ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ
ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍ଆଇ ସତ୍ୟପାଠ…
ହୋଇପାରେ ସାନି ଜମି ଅଧିଗ୍ରହଣ
ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ସାନି ବିବାଦ ମୁଣ୍ଡ ଟେକିଛି। ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବା ପାଇଁ ନିଷ୍ପତ୍ତି ହେବା ପରେ ଏହାକୁ ସ୍ଥାନୀୟ ବାସିନ୍ଦା ଓ ସେବାୟତ ବିରୋଧ କରିଛନ୍ତି। ଶହେ ମିଟର…
ଅଳ୍ପ ବୟସ୍କା ଯୁବତୀଙ୍କୁ ନଚାଇବା ସଂସ୍କୃତି ବିରୋଧୀ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ବିଳମ୍ବିତ ରାତି ଯାଏଁ ଡ୍ୟାନ୍ସ ବାର୍ ଖୋଲିବା ନିଷ୍ପତ୍ତିକୁ ଭୁବନେଶ୍ୱର ଜିଲା ଭାଜପା ପକ୍ଷରୁ ବିରୋଧ କରାଯାଇଛି। ରାଜ୍ୟ ସରକାର ନିଶାଦ୍ରବ୍ୟ ସେବନ ଓ କାରବାରକୁ ପ୍ରୋତ୍ସାହିତ କରୁଛନ୍ତି। କେବଳ ରାଜସ୍ବ ସଂଗ୍ରହ ପାଇଁ ଏହାକୁ ଗୁରୁତ୍ୱ ଦେଉଛନ୍ତି…
କିଭ୍ କୋର୍ଟରେ ରୁଷୀୟ ଯୁଦ୍ଧ ଅପରାଧୀ
କିଭ୍/ମସ୍କୋ,୧୪।୫: ୟୁକ୍ରେନ୍ ରାଜଧାନୀ କିଭ୍ସ୍ଥିତ ଏକ କୋର୍ଟରେ ଶୁକ୍ରବାର ରୁଷୀୟ ସୈନ୍ୟ ଭାଡିମ୍ ଶିଶିମାରିନ୍ଙ୍କ ବିରୋଧରେ ଯୁଦ୍ଧ ଅପରାଧ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ୨୧ ବର୍ଷୀୟ ଶିଶିମାରିନ୍ ଯୁଦ୍ଧର ନିୟମ ଉଲ୍ଲଂଘନ କରି ଜଣେ ନିରସ୍ତ୍ର ୟୁକ୍ରେନୀୟଙ୍କୁ ହତ୍ୟା କରିଥିଲେ।…
ସାଢ଼େ ୪ କୋଟି ବ୍ୟୟରେ ହେବ ପ୍ରକଳ୍ପ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭୁବନେଶ୍ୱରରେ ପ୍ରଗତିଶୀଳ ସଡ଼କ କରିବା ସହିତ ବିଏମ୍ସିର ବିଭିନ୍ନ ୱାର୍ଡରେ ଅବସ୍ଥିତ ଅନେକ ରାସ୍ତାର ବିକାଶ କରିବା ନେଇ କର୍ତ୍ତୃପକ୍ଷ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ୩ଟି ବିଭିନ୍ନ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରାଯାଇଛି। ସବୁ ପ୍ରକଳ୍ପର ମୋଟ…
ପୋଲିସ ପଞ୍ଝାରେ ଡକାୟତ ଗ୍ୟାଙ୍ଗ୍
ଖୋର୍ଦ୍ଧା ଅଫିସ,୧୪ା୫: ଖୋର୍ଦ୍ଧା ପୋଲିସ ହାତରେ ଧରାପଡ଼ିଛି ଡକାୟତ ଗ୍ୟାଙ୍ଗ୍। ଖୋର୍ଦ୍ଧା ଟାଉନ ଏବଂ ବାଘମାରୀ ପୋଲିସ ପୃଥକ୍ ଭାବେ ଦୁଇଟି ଡକାୟତ ଗ୍ୟାଙ୍ଗ୍ର ୧୦ ଜଣଙ୍କୁ ଗିରଫ କରିବା ସହ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି। ସୂଚନା ମୁତାବକ, ୫୭…
ଜିଲାପାଳଙ୍କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍ ମହାମାରୀ ଯୋଗୁ ଗତ ୨ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠପଢା ଆରମ୍ଭ ହୋଇଛି। ତେବେ ୩୦ ପ୍ରତିଶତ ପିଲା ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ଏହାକୁ…
ଦୁଷ୍ମନ୍ତଙ୍କ ଅନ୍ୟତମ ସହଯୋଗୀ ନୟାଗଡ଼ରୁ ଗିରଫ
ଭୁବନେଶ୍ୱର,୧୪ା୫ (ବ୍ୟୁରୋ): ବିଭିନ୍ନ ଟେଲିକମ୍ କମ୍ପାନୀର ସିମ୍ କାର୍ଡକୁ ପ୍ରି-ଆକ୍ଟିଭେଟ୍ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ ସାହୁଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଶୁକ୍ରବାର ସରିଛି। ଏହାପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ତେବେ…
ଶିକାରୀଙ୍କ ହାତରେ ଟ୍ରାଙ୍କୁଲାଇଜର
ଅସମାପିକା ସାହୁ ଭୁବନେଶ୍ୱର,୧୪।୫: ଆସାମର ଓରାଙ୍ଗ ଜାତୀୟ ଉଦ୍ୟାନରେ ବନ୍ୟାପ୍ରାଣୀ ମାଫିଆମାନେ ଅଭିନବ ଉପାୟରେ ଗଣ୍ଡାର ଶିଙ୍ଗକୁ କାଟି ନେଇଛନ୍ତି। ନିକଟରେ ଉଦ୍ୟାନ କର୍ମଚାରୀମାନେ ମୁୱାମାରି ଅଞ୍ଚଳରେ ଦୈନନ୍ଦିନ ପାଟ୍ରୋଲିଂ ସମୟରେ ପ୍ରାୟ ୮-୧୦ ବର୍ଷ ବୟସର ଏକ ଅପ୍ରାପ୍ତବୟସ୍କ ଅଣ୍ଡିରା…
ଛତିଶଗଡ଼ରେ ଶେଷକୃତ୍ୟ, ପରିବାର ସାମିଲ
ସମ୍ବଲପୁର,୧୪ା୫(ବ୍ୟୁରୋ): ଛତିଶଗଡ଼ର ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରଠାରେ ଶୁକ୍ରବାର ରାତିରେ ହେଲିକପ୍ଟର ଦୁର୍ଘଟଣାରେ ଦୁଇ ପାଇଲଟ୍ଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ଓଡ଼ିଆ ପାଇଲଟ ଭାବେ ସମ୍ବଲପୁର ସଦର ଥାନା ବାହାମ ଗ୍ରାମର ଗୋପାଳକୃଷ୍ଣ ପଣ୍ଡା (୫୮) ରହିଛନ୍ତି। ଅନ୍ୟ…
ନାବାଳିକାଙ୍କୁ କାମ ଦେବାକୁ କହି ୬୦ ହଜାରରେ ବିକ୍ରି
କେନ୍ଦ୍ରାପଡ଼ା ଅଫିସ, ୧୪ା୫: କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ କରୁଣ କାହାଣୀ ଶୁକ୍ରବାର ଲୋକଲୋଚନକୁ ଆସିଛି। ଜଣେ ବ୍ୟକ୍ତି ନାବାଳିକାଙ୍କୁ କାମ ଦେବାକୁ ପ୍ରତିଶ୍ରୁତି ଦେଇ ମା’ବାପାଙ୍କ ପାଖରୁ ତାଙ୍କୁ ନେଇ ଯାଇଥିଲେ। କାମ କରି ଦୁଇ…
ବିଛାଖଣ୍ଡି ବେଆଇନ ଖନନ ମାମଲା ଏନ୍ଜିଟିରେ ଖାରଜ
ଯାଜପୁର ଅଫିସ,୧୪ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡି ପାହାଡ଼ ଓ ତତ୍ସଂଲଗ୍ନ ଜଙ୍ଗଲ ଜମିରେ ୧୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ବେଆଇନ ଭାବେ କଳାପଥର ଉତ୍ତୋଳନ ହେଉଛି। ଏହି ବେଆଇନ ଖାଦାନକୁ ବନ୍ଦ କରିବା, ତଦନ୍ତ ନିର୍ଦ୍ଦେଶ,…
Archives


