‘ ଅନ୍ୟ କୌଣସି ଫ୍ରାଞ୍ଚାଇଜ ପାଇଁ ଖେଳିବି ଚିନ୍ତା କରି ନ ଥିଲି’
ମୁମ୍ବାଇ,୨୯।୩ : ଅନ୍ୟ କୌଣସି ଫ୍ରାଞ୍ଚାଇଜ ପାଇଁ ଖେଳିବି କଦାପି ଚିନ୍ତା କରି ନ ଥିଲି । ଏଭଳି କହିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ପୂର୍ବତନ ସଦସ୍ୟ ୟୁଜବେନ୍ଦ୍ର ଚହଲ। ଏଥର ରାଜସ୍ଥାନ ରୟାଲ୍ସ ପାଇଁ ଖେଳିବାକୁ ଯାଉଥିବା ଲେଗ୍…
କାରକୁ ପଛରେ ପକାଇଲେ ସାଇକେଲ ଚାଳକ, ହ୍ୟାଣ୍ଡେଲରୁ ହାତଛାଡି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍ ତାର
ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମଙ୍ଗଳାବର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲାପାଣି ଛକରେ ରହୁଥିବା…
ଆମ୍ବୁଲାନ୍ସ ଟ୍ରିପ ମାମଲାରେ ଗିରଫ ହେଲେ ଭାଜପା ନେତା
ମାଉ(ଉତ୍ତରପ୍ରଦେଶ),୨୯।୩: ଉତ୍ତରପ୍ରଦେଶ ପୋଲିସ ମଙ୍ଗଳବାର ଭାଜପା ନେତା ଡ. ଅଲକା ରାଇ ଏବଂ ତାଙ୍କ ଭାଇ ଶେଷନାଥ ରାଇଙ୍କୁ ମୁଖ୍ତାର ଅନସାରି ଆମ୍ବୁଲାନ୍ସ ମାମଲାରେ ଗିରଫ କରିଛି। ଜେଲରୁ ଗ୍ୟାଙ୍ଗଷ୍ଟର ଅନସାରିଙ୍କୁ ପଞ୍ଜାବ କୋର୍ଟ ନେବା ପାଇଁ ଭାଜପା ନେତା ଏକ…
ଇମ୍ରାନଙ୍କୁ ମାଙ୍କଡ଼ ସହ ତୁଳନା କଲେ ମରୀୟମ
ଇସଲାମାବାଦ୍,୨୯।୩: ପାକିସ୍ତାନରେ ରାଜନୈତିକ ସଙ୍କଟ ଦେଖାଦେଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ଚେୟାରକୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ଅନ୍ୟପକ୍ଷରେ ଅନେକ ବିରୋଧୀଦଳ ନେତା ତାଙ୍କ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ଏହି କ୍ରମରେ ପାକିସ୍ତାନର ବିରୋଧୀ ଦଳ ପିଏମ୍ଏ-ଏନ୍ର ଜାତୀୟ ଉପାଧ୍ୟକ୍ଷା…
ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ
ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକକୁ ପଛପଟୁ ଏକ ମିନି…
ହାଇଓ୍ବେରେ ପଛକୁ ପଛ ବାଡେଇ ହେଲା ୬୦ ଗାଡ଼ି
ପେନ୍ନସିଲଭେନିଆ,୨୯।୩: ଆମେରିକାର ପେନ୍ନସିଲଭେନିଆ ହାଇଓ୍ବେରେ ପଛକୁ ପଛ ବାଡ଼େଇ ହୋଇ ୫୦ରୁ ୬୦ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରବଳ ତୁରଷାପାତ ଯୋଗୁ ସ୍କୁକିଲ କାଉଣ୍ଟିରେ ଇଣ୍ଟରଷ୍ଟେଟ୍ ୮୧ ହାଇଓ୍ବେରେ ସୋମବାର ସକାଳ ପ୍ରାୟ ୧୦ଟା ୩୦ରେ ଏଭଳି ଭୟଙ୍କର ସିରିଜ୍ ଦୁର୍ଘଟଣା…
ୟୁକ୍ରେନ୍ ଛାଡିଲେଣି ୪୦ ଲକ୍ଷ ଲୋକ
କ୍ୱିଭ୍,୨୯ ।୩: ଏକ ମାସରୁ ଅଧିକ ସମୟ ଧରି ଚାଲିଲାଣି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଏଥିରେ ଶହ ଶହ ସେନାଙ୍କ ସମେତ ବହୁ ସାଧାରଣ ନାଗରିକଙ୍କର ମୃତ୍ୟୁ ବି ହେଲାଣି । କେବଳ ସେତିକି ନୁହେଁ ଏହି ଯୁଦ୍ଧରେ ବହୁ ଧନ…
ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ
ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ। ସୂଚନାଯୋଗ୍ୟ, ନିକଟରେ…
କମୁଛି ସଂକ୍ରମଣ
ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୫୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…
ବରଗଡ଼ ଏସ୍ପିଙ୍କୁ ଡିଜିପି ଆୱାର୍ଡ
ବରଗଡ଼ ଅଫିସ୍,୨୯।୩: ବରଗଡ଼ ଏସ୍ପି ରାହୁଲ ଜୈନ ଡିଜିପି ଆୱାର୍ଡ ପାଇବାକୁ ମନୋନୀତ ହୋଇଛନ୍ତି। ଏହା ସହିତ ବରଗଡ଼ ଜିଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ ଡିଜିପି ଆୱାର୍ଡ ପ୍ରଦାନ କରାଯିବ। ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ…
ଭାରତୀୟ ପରମ୍ପରାରେ ବିବାହ କଲେ ଅଷ୍ଟ୍ରେଲୀୟ କ୍ରିକେଟର୍
ଚେନ୍ନାଇ,୨୯।୩: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ତାଙ୍କ ଭାରତୀୟ ପ୍ରେମିକା ଭିନି ରମଣଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଚେନ୍ନାଇରେ ତାମିଲ ରୀତିନୀତି ଅନୁଯାୟୀ ଦୁହେଁ ବିବାହ କରିଥିଲେ। ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଖ୍ରୀଷ୍ଟିଆନ…
Archives


