Home Left

ଲକ୍ଷ୍ନୌକୁ ୧୭୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ଆଇପିଏଲ ୨୦୨୨ର ୬୩ତମ ମ୍ୟାଚ୍‌ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୭୮ ରନ୍‌ ସଂଗ୍ରହ…

ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ ମା’ରାମଚଣ୍ଡୀଙ୍କ…

-ପାକିସ୍ତାନରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା: କଡ଼ା ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ପେଶାୱାର,୧୫।୫:ପାକିସ୍ତାନର ପେଶାୱାରରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଭାରତ ପକ୍ଷରୁ କଡା ଆପତ୍ତି ଉଠିଛି। ଏହି ଘଟଣାର ଗମ୍ଭୀରତାର ସହ ତଦନ୍ତ କରାଯାଉ ବୋଲି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନକୁ…

ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୋଲିସକୁ ଚୋର ଭାବି ପିଟିଲେ ଗ୍ରାମବାସୀ

କୋରାପୁଟ/ମାଲକାନଗିରି,୧୫ା୫(ସ୍ବ.ପ୍ର./ଡି.ଏନ.ଏ.): ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ରାତିରେ ଧରିବାକୁ ଯାଇଥିବା ମାଲକାନଗିରି ପୋଲିସକୁ ସ୍ଥାନୀୟ ଗ୍ରାମବାସୀ ଚୋର ଭାବି ଆକ୍ରମଣ କରିଛନ୍ତି। କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅଧୀନ ମାଟିଖାଲ ଗ୍ରାମରେ ଏପରି ଘଟଣା ଘଟିଛି। ମାଟିଖାଲ ଗ୍ରାମରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା…

ବାନ୍ଧବୀ, ବୟଫ୍ରେଣ୍ଡଙ୍କୁ ବିବାହ କଲେ ଯୁବତୀ, ଆଉ ତା’ପରେ…

ଏବେ ବିବାହ ଋତୁ ଚାଲିଛି। ନିଆରା ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ସେମିତି ଏକ ସ୍ବତନ୍ତ୍ର ବିବାହ ଆମେରିକାରେ ଅନୁଷ୍ଠିତ ହୋଇଯାଇଛି। ଏଠି ଦୁଇ ନୁହେଁ, ବରଂ ୩ ଜଣଙ୍କ ମଧ୍ୟରେ ବିବାହ…

‘ଚୁମ୍ବନ ଦେବା ଯୌନ ଅପରାଧ ନୁହେଁ’

ପୁଣେ,୧୫।୫: ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ୧୪ ବର୍ଷର ବାଳକଙ୍କୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଜାମିନ ପ୍ରଦାନ କରି କହିଛନ୍ତି। ଚୁମ୍ବନ ଦେବା ଏବଂ ପ୍ରେମ କରିବା…

ମହିଳାଙ୍କୁ ଅସଦାଚରଣ କରି ଗିରଫ ହେଲେ ଗୁଣିଆ

ଚାନ୍ଦବାଲି,୧୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଞ୍ଚଳରେ ତନ୍ତ୍ରମନ୍ତ୍ର ବାହାନାରେ ଜଣେ ମହିଳାଙ୍କୁ ଅସଦାଚରଣ କରି ଗୁଣିଆ ଗିରଫ ହୋଇଛନ୍ତି। ସେ ହେଲେ ବାରାକୋଲ୍ଲା ଗାଁର ସାଧୁଆ ଜେନା। ଏନେଇ ମହିଳାଙ୍କ ଏତଲା କ୍ରମେ ବାଂଶଡ଼ା ଥାନାରେ ଏକ…

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ବିରୋଧୀ ଦଳକୁ ଆକ୍ଷେପ କରି କଟାକ୍ଷ କରିବାକୁ ଆଉ…

ଚେନ୍ନାଇକୁ ହରାଇ ଶୀର୍ଷରେ ଗୁଜରାଟ ଟାଇଟନ୍ସ

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୭ ଉଇକେଟ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ଗୁଜରାଟ ୨୦ ପଏଣ୍ଟ ସହ ଶୀର୍ଷସ୍ଥାନ ବଜାୟ ରଖିଛି। ଚେନ୍ନାଇ…

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍‌ର ୬୩ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ…

କଳା ଫିତା ବାନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ମୁମ୍ବାଇ,୧୫।୫: ଆଇପିଏଲ୍‌ ୨୦୨୨ର ୬୨ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ କାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ସମ୍ମାନାର୍ଥେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri