Home Left

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଲୋକମାନେ ଭାବୁଥିଲେ ଯେ ଭାରତ ସରକାର ଏବେ କେଉଁଠାରୁ ତେଲ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ କରିବା ନିମନ୍ତେ ଚଳିତ ବର୍ଷ ଛତ୍ରପୁର ମହୋତ୍ସବ ସ୍ଥାନୀୟ ଷ୍ଟାଡିଅମ ପରିସରରେ ଅନୁଷ୍ଠିତ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ। ସୂଚନା ଅନୁସାରେ ସୋମବାର ସନ୍ଧ୍ୟା ସମୟରେ ବିଦ୍ୟାଳୟ ଭିତରେ କିଛି ଭାଙ୍ଗିବାର ଶବ୍ଦ…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ ସଦସ୍ୟ ଏପରିକି ସାଧାରଣଜନତା ଦୁର୍ବ୍ୟବହାରର ଶିକାର ହେଉଥିବା ନେଇ ସାଙ୍ଘାତିକ ଅଭିଯୋଗ ହୋଇଛି।…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ ବିକ୍ଷୋପ ପ୍ରଦର୍ଶନ କରାଯାଇଛି । ୩୩% ମହିଳା ସଂରକ୍ଷଣ ଆଇନ ଲାଗୁ କରିବା…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଚରମ ଅବହେଳାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ପଞ୍ଚାୟତ…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ ସୂତ୍ରକୁ ଉଦ୍ଧୃତ କରି ରଏଟର୍ସ ଏହା ରିପୋର୍ଟ କରିଛି। ପଶ୍ଚିମ ଏସିଆରେ ଚାଲିଥିବା…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା ଓ ଯୋଗାଣ ଅଧିକାରୀ ଅଜୟ କୁମାର ମଲ୍ଲିକ ମିଳିତ ଭାବରେ ଜିଲାର ମୁଖ୍ୟାଳୟ…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ପିସି ଆକ୍ଟ, ୧୯୮୮ର ଧାରା ୧୩(୨) ସହ ୧୩(୧)(ଇ) ଅନୁଯାୟୀ ଆୟ ବର୍ହିଭୂତ…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର ନଅ ଦିନ ପରେ ମୃତ ଶିଶୁର ମୃତଦେହକୁ ମାଟି ତଳୁ ଖୋଳି ବାହାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ ଫୋଗତ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି। ଏହାର ଶୁଣାଣି କରି ଅନ୍ତିମ ନିର୍ଦ୍ଦେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ ପଣ୍ଡା ସୋମବାର ଅଭିଯୁକ୍ତ ବିଜୟ କୁମାର ସାହୁ(୬୭)ଙ୍କୁ ଦୋଷୀ ସାବ୍ୟସ୍ତ କରି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?