Home Left

ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟାଭିଡ଼ିଲା କନ୍ଧମାଳ ପୋଲିସ: ବିଭିନ୍ନ ସ୍ଥାନରେ ଖୋଲିଲା ବିଏସଏଫ କ୍ୟାମ୍ପ

ଦାରିଙ୍ଗବାଡି, ୧୧/୧୦ (ଅରୁଣ ସାହୁ): ମାଓବାଦୀଙ୍କୁ ପ୍ରତିହତ କରିବାକୁ ଅଣ୍ଟା ଭିଡିଛି କନ୍ଧମାଳ ପୋଲିସ। ଗତ କିଛି ଦିନ ହେଲା ମାଓବାଦୀ କନ୍ଧମାଳ ଜିଲା ଦାରିଙ୍ଗବାଡି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୁଣି ନିଜ ଉପସ୍ଥିତ ଜାହିର କରିଥିବା ପୋଲିସ ପାଇଁ…

ବି ଟେକ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏତେ ଟଙ୍କା ସହାୟତା ଦେଲେ ବିଡିଓ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମ ମେନ ରୋଡ଼ର ଯୁକ୍ତ ୩ ଛାତ୍ର ସୁଧାକର ମାଦଳା ଗୁରୁବାର ଅପରାହ୍ନ ୧ଟାରେ ମୃତ୍ୟୁବରଣ କରିଥିଲେ। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର…

ଦିଗହରା ଆଦି ସେବାକେନ୍ଦ୍ର: ଆରମ୍ଭରୁ ଯୋଜନାରେ ବିଭ୍ରାଟ

ଦାରିଙ୍ଗବାଡି, ୧୧।୧୦ (ଅରୁଣ ସାହୁ): ଜନଜାତି ସାମ୍ପ୍ରଦାୟର ଜୀବନଜୀବିକା ସ୍ବାବଲମ୍ବୀ କରାଇବା ସହ ନିଜ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ସାମାଜିକ ସୁରକ୍ଷାକୁ ଶକ୍ତିଶାଳୀ କରିବା ଜନସଚେତନ କରି ନିଜ ଅଞ୍ଚଳକୁ ବିକାଶ ଦିଗରେ ଆଗଧାଡିରେ ରଖିବା ନିଜ ଅଞ୍ଚଳର ଉନ୍ନତି…

ଆମେ ସବୁ ହାସ୍ୟାଭିନେତା

ପ୍ରାୟ ଦେଢ଼ ଦଶନ୍ଧି ତଳର କଥା। ଜଣେ ବରିଷ୍ଠ ସହକର୍ମୀଙ୍କ ସହ ଯାତ୍ରା ଦେଖିବାକୁ ଯାଇଥିଲି। ଯାତ୍ରା ସରିବା ପରେ ସହକର୍ମୀ ଜଣକ ଜଣେ ଅଭିନେତାଙ୍କୁ ଦେଖା କରିବାକୁ କହିଲେ ଯେ କି ତାଙ୍କର ବାଲ୍ୟବନ୍ଧୁ ଥିଲେ। ଆମେ ଯେତେବେଳେ ସେ…

ରାଜସ୍ବ ବଳକା ନା ବିକାଶ ନିଅଣ୍ଟ

ଓଡ଼ିଆ ଖବରକାଗଜଗୁଡ଼ିକରେ ଅତି ପ୍ରମୁଖ ଭାବରେ ପ୍ରକାଶ ପାଇଛି,୨୦୨୨-୨୩ ଆର୍ଥିକ ବର୍ଷର ହିସାବ ଅନୁଯାୟୀ ଦେଶର ୫ଗୋଟି ରାଜସ୍ବ ବଳକା ରାଜ୍ୟ ମଧ୍ୟରୁ ଓଡ଼ିଶା ଗୋଟିଏ ଏବଂ ସ୍ଥାନ ତୃତୀୟ। ଏହି ବର୍ଷ ଓଡ଼ିଶାର ରାଜସ୍ବ ବଳକା ଥିଲା ୨୬,୭୦୦ କୋଟି…

ଗୋଟିଏ ଟୁଇଟ୍‌

ଆଜିକାଲି ଅନେକ ବଡ଼ ବଡ଼ କାହାଣୀ ଯେମିତି ଟୁଇଟ୍‌ରୁ ଆରମ୍ଭ ହୋଇଥାଏ ଏହା ଠିକ୍‌ ସେମିତି ହୋଇଥିଲା। ଏକ ମଧ୍ୟମ ଆକାରର ବାଣିଜି୍ୟକ ସଂସ୍ଥା ଦ୍ୱାରା କରାଯାଇଥିବା ସୋସିଆଲ ମିଡିଆ ପୋଷ୍ଟ ସ୍ପଷ୍ଟ ଘୋଷଣା କରିଥିଲା ଯେ ଚେନ୍ନାଇ କଷ୍ଟମ୍ସ ଦ୍ୱାରା…

ସାଗଯୁରୀ ଉନ୍ନୀତ ହାଇସ୍କୁଲରେ କ୍ଲଷ୍ଟର ସ୍ତରୀୟ ସୁରଭି: ଅଂଶଗ୍ରହଣ କଲେ ୧୧୫ ଛାତ୍ରୀଛାତ୍ର

ଅମରପାଲି, ୧୧।୧୦(ପୀତାମ୍ବର ସାହୁ ): ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଠାରେ କିଛି ନା କିଛି ପ୍ରତିଭା ଅଛି। ଏହି ପ୍ରତିଭାର ବିକାଶ କରିବାକୁ ସମସ୍ତେ ପ୍ରୟାସ କରିବା ଆବଶ୍ୟକ। ଏନେଇ ପିଲାଙ୍କ ଅଭିଭାବକ, ଶିକ୍ଷୟିତ୍ରୀ, ଶିକ୍ଷକ ତତ୍ପରତା ପ୍ରକାଶ କରିବା ଜରୁରୀ। ପିଲାଙ୍କ…

ସକାଳୁ ସକାଳୁ ୭.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଝଟକା

ନୂଆଦିଲ୍ଲୀ,୧୧।୧୦: ଦକ୍ଷିଣ ଆମେରିକା ଏବଂ ଆଣ୍ଟାର୍କଟିକା ମଧ୍ୟରେ ଅବସ୍ଥିତ ଡ୍ରେକ ପାସେଜରେ ଶନିବାର ୭.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା। ଭୂମିକମ୍ପଟି ରାତି ପ୍ରାୟ ୧:୫୯ ରେ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ଏହାର…

ମାଚାଡୋଙ୍କ ‘ଗାନ୍ଧୀ’ ପୋଷ୍ଟ ଭାଇରାଲ

ଓସ୍‌ଲୋ/କାରାକାସ୍‌,୧୧ା୧୦: ମାରିନା କୋରିନା ମାଚାଡୋ ନୋବେଲ ଶାନ୍ତି ପୁରସ୍କାର ପାଇବାକୁ ଯାଉଛନ୍ତି ବୋଲି ଘୋଷଣା କରାଯିବା ପରେ ତାଙ୍କର ଏକ ପୋଷ୍ଟ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବାରେ ଲାଗିଛି। ୨୦୧୦ ମେ’ ୧୦ରେ ମାଚାଡୋ ଟୁଇଟର (ବର୍ତ୍ତମାନର X )…

ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣାରେ ଆଗରେ କଂଗ୍ରେସ

ନୂଆପଡ଼ା,୧୧ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ୩ ପ୍ରମୁଖ ଦଳ ମଧ୍ୟରୁ କଂଗ୍ରେସ ପ୍ରାର୍ଥୀ ଘୋଷଣାରେ ଆଗରେ ରହିଛି। ବିଜେଡିର ପ୍ରାର୍ଥୀ ଘୋଷଣା ହୋଇ ନ ଥିଲେ ମଧ୍ୟ ପଦଯାତ୍ରା…

ଭାରତୀୟଙ୍କ ସମେତ ୫୦ ସଂସ୍ଥା ଉପରେ କଟକଣା ଲଗାଇଲା ଆମେରିକା

ଓ୍ବାଶିଂଟନ,୧୧ା୧୦: ଇରାନ ଉପରେ ସର୍ବାଧିକ ଅର୍ଥନୈତିକ ଚାପ ପକାଇବା ପାଇଁ ଆମେରିକା ଭାରତୀୟ କମ୍ପାନୀ ଓ ବ୍ୟକ୍ତିବିଶେଷଙ୍କ ସମେତ ବିଭିନ୍ନ ଦେଶର ମୋଟ ୫୦ଟି ସଂସ୍ଥା ଓ ଜାହାଜ ଉପରେ କଟକଣା ଲଗାଇଛି। ଏହିସବୁ ସଂସ୍ଥା ଇରାନ ସହ ତୈଳ, ପେଟ୍ରୋଲିୟମ…

ପୁଣି ଘାରିଲା ପ୍ରେମ ଜ୍ୱର, ଫଟୋ ଶେୟାର କରି ସମ୍ପର୍କକୁ କନଫର୍ମ କଲେ ହାର୍ଦ୍ଦିକ! ସୋସିଆଲ ମିଡିଆରେ ଲେଖିଲେ…

ମୁମ୍ବାଇ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କର ନୂତନ ସମ୍ପର୍କକୁ ନିଶ୍ଚିତ କରିଛନ୍ତି। ତାଙ୍କୁ ବାରମ୍ବାର ମଡେଲ ଏବଂ ଅଭିନେତ୍ରୀ ମାହିକା ଶର୍ମା ସହିତ ଯୋଡାଯାଇଛି। ଏବେ, ହାର୍ଦ୍ଦିକ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ମାହିକାଙ୍କ ସହ ତାଙ୍କ ସମ୍ପର୍କକୁ ଖୋଲାଖୋଲି ଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri