ପ୍ରଦୀପ ସାହୁ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ
ଗୁଣପୁର,୧୪।୫(ଡି.ଏନ.ଏ): ରାୟଗଡା ଜିଲା ଗୁଣପୁର ଅଞ୍ଚଳର ଯୁବ ନେତା ପ୍ରଦୀପ ସାହୁ ଯୁବ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଭାବେ ମନୋନୀତ ହୋଇଛନ୍ତି। ଜାତୀୟ ଯୁବ କଂଗ୍ରେସ ସମ୍ପାଦକ ରିଆଜୁଲ ଅଂସାରିଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ…
୩ ଦଳ ମଧ୍ୟରେ ହେବ ଲଢ଼େଇ
ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଦି ରାଜନୈତିକ…
ନାଁ ପଚାରି ରାହୁଲଙ୍କୁ ମାରିଥିଲେ
ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍ ଅଞ୍ଚଳରେ ସୁରକ୍ଷା ବଳ ଓ ଜମ୍ମୁ-କଶ୍ମୀର ପୋଲିସର ମିଳିତ ଅଭିଯାନରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନେ…
କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ
କୋଝିକୋଡ୍,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା ଦେଖାଯାଇଛି। ଅଭିନେତ୍ରୀଙ୍କ ରହସ୍ୟମୟ ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ସାଜଦ (୩୧)ଙ୍କୁ ପୋଲିସ…
ଦିଲ୍ଲୀରେ ନିଆଁ: ୨୬ ମୃତ
ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁରେ ପୋଡ଼ି ହୋଇ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି…
ଦିଲ୍ଲୀ ମୁଣ୍ଡକା ଅଗ୍ନିକାଣ୍ଡରେ ମୃତକଙ୍କୁ ୨ ଲକ୍ଷ , ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକାରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ଅଗ୍ନିକାଣ୍ଡକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପିଏମଓ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ…
ନ୍ୟାୟ ପାଇଁ ପ୍ରେମିକଙ୍କ ଘରେ ଆଦିବାସୀ ପୀଡ଼ିତା
ମହାକାଳପଡ଼ା,୧୪ା୫ (ଡି.ଏନ.ଏ.): କନ୍ଧମାଳ ଜଲା ଦାରିଙ୍ଗବାଡ଼ି ଅଞ୍ଚଳର ଆଦିବାସୀ ଯୁବତୀ ଝିଲିମା ପ୍ରଧାନ (୨୪) ନ୍ୟାୟ ପାଇଁ ପ୍ରେମିକ ଘରେ ପହଞ୍ଚି ନ୍ୟାୟ ଦାବି କରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନାରେ ଶୁକ୍ରବାର ଲିଖିତ ଅଭିଯୋଗ କରିଛନ୍ତି।…
ନିଧି ଛିବ୍ବର ନୂଆ ସିବିଏସ୍ଇ ମୁଖ୍ୟ
ନୂଆଦିଲ୍ଲୀ,୧୪।୫: ବରିଷ୍ଠ ପ୍ରଶାସନିକ ଅଧିକାରୀ ନିଧି ଛିବ୍ବରଙ୍କୁ ଶୁକ୍ରବାର ସିବିଏସ୍ଇ (କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ନିଧି ହେଉଛନ୍ତି ୧୯୯୪ର ଭାରତୀୟ ପ୍ରଶାସନିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛତିଶଗଡ କ୍ୟାଡର। ସିବିଏସ୍ଇ ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ…
ଶୁଖିଗଲାଣି ୭ ନଦୀର ଜଳଧାରା
କେନ୍ଦ୍ରାପଡ଼ା ଅଫିସ, ୧୪ା୫: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ଝଡ ଅସାନିର ବର୍ଷା ପାଣି ପଡିଲାନାହିଁ। ଗତ ୪ ତାରିଖରୁ ଅକ୍ଷୟ ତୃତୀୟା ପାଳନ ହୋଇଥିବା ବେଳେ ମୌସମୀ ବର୍ଷା ଜୁନ ପ୍ରଥମ ସପ୍ତାହ ପୂର୍ବରୁ ଆସିବା ସମ୍ଭାବନା ନାହିଁ। ଖରିଫ ଚାଷର…
ଡାକ୍ତର ନାହାନ୍ତି, ଚିକିତ୍ସାରୁ ବଞ୍ଚିତ ରୋଗୀ
କୁଜଙ୍ଗ, ୧୪ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟ ସେବା ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହୁଛନ୍ତି। ହେଲେ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀ ଚିକିତ୍ସା ସେବା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। କେବଳ ଜଣେ ଆୟୁଷ ଡାକ୍ତରଙ୍କୁ…
କେନ୍ଦ୍ର ସାମୁଦ୍ରିକ ମତ୍ସ୍ୟ ବିଲ୍କୁ ବିରୋଧ
ପାରାଦୀପ,୧୪ା୫(ସ୍ବ.ପ୍ର.): ଦେଶର ୯ ଉପକୂଳବର୍ତ୍ତୀ ରାଜ୍ୟ ଓ ଆଣ୍ଡାମାନ ଦୀପରେ ପ୍ରାୟ ୨ କୋଟିରୁ ଅଧିକ ମତ୍ସ୍ୟଜୀବୀ ମାଛ ଧରି ଜୀବିକା ନିର୍ବାହ କରୁଛନ୍ତି। ଏବେ କେନ୍ଦ୍ର ସରକାର ସାଗରମାଳା ଯୋଜନା ନାମରେ ମତ୍ସ୍ୟଜୀବୀମାନଙ୍କ ଦାନାପାଣି ଉପରେ ଅଙ୍କୁଶ ଲଗାଇବାକୁ ପ୍ରୟାସ…
ବସ୍ ସହ ୪ ଯାତ୍ରୀ ଦଗ୍ଧ, ୨୦ ଆହତ
କଟ୍ରା,୧୪।୫: ଜମ୍ମୁ-କଶ୍ମୀରର କଟ୍ରା ନିକଟରେ ଶୁକ୍ରବାର ଏକ ତୀର୍ଥଯାତ୍ରୀ ବସ୍ରେ ନିଆଁ ଲାଗିଯିବାରୁ ୪ ଯାତ୍ରୀ ଜୀବନ୍ତ ଦଗ୍ଧ ହେବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୈଷ୍ଣୋଦେବୀକୁ ତୀର୍ଥଯାତ୍ରୀ ନେଇଯାଉଥିବା ବସ୍ର ଇଞ୍ଜିନରୁ ନିଆଁ ଲାଗି ପରେ ସମ୍ପୂର୍ଣ୍ଣ ବସ୍…
Archives


