Home Left

ରାତିଅଧିଆ ଢାବା-ହୋଟେଲରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ବିଦେଶୀ ମଦ ଜବତ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଜିଲା ପୋଲିସ ଏବଂ ପ୍ରଶାସନ ତରଫରୁ ଗୁରୁବାର ରାତିରେ ଜିଲାର ବିଭିନ୍ନ ଢାବା ଓ ହୋଟେଲରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦେଶୀ ମଦ ଜବତ କରାଯାଇଛି। ଏଥିମଧ୍ୟରେ ବିଅର, ହ୍ୟୁସ୍କି, ନିବ୍‌ ଆଦି ବ୍ରାଣ୍ଡର…

ଆକ୍ସନ ମୁଡରେ ସ୍ବରାଷ୍ଟ ମନ୍ତ୍ରଣାଳୟ: ରାହୁଲ ଭଟ୍ଟ ହତ୍ୟାକାଣ୍ଡର ଯାଞ୍ଚ କରିପାରେ ଏନ୍‌ଆଇଏ

ନୂଆଦିଲ୍ଲୀ,୧୩।୫: ଜମ୍ମୁ-କଶ୍ମୀରରେ କଶ୍ମୀର ପଣ୍ଡିତ ତଥା ତହସିଲ କାର୍ଯ୍ୟାଳୟରେ ରାଜସ୍ବ ବିଭାଗରେ କାର୍ଯ୍ୟକରୁଥିବା ରାହୁଲ ଭଟ୍ଟଙ୍କ ହତ୍ୟା ଘଟଣାରେ ସ୍ବରାଷ୍ଟ ମନ୍ତ୍ରଣାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ଯାଞ୍ଚ ଏନ୍‌ଆଇଏକୁ ହସ୍ତାନ୍ତର କରାଯିବ ବୋଲି ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଆସନ୍ତା ୨୧ରୁ ମାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୧ରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ସହିତ ଏସ୍‌ଓଏସ୍‌ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ୨୦ ତାରିଖ…

୧୫ରୁ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଆରାଧ୍ୟା ଦେବୀ ମା’ ତାରାତାରିଣୀ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦର ପ୍ରତିଷ୍ଠା ମହୋତ୍ସବ ଆୟୋଜିତ ହେବାକୁ ଯାଉଛି। ଚଳିତ ମାସ ୧୫ରୁ ଆରମ୍ଭ ହୋଇ ୨୦ତାରିଖ ପର୍ଯ୍ୟନ୍ତ ବିଧି ମୁତାବକ ଅନୁଷ୍ଠିତ ହେବ। ଏହି…

ପାଣି ପାଇଁ ରାଜପଥରେ ମହିଳା

ପାଟଣା,୧୩।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ମଲ୍ଲୀପଶି ଛକରେ ପାଣି ସମସ୍ୟାକୁ ନେଇ ଶୁକ୍ରବାର ମହିଳାମାନେ ରାଜପଥ ଅବରୋଧ କରିଛନ୍ତି। ସେମାନେ ରାସ୍ତା ଉପରେ ଗରା ବାଲ୍‌ଟି, ରଖି ମହିଳା ପାନୀୟ ଜଳ ଯୋଗାଣ…

ପିଏମ୍‌ ଆବାସ ଅନୁଧ୍ୟାନ କଲେ କେନ୍ଦ୍ରୀୟ ଟିମ୍‌

ଛତ୍ରପୁର,୧୩।୫ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଅର୍ବାନ )ରେ ଘର ନିର୍ମାଣ ହୋଇଛି। ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଛତ୍ରପୁର ଏନ୍‌ଏସିକୁ ଆସି ଏହି…

ପୂର୍ବ ନିର୍ଦ୍ଧାରିତ ସମୟରେ ହେବ ନିଟ୍‌ ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୩।୫: ନିଟ ପିଜି ପରୀକ୍ଷା ଘୁଞ୍ଚାଇବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଏବେ ପୂର୍ବ ନିର୍ଦ୍ଧାରିତ ସମୟ ଅର୍ଥାତ୍‌ ମେ’୨୧ରେ ନିଟ ପିଜି ପରୀକ୍ଷା ହେବ। ସୁପ୍ରିମକୋର୍ଟଙ୍କ କହିବା ଅନୁଯାୟୀ, ପରୀକ୍ଷା ଘୁଞ୍ଚାଇବା ଦ୍ୱାରା ୨ ଲକ୍ଷ ୬ ହଜାର…

ପୁରୀରେ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ

ପୁରୀ, ୧୩।୫: ଶ୍ରୀମନ୍ଦିରରେ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଶୁକ୍ରବାର ପହଞ୍ଚିଛନ୍ତି। ଏଏସ୍‌ଆଇର ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ପୁରୀରେ ପହଞ୍ଚିଛନ୍ତି। ଏଏସଆଇ ଆୟୋଜିତ ବୈଠକରେ ସୁପରିଟେଣ୍ଡେଣ୍ଟ ଯୋଗଦେବା…

ସ୍ବାସ୍ଥ୍ୟସେବାକୁ ସଜାଡିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସ, ପ୍ରତି ଜିଲାରେ ଖୋଲିବ ମେଡିକାଲ କଲେଜ

ଚଣ୍ଡିଗଡ଼, ୧୩।୫: ରାଜ୍ୟର ବିଶୃଙ୍ଖଳିତ ସ୍ବାସ୍ଥ୍ୟସେବାକୁ ସଜାଡିବାକୁ ଶୁକ୍ରବାର ବଡ଼ ନିଷ୍ପତ୍ତି ନେଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ। ଏହା ଅଧୀନରେ ଗୁଣାତ୍ମକ ଡାକ୍ତରୀ ଶିକ୍ଷା ଏବଂ ସ୍ବାସ୍ଥ୍ୟସେବାରେ ସୁବିଧା ବୃଦ୍ଧି ଲକ୍ଷ୍ୟରେ ପଞ୍ଜାବର ପ୍ରତ୍ୟେକ ଜିଲାରେ ସରକାର ଏକ ମେଡିକାଲ…

ରାଜଧାନୀରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜଧାନୀରେ ବାର ଖୋଲୁ ଖୋଲୁ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରଶେଖରପୁର ସ୍ଥିତ ଏକ ବାର୍‌ରେ ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ ବଳତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଯୁବତୀ ସେଠାରୁ ଖସି ଆସି ପାହାଳ ଥାନାରେ…

ଜାଡେଜାଙ୍କୁ ପ୍ରଶଂସା କଲେ ଧୋନୀ

ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ପ୍ଲେ ଅଫ୍‌ରୁ ଚେନ୍ନାଇ ସୁପର କିଙ୍ଗ୍ସ ବାଦ୍‌ ପଡିଛି। ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଛି। ମୁମ୍ବାଇ ବିପକ୍ଷ ମ୍ୟାଚ ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୋଲରମାନଙ୍କୁ ପ୍ରଶଂସା କରିଥିଲେ। ଏପରିକି ଆହତ…

ବିଦେଶରେ ସ୍ବଦେଶ ରୀତିନୀତି ପାଳୁଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବିବାହ ପରଠାରୁ ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଭାରତଠାରୁ ଦୂରରେ ଅଛନ୍ତି। ସେ ତାଙ୍କ ସ୍ବାମୀ ନିକ ଜୋନାସ୍‌ଙ୍କ ସହ ବର୍ଷବର୍ଷ ଧରି ବିଦେଶରେ ରହୁଛନ୍ତି। ବିବାହ ପରେ ପ୍ରିୟଙ୍କା ଭାରତରୁ ଚାଲିଯାଇଥିଲେ ମଧ୍ୟ ବିଦେଶୀ ମାଟିରେ ଭାରତର ସଂସ୍କୃତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri