Home Left

୩ ଆଇଏଏଫ୍‌ ଅଧିକାରୀଙ୍କୁ ଆଜୀବନ ଜେଲ୍‌ରେ ଦଣ୍ଡିତ କଲା ସିବିଆଇ କୋର୍ଟ

ଗାନ୍ଧୀନଗର,୧୪।୫: ହାଜତ ମୃତ୍ୟୁ ଅଭିଯୋଗରେ ଆଲ୍ଲାହାବାଦର ସ୍ବତନ୍ତ୍ର ସିବିଆଇ କୋର୍ଟ ଭାରତୀୟ ଏୟାର ଫୋର୍ସ (ଆଇଏଏଫ୍‌)ର ୩ଅଧିକାରୀଙ୍କୁ ଶୁକ୍ରବାର ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ୩ଅଧିକାରୀଙ୍କ ମଧ୍ୟରୁ ୨ଜଣ ଅବସରପ୍ରାପ୍ତ ହୋଇଥିବା ବେଳେ ଜଣେ କାର୍ଯ୍ୟରତ ଅଧିକାରୀ ଅଛନ୍ତି। ଉକ୍ତ ଅଧିକାରୀମାନେ…

କଙ୍ଗନାଙ୍କ ଗୀତକୁ ସୋସିଆଲ ମିଡିଆରୁ ଡିଲିଟ୍‌ କରିଦେଲେ ବିଗ୍‌ ବି, କାରଣ ଜାଣିଲେ…

ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ସେ ପ୍ରାୟତଃ ସୋସିଆଲ ମିଡିଆରେ ବଲିଉଡ ଫିଲ୍ମର ଟ୍ରେଲର୍‌ ଏବଂ ଗୀତ ଶେୟାର କରି ତାକୁ ପ୍ରଶଂସା କରିଥାନ୍ତି। ନିକଟରେ ସେ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଆଗାମୀ ଫିଲ୍ମ ‘ଧାକାଡ’ର…

୮୩୦ ଲିଟର ଦେଶୀ ରନ୍ଧାମଦ ଜବତ, ୬ ଗିରଫ

ଭଦ୍ରକ ଅଫିସ,୧୪।୫- ଭଦ୍ରକ ଗ୍ରାମାଞ୍ଚଳ ଥାନI ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗଛକ ନିକଟରେ ପୋଲିସ ଟିମ୍‌ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ଦେଶୀ ମଦ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସମ୍ପୃକ୍ତ ଅଞ୍ଚଳରେ ମଦ ଚୋରା…

ଉତ୍ତର କୋରିଆରେ ହାହାକାର: ସେନା ଶାସକ କହିଲେ ଇତିହାସରେ ସବୁଠାରୁ ବଡ ଚ୍ୟାଲେଞ୍ଜର ସାମ୍ନା କରୁଛି ଦେଶ

ପୋଙ୍ଗୟାଙ୍ଗ,୧୪ ।୫: ଉତ୍ତର କୋରିଆରେ କରୋନା ମହାମାରୀ ପ୍ରବେଶ କରିବା ପରେ ଏବେ ସେଠାରେ ହାହାକାର ଦେଖାଯାଇଛି । ଦେଶରେ ୧୭ ହଜାର ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧ ହଜାର ମୃତ୍ୟୁ ଦେଶବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି…

ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି ସାହି…

ସ୍ବାମୀଙ୍କ ସହ କନୌଟ ପ୍ୟାଲେସରେ ହନୁମାନ ଚାଳିଶା ପଢ଼ିଲେ ନବନୀତ

ନୂଆଦିଲ୍ଲୀ,୧୪।୫: ଗତ କିଛି ଦିନରୁ ଦେଶରେ ଲାଗିରହିଥିବା ହନୁମାନ ଚାଳିଶା ବିବାଦ ଥମିବାର ନା ନେଉନି। ଇତିମଧ୍ୟରେ ମହାରାଷ୍ଟ୍ର ଅମରାବତୀର ଭାଜପା ଏମ୍‌ପି ନବନୀତ ରାଣା ଶନିବାର ସକାଳେ ଦିଲ୍ଲୀରେ ପହଞ୍ଚି ହନୁମାନ ଚାଳିଶା ପାଠ କରିଥିବା ଜଣାପଡ଼ିଛି। ଯାହାକୁ ନେଇ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି…

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କରୋନା ପଜିଟିଭ୍‌

ଓ୍ବେଲିଙ୍ଗଟନ୍‌, ୧୪।୫: ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଆର୍ଡେନଙ୍କ ସ୍ବାମୀ କ୍ଲାର୍କ ଗେଫୋର୍ଡ ପ୍ରଥମେ କୋଭିଡ ଆକ୍ରାନ୍ତ ହୋଇଥିଲେ। ତେବେ ରବିବାରଠାରୁ…

ଆମେରିକାରେ‘ଆଜାଦି କା ଅମୃତ ମହୋତ୍ସବ’

ଓ୍ବାଶିଂଟନ,୧୪।୫: ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ ଆମେରିକା କ୍ୟାପିଟୋଲରେ ଆରମ୍ଭ ହୋଇଛି। ବହୁସଂଖ୍ୟାରେ ଆମେରିକା କଂଗ୍ରେସ ସଦସ୍ୟ ଓ ଭାରତୀୟ ଆମେରିକୀୟ ଏଥିରେ ଯୋଗଦେଇଥିଲେ। ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ଦେଶର ବିଭିନ୍ନ ସ୍ଥାନରେ ଉତ୍ସବ…

କଡା ସୁରକ୍ଷା ମଧ୍ୟରେ ଜ୍ଞାନବ୍ୟାପି ପରିସରରେ ସର୍ଭେ ଆରମ୍ଭ, କିଛି ତଥ୍ୟ ଓ ସତ୍ୟ ଆସିବ ସାମ୍ନାକୁ

ବାରାଣସି,୧୪ ।୫: ବାରାଣସିର ଜ୍ଞାନବ୍ୟାପି ମସଜିଦ ପରିସରର ସତ୍ୟ ସାମ୍ନାକୁ ଆଣିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ ପକ୍ଷଙ୍କ ଉପସ୍ଥିତିରେ ଶନିବାର ସକାଳେ ସର୍ଭେ ଆରମ୍ଭ କରାଯାଇଛି । ଭିଡିଓଗ୍ରାଫି ପାଇଁ ବିଶେଷ କ୍ୟାମେରା ଓ ଲାଇଟ ବ୍ୟବସ୍ଥା କରାଯାଇଛି ।…

ଘରୁ ଯାଇ ଫେରିଲେନି ବ୍ୟକ୍ତି, ପୋଖରୀରୁ ମିଳିଲା ମୃତଦେହ

ପାଟଣା ୧୪।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ମହିଷା ମୁଣ୍ଡି ଗ୍ରାମର ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ବିଳମ୍ବିତ ରାତିରେ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଲୋମ୍ବଦର ନାଏକ। ଏ ନେଇ ତୁରୁମୁଙ୍ଗା ଥାନାରେ…

ସ୍ତ୍ରୀଙ୍କଠାରୁ ଅଲଗା ରହୁଛନ୍ତି ସଞ୍ଜୟ, କାରଣ ଜାଣିଲେ…

ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ କିଏ ବା ନ ଜଣେ। ନିକଟରେ ରିଲିଜ୍‌ ହୋଇଥିବା ବହୁ ପ୍ରତୀକ୍ଷିତ ଫିଲ୍ମ‘କେଜିଏଫ୍‌-୨’ରେ ତାଙ୍କର ଦମ୍‌ଦାର ଅଭିନୟକୁ ଦର୍ଶକ ପସନ୍ଦ କରିଛନ୍ତି। ତାଙ୍କୁ ନେଇ ଏକ ବାୟୋପିକ ମଧ୍ୟ ତିଆରି କରାଯାଇଥିଲା । ଯାହା ସୁପରହିଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri