବ.ପ୍ର.): ‘୫-ଟି’ ବ୍ୟବସ୍ଥାରେ ବଦଳୁଛି ବିଦ୍ୟାଳୟ। ଚିକିମିକିଆ ସ୍ମାର୍ଟ କ୍ଲାସ୍‌ ରୁମ୍‌ର ଚିନ୍ତାମୁକ୍ତ ବାତାବରଣରେ ପାଠ ପଢୁଛନ୍ତି ପିଲା। ଏହାକୁ ନେଇ ରାଜ୍ୟ ସରକାର ସାଉଁଟୁଛନ୍ତି ପ୍ରଶଂସା। ଶିକ୍ଷା ଭିତ୍ତିଭୂମିର ଏଭଳି ପରିବର୍ତ୍ତନକୁ ସ୍ବାଗତ କରୁଛନ୍ତି ବୁଦ୍ଧିଜୀବୀ। ତେବେ ଖଣି…

ଦ୍ୱିତୀୟକୁ ଡେଇଁଲା ରାଜସ୍ଥାନ

ମୁମ୍ବାଇ,୧୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୨୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛିି। ରାଜସ୍ଥାନ ୨୦ ଓଭରରେ ୬ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ଜବାବରେ ଲକ୍ଷ୍ନୌ ୨୦…

ଆସାମରେ ବନ୍ୟା

ଗୁଆହାଟୀ,୧୫।୫: ଆସାମର ଡିମା ହାସାଓ ଜିଲାରେ ଭୂସ୍ଖଳନ ଘଟି ଜଣେ ମହିଳାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଜିଲାର ବିଭିନ୍ନ ସ୍ଥାନରେ ରେଳ ଓ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ…

କୁଆପଥର ମାଡ଼ରେ ଧାନ ନଷ୍ଟ, ଅନ୍ଧାରରେ ଝାରବନ୍ଧ

ଝାରବନ୍ଧ,୧୫।୫(ଡି.ଏନ୍‌.ଏ): କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏହାର ପ୍ରଭାବରେ ଚାଷୀଙ୍କ ଅମଳକ୍ଷମ ଧାନ ନଷ୍ଟ ହୋଇଛି । ସେହିପରି ବିଭିନ୍ନ ସ୍ଥାନରେ ଗଛ, ଡ଼ାଳ, ବିଦ୍ୟୁତ୍‌…

ଜବରଦସ୍ତ ଆକ୍ସନ୍‌ରେ ଭରପୂର ଫିଲ୍ମ ‘ବିକ୍ରମ’

ଅଭିନେତା କମଲ ହାସନ ଆଜିକାଲି ଫିଲ୍ମ ‘ବିକ୍ରମ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଚାରି ବର୍ଷ ପରେ ଏହି ଫିଲ୍ମ ମାଧ୍ୟମରେ ସେ ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ପ୍ରଶଂସକମାନେ ତାଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଅଛନ୍ତି। ଆଜି ଫିଲ୍ମ ‘ବିକ୍ରମ’ ଟ୍ରେଲର…

ବଜାରରେ ଲାଗିଲା ମାଓବାଦୀ ପୋଷ୍ଟର

ଲାଠୋର,୧୫ା୫(ଡି.ଏନ.ଏ.): କିଛି ଦିନର ନୀରବତା ପରେ ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଘୁନସର ଓ ପୁଟକେଲଚୁଆ ଗ୍ରାମ ମଝି ବଜାର ପାଣ୍ଡାଲରେ ମାଓବାଦୀମାନେ ବ୍ୟାନର ମାରି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ପାଣ୍ଡାଲର ଦୁଇଟି ସ୍ଥାନରେ ଲାଲରଙ୍ଗର ବ୍ୟାନର ମରାଯାଇଥିବା…

ଲକ୍ଷ୍ନୌକୁ ୧୭୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ଆଇପିଏଲ ୨୦୨୨ର ୬୩ତମ ମ୍ୟାଚ୍‌ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୭୮ ରନ୍‌ ସଂଗ୍ରହ…

ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ ମା’ରାମଚଣ୍ଡୀଙ୍କ…

-ପାକିସ୍ତାନରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା: କଡ଼ା ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ପେଶାୱାର,୧୫।୫:ପାକିସ୍ତାନର ପେଶାୱାରରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଭାରତ ପକ୍ଷରୁ କଡା ଆପତ୍ତି ଉଠିଛି। ଏହି ଘଟଣାର ଗମ୍ଭୀରତାର ସହ ତଦନ୍ତ କରାଯାଉ ବୋଲି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନକୁ…

ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri