Home Left

ମୁଣ୍ଡକା ଅଗ୍ନିକାଣ୍ଡରେ ପୋଲିସକୁ ବଡ ସଫଳତା: ବିଲଡିଂ ମାଲିକ ଗିରଫ

ନୂଆଦିଲ୍ଲୀ,୧୫ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ଅଗ୍ନିକାଣ୍ଡରେ ପୋଲିସକୁ ବଡ ସଫଳତା ମିଳିଛି । ଉକ୍ତ ବିଲଡିଂର ମାଲିକ ମନିଷ ଲାକଡାଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟ ମୁଣ୍ଡକାରେ ଥିବା ଏକ କମର୍ସିଆଲ…

ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ

ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା, ଦୁଇଟି ବାଇକ୍‌ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବ୍ରାହ୍ମଣୀଗାଁର ଉଦ୍ଧବ ମଲ୍ଲିକ, ଆଦମ…

୧୪ ଗ୍ରାମ ବ୍ରାଉନ ସୁଗାର ଜବତ: ଜେଲ୍‌ ଗଲେ ପ୍ରଭାତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଶରଣକୁଳ ପୋଲିସ ଶନିବାର ସନ୍ଧ୍ୟାରେ ୧୪ ଗ୍ରାମରୁ ଅଧିକ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ହରିହରପୁର ଗାଁର ପ୍ରଭାତ କୁମାର ସ୍ବାଇଁଁ (୪୭)। ନୂଆ ଜଗନ୍ନାଥ…

ଟୋଲଗେଟ୍‌ ଫାଟକ ଭାଙ୍ଗି ଚାଲିଗଲା ଗୋରୁ ବୋଝେଇ ପିକ୍‌ଅପ୍‌

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରୀ ନିକଟରେ ଥିବା ଟୋଲଗେଟ୍‌ର ଫାଟକ ଭାଙ୍ଗି ବିଳମ୍ବିତ ରାତିରେ ଏକ ଗୋରୁ ବୋଝେଇ ପିକଖ୍‌ଅପ ଭ୍ୟାନ ଫେରାର ହୋଇଯାଇଛି । ପିକ୍‌ଅପରେ ଗୋରୁ ଚାଲାଣ ହେଉଥିବା ବେଳେ…

ଏତିକି କୋଟି ଟଙ୍କାର ମାଲିକାଣୀ ଅଟନ୍ତି ମାଧୁରୀ

ମୁମ୍ବାଇ: ବଲିଉଡ୍‌ର ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ୍‌ଙ୍କ ଆଜି ଅର୍ଥାତ୍‌ ମେ’ ୧୫ରେ ଜନ୍ମଦିନ। ମାଧୁରୀ ୧୬ ବର୍ଷ ବୟସରେ ସେ ଫିଲ୍ମରେ ଡେବ୍ୟୁ କରିଥିଲେ। ଆଜି ମାଧୁରୀ ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ନିକଟରେ ମାଧୁରୀଙ୍କ ସ୍ବାମୀ ଡ.…

‘ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେବ ରଥ ନିର୍ମାଣ’

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ମହାପ୍ରଭୁଙ୍କ ତିନି ରଥର ନିର୍ମାଣ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି । କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ଉଦ୍ୟମ ଚାଲିଛି…

ଜାଣନ୍ତି କି ଟାୟାରର ରଙ୍ଗ କଳା କାହିଁକି

ଦୁନିଆରେ ଅନେକ ଗାଡ଼ିମୋଟର ରହିଛି। ସାଇକେଲଠାରୁ ଆରମ୍ଭ କରି ବସ୍‌ ପର୍ଯ୍ୟନ୍ତ ଯାନଗୁଡ଼ିକର ଟାୟାର କଳା ହୋଇଥାଏ। ତେବେ ଏହାର କାରଣ ଜାଣନ୍ତି କି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ… ଅବଶ୍ୟ ୧୯୧୭ ପୂର୍ବରୁ ସମସ୍ତ ଟାୟାର କଳା…

ଆଖି ବୁଜିଲେ ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକ

ଛତ୍ରପୁର,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାରଲୋକେ ସୂଚନା ଦେଇଛନ୍ତି। ମୃତକ…

ରଥଖଳା : ଆଜି ସିଙ୍ଗଡ଼ା ବାଡ଼ିଆ

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ ଯନ୍ତାଗାଡ଼…

ଟ୍ୟୁସନ ପଇସାରେ ସ୍କୁଲ ପିଲାଙ୍କୁ ବହିଖାତା ଦେଇଥିଲି

କେନ୍ଦୁଝର ଜିଲାର କଣ୍ଟିପାଳ ଗାଁରେ ମୋ ଜନ୍ମ । କଣ୍ଟିପାଳ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରି ଆନନ୍ଦପୁର କଲେଜରେ ଯୁକ୍ତ ଦୁଇ ଓ ଇଂରାଜୀ ସମ୍ମାନ ରଖି ଯୁକ୍ତ ତିନି ପଢିଥିଲି । ତାପରେ ପୁଣି ରାଜନୀତି ବିଜ୍ଞାନରେ ରେଭେନ୍ସାରୁ…

କାନ୍ଧରେ ଦୁଇଜଣଙ୍କୁ ଟେକି ଖେଳିଲେ ସ୍କିପିଂ

ସ୍କିପିଂ କରିବା ଏକ ଭଲ ବ୍ୟାୟାମ। ଯେଉଁମାନେ ଫିଟ୍‌ ରହିବାକୁ ଚାହାନ୍ତି ସେମାନେ ଏହାକୁ ନିଜ ବ୍ୟାୟାମର ରୁଟିନ୍‌ରେ ନିଶ୍ଚୟ ସାମିଲ କରନ୍ତି। ତେବେ ଜଣେ କିମ୍ବା ଦୁଇଜଣ ସାମ୍‌ନା ସାମ୍‌ନି ଠିଆ ହୋଇ ସ୍କିପିଂ ଖେଳିବା ଅନେକେ ଦେଖିଥିବେ। ହେଲେ…

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)। ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri