Home Left

ବାସ୍ତୁ ଅନୁଯାୟୀ ଭୋଜନ କରିବାର ନିୟମ

ବାସ୍ତୁଶାସ୍ତ୍ରରେ ଭୋଜନ କରିବା ଲାଗି ନିର୍ଦ୍ଧାରିତ କେତୋଟି ନିୟମ ରହିଛି। ଯଦି ତାହାକୁ ମାନି ଉଚିତ୍‌ ଭାବେ ଭୋଜନ କରାଯାଏ, ତା’ହେଲେ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଭଲ ରହିବା ସହ ଗୃହରେ ଶାନ୍ତି ବଜାୟ ରହିଥାଏ। ଆଉ ଯଦି ସେଥିରେ କିଛି…

ଗାଁଠୁ ଛୋଟ ଦେଶ

ଏଇ ପୃଥିବୀରେ ଏମିତି ବି ଦେଶ ରହିଛି ଯାହାର କ୍ଷେତ୍ରଫଳ ଗୋଟିଏ ଛୋଟ ଗାଁଠାରୁ ବି କମ୍‌। ସେଭଳି ଏକ ଦେଶ ହେଉଛି ମୋନାକୋ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ…ବିକାଶ ସୂଚୀ ୧ରୁ ଅଧିକ ଥିବାରେ ଏହା…

ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଯାଇ ବିଚରଣ କରୁଛନ୍ତି। ୫ ଦିନ ମଧ୍ୟରେ ୨ କୋଟି ୨ ଲକ୍ଷ…

ନ୍ୟୁୟର୍କ ବଫେଲୋ ସୁପରମାର୍କେଟରେ ଗୁଳିକାଣ୍ଡ: ୧୦ ମୃତ

ନ୍ୟୁୟର୍କ,୧୫ ।୫: ଆମେରିକା ନ୍ୟୁୟର୍କର ବଫେଲୋ ସ୍ଥିତ ଏକ ସୁପରମାର୍କେଟରେ ଶନିବାର କେତେଜଣ ଲୋକଙ୍କୁ ଗୁଳିକରି ହତ୍ୟା କରାଯାଇଛି । ପୋଲିସ କହିଛି ଆକ୍ରମଣକାରୀଙ୍କୁ ଗିରଫ କରାଯାଇଛି । ଟପ ଫ୍ରେଣ୍ଡଲି ମାର୍କେଟରେ ହୋଇଥିବା ଏହି ଗୁଳିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ…

‘ପୁରୁଷ’ ଘୋଷିତ ମହିଳା ପାଇବେ ପୋଲିସ ଚାକିରି

ମୁମ୍ବାଇ, ୧୫ା୫: ପୋଲିସ ବିଭାଗରେ ଚାକିରି ପାଇଁ ଆବେଦନ କରିଥିଲେ। ଲିଖିତ ଓ ଶାରୀରିକ ପରୀକ୍ଷାରେ ୨୦୦ରୁ ୧୭୧ ନମ୍ବର ରଖି ଉତ୍ତୀର୍ଣ୍ଣ ହେଲେ। ହେଲେ ଡାକ୍ତରୀ ରିପୋର୍ଟରେ ଯେଉଁ ଫଳାଫଳ ଆସିଲା ତାହା ଆଶାୟୀ ଯୁବତୀଙ୍କୁ କେବଳ ବିସ୍ମିତ କରି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ରହୁ

ପୁରୀ ଅଫିସ,୧୫।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହି ପ୍ରକଳ୍ପ କାର୍ଯ୍ୟକୁ ସ୍ଥଗିତ ରଖିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇଣ୍ଡିଆନ୍‌ ନ୍ୟାଶନାଲ୍‌ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର୍‌ (ଇନ୍‌ଟାକ୍‌)ହେରିଟେଜ୍‌…

ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍‌ ହେବ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍‌ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…

ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ ଆଶାନୁରୂପ ହୋଇ ନ ପାରିବାରୁ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶା କଥା ଦେଖିଲେ, ଦିନକୁ…

ଫିଲ୍ମରେ ଡେବ୍ୟୁ ପୂର୍ବରୁ ଝିଅଙ୍କୁ ଏହି ପରାମର୍ଶ ଦେଲେ କିଙ୍ଗ୍‌ ଖାନ୍‌

ମୁମ୍ବାଇ: ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଝିଅଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି କିଙ୍ଗ୍‌ଖାନ୍‌। ଏଥିରେ ସେ ଲେଖିଛନ୍ତି, ଜୟା ଅଖତରଙ୍କ ଫିଲ୍ମ ‘ଦି ଆର୍ଚିଜ’ରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସୁନ୍ଦର…

ଅକ୍ଷୟ କୁମାର କରୋନା ପଜିଟିଭ୍‌, କେନ୍ସ୍‌ ଫିଲ୍ମ ଫେଷ୍ଟିଭାଲରେ ଦେବେନି ଯୋଗ…

ମୁମ୍ବାଇ, ୧୪।୫ : ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ’ ୧୭ରେ ହେବାକୁ ଥିବ ାକେନ୍ସ୍‌ ଫିଲ୍ମ ଫେଷ୍ଟିଭାଲ୍‌ରେ ଯୋଗ ଦେବେନି ବୋଲି ଶନିବାର ଟୁଇଟ୍‌ କରି ଜଣାଇଛନ୍ତି। କିଛି ଦିନ ଧରି…

ଡେପୁଟେଶନରେ ଗଲେ ମାଡ଼ ଖାଇଥିବା ଶିକ୍ଷୟିତ୍ରୀ-ଶିକ୍ଷକ

କେନ୍ଦୁଝର,୧୪ା୫(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ସରକାରୀ ହାଇସ୍କୁଲର ମାଟ୍ରିକ ପରୀକ୍ଷା ଦାୟିତ୍ୱରେ ଥିବା କେନ୍ଦ୍ର ଅଧୀକ୍ଷକ ଏବଂ ଡେପୁଟି କେନ୍ଦ୍ର ଅଧୀକ୍ଷକଙ୍କୁ ଜଣେ ଅଭିଭାବକଙ୍କ ସମେତ ଅନ୍ୟମାନେ ୭ ତାରିଖରେ ପରୀକ୍ଷା ସରିବା ପରେ କେନ୍ଦ୍ର ବାହାରେ କାହିଁକି…

ଗଞ୍ଜାମ ପାଇଁ ଗୌରବ ଆଣିଲେ ରାଜେନ୍ଦ୍ର

ଗଞ୍ଜାମ,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୭ ନଂ ଓ୍ବାର୍ଡ କୈବର୍ତ୍ତ ସାହିର ରାଜେନ୍ଦ୍ର କୁମାର ସାହୁ ୨୦୨୨ ଆଇଆଇଟି ପରୀକ୍ଷାରେ ସର୍ବ ଭାରତୀୟସ୍ତରରେ ୬୨୦ ନମ୍ବର ରଖି ଗଞ୍ଜାମ ପାଇଁ ଗୌରବ ଆଣିଛନ୍ତି। ରାଜେନ୍ଦ୍ର ଗଞ୍ଜାମ ଏନ୍‌ଏସି ନବନିର୍ବାଚିତ କାଉନସିଲର ପୁରୁଷୋତ୍ତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri