ସିଆରପିଏଫ୍ କ୍ୟାମ୍ପ ଉପରେ ବୋମା ପକାଇଲେ ବୁର୍ଖା ପିନ୍ଧିଥିବା ମହିଳା
ଶ୍ରୀନଗର,୩୦।୩: ଜମ୍ମୁ-କଶ୍ମୀରର ବାରାମୁଲା ଜିଲାର ସପୋରେ ସହରରେ ଥିବା କ୍ରେନ୍ଦୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍ପିଏଫ୍)ର କ୍ୟାମ୍ପ ଉପରେ ମଙ୍ଗଳବାର ସନ୍ଧ୍ୟାରେ ବୋମା ମାଡ଼ ହୋଇଛି। ସିସିଟିଭି ଫୁଟେଜ ଯାଞ୍ଚ କରିବା ପରେ ଜଣେ ବୁର୍ଖା ପିନ୍ଧିଥିବା ମହିଳା ବୋମା ମାଡ଼…
ଶୂନ୍ୟକାଳରେ ପ୍ରଶ୍ନ: ବିବାହରେ ୫୦ ବରଯାତ୍ରୀ-୧୧ ପ୍ରକାର ଖାଦ୍ୟ ବାଧ୍ୟତା ମୂଳକ…
ନୂଆଦିଲ୍ଲୀ, ୩୦।୩ : କଂଗ୍ରେସ ଏମ୍ପି ଜସବୀର ସିଂ ଗିଲ ବୁଧବାର ଲୋକସଭାରେ କେନ୍ଦ୍ର ସରକାରଙ୍କୁ ଏକ ଆଇନ ପ୍ରଣୟନ କରିବାକୁ ଅନୁରୋଧ କରିଛନ୍ତି ଯେ ବିବାହରେ ସର୍ବାଧିକ ୫୦ ବରଯାତ୍ରୀ ଏବଂ ୧୧ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେବା ବାଧ୍ୟତାମୂଳକ…
୪୩ ବର୍ଷ ବୟସରେ କନିଆଁ ହେବାକୁ ସଜ
ବମ୍ବେ: ୪୩ ବର୍ଷ ବୟସରେ ପୁଣି କନିଆଁ ହେବାକୁ ସଜ ହେଲେଣି ବଲିଉଡର ପ୍ରସିଦ୍ଧ ଗାୟିକା କନିକା କପୁର। କନିକା ତାଙ୍କ ଦୀର୍ଘଦିନର ପ୍ରେମିକ ତଥା ଏନ୍ଆର୍ଆଇ ବ୍ୟବସାୟୀ ଗୌତମଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ମେ’ ୨୦ରେ ଦୁହେଁ ହାତକୁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର
ଠାକୁରମୁଣ୍ଡା,୩୦ା୩(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର…
ଚାପୁଡା ଖାଇବା ପରେ ବଦଳିଗଲା କ୍ରିସ ରକଙ୍କ ଭାଗ୍ୟ
ଚଳିତବର୍ଷ ଓସ୍କାର ବିତରଣ ଉତ୍ସବରେ ଏକ ବିବାଦୀୟ ଘଟଣା ଘଟିଥିଲା। ଏହି ସମାରୋହକୁ ହୋଷ୍ଟିଂ କରୁଥିବା କ୍ରିସ ରକଙ୍କୁ ଶକ୍ତ ଚାପୁଡା ମାରିଥିଲେ ଅଭିନେତା ୱିଲ ସ୍ମିଥ। ଏହି ବିବାଦ ସମଗ୍ର ବିଶ୍ୱରେ ଚର୍ଚ୍ଚା ସୃଷ୍ଟି କରିଛି। ଏହି ଘଟଣା ପରେ…
କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ
ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି ଦୁର୍ବୃତ୍ତ…
ଖୁବ୍ଶୀଘ୍ର ଆଲିଆ ହେବେ ମିସେସ୍ କପୁର
ବମ୍ବେ: ଦୀର୍ଘଦିନରୁ ପରସ୍ପରକୁ ଡେଟ୍ କରୁଛନ୍ତି ବଲିଉଡ୍ ଅଭିନେତା ରଣବୀର କପୁର-ଅଭିନେତ୍ରୀ ଆଲିଆ ଭଟ୍ଟ। ଲଗାତାର ଭାବେ ଉଭୟଙ୍କ ବିବାହକୁ ନେଇ ଖବର ଶୁଣିବାକୁ ମିଳୁଛି। ହେଲେ ସେମାନେ ବ୍ୟକ୍ତିଗତ ଭାବେ କୌଣସି ଘୋଷଣା କରି ନ ଥିବାରୁ ଉକ୍ତ ଖବର…
ଫାଇନାଲରେ ଅଷ୍ଟ୍ରେଲିଆ
ଖ୍ରୀଷ୍ଟଚର୍ଚ୍ଚ,୩୦।୩: ନ୍ୟୁଜିଲାଣ୍ଡରେ ଖେଳାଯାଉଥିବା ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆର ମହିଳା କ୍ରିକେଟ ଦଳ ଫାଇନାଲରେ ପହଞ୍ଚିଛି। ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ୱେଷ୍ଟଇଣ୍ଡିଜକୁ ୧୫୭ ରନରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର କ୍ରମାଗତ ଅଷ୍ଟମ ବିଜୟ। ଦଳ ଲିଗ ପର୍ଯ୍ୟାୟର ସମସ୍ତ ୭ଟି…
ବିଲରୁ ମିଳିଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ହତ୍ୟା କରି ପୋଡ଼ିଦେଇଥିବା ସନ୍ଦେହ
ଜୁନାଗଡ଼,୩୦।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ମେରିଆବନ୍ଧଲି ଗ୍ରାମ ନିକଟସ୍ଥ ଏକ ବିଲରୁ ବୁଧବାର ସକାଳେ ଜଣେ ଅଜଣା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ଜୁନାଗଡ଼ ପୋଲିସକୁ ଖବର ଦେଇଥିଲେ। ଖବର…
ଛତ୍ରପୁର ଏନ୍ଏସି ଅଧ୍ୟକ୍ଷା ଦାୟିତ୍ୱ ନେଲେ ଶର୍ମିଷ୍ଠା ପ୍ରଧାନ
ଛତ୍ରପୁର,୩୦।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସି ଅଧ୍ୟକ୍ଷା ଭାବେ ଶର୍ମିଷ୍ଠା ପ୍ରଧାନ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଲାଗି ଉଦ୍ୟମ କରିବି ବୋଲି ସେ କହିଛନ୍ତି। ଏଥିସହ ଦଳୀୟ ନିର୍ବାଚନୀ ଇସ୍ତାହାରକୁ କାର୍ଯ୍ୟକାରୀ…
ଦ୍ୱାଦଶ ବୋର୍ଡର ଇଂଲିଶ ପ୍ରଶ୍ନପତ୍ର ଲିକ୍: ୨୪ଟି ଜିଲାରେ ପରୀକ୍ଷା ବାତିଲ
ଲକ୍ଷ୍ନୌ,୩୦।୩: ଉତ୍ତରପ୍ରଦେଶ ବୋର୍ଡ ପରୀକ୍ଷାରେ ଦ୍ୱାଦଶର ଇଂଲିଶ ପ୍ରଶ୍ନପତ୍ର ଲିକ୍ ହୋଇଛି। ଏନେଇ ଖବର ମିଳିବା ପରେ ୨୪ଟି ଜିଲାରେ ଇଂଲିଶ ପରୀକ୍ଷାକୁ ବାତିଲ କରାଯାଇଛି। ବୁଧବାର ଦ୍ୱିପ୍ରହର ୨ଟାରେ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ପ୍ରଶ୍ନପତ୍ର ଲିକ୍…
କିରୋସିନ ଢାଳି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ
କୁଚିଣ୍ଡା,୩୦୩(ଡି.ଏନ୍.ଏ.): ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଫଠାଟାଙ୍ଗର ଗ୍ରାମରେ। ସ୍ବାମୀ ରଘୁରାଜ ରଣା ସ୍ତ୍ରୀ ଲିଲିମାଙ୍କର କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ରାଗିଯାଇ ରଘୁରାଜ ଏଭଳି ଭୟଙ୍କର କାଣ୍ଡ…
Archives


