Home Left

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୧୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ ଶୁକ୍ରବାର ୭ଟା ୪୬ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତ୍ରୀବତା ୩.୫ ରେକର୍ଡ କରାଯାଇଛି । ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।…

ରିକ୍ସାଚାଳକଙ୍କ ଘରେ ବିରିୟାନି ଖାଇଲେ ଆମେରିକୀୟ ମହିଳା, ସୋସିଆଲ ମିଡିଆରେ ଫଟୋ ଶେୟାର କରି ଲେଖିଲେ…

ବୋଧହୁଏ, ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ ‘ଅତିଥି ଦେବ ଭବ’ ଅର୍ଥାତ୍‌ ଅତିଥିମାନଙ୍କୁ ଭଗବାନ ପରି ଗ୍ରହଣ କରାଯାଇଥାଏ। ଆଜିକାଲି ପାଶ୍ଚାତ୍ୟ ଦେଶର ଲୋକମାନଙ୍କ ମଧ୍ୟରେ ଏପରି ବିଶ୍ୱାସ ଆସିଲାଣି। ସମ୍ପ୍ରତି ମହାରାଷ୍ଟ୍ରର ଜଣେ ଅଟୋଚାଳକ ଆମେରିକୀୟ ମହିଳାଙ୍କୁ ବିରିୟାନି…

ଋଣ ବୋଝ ସହି ନ ପାରି ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗ୍ରାମର ଜଣେ ଅଙ୍ଗନଓ୍ବାଡି କର୍ମୀ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଭାସିନୀ ପଣ୍ଡା। ଏ ଘଟଣାରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି । ସେ ଋଣ ନେଇଥିଲେ ଏବଂ…

ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏହା ଚଳିତ ସିଜିନ୍‌ରେ ତୃତୀୟ ବିଜୟ। ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ଦୌଡ଼ରୁ ପୂର୍ବରୁ ବାହାରି ସାରିଛି।…

ଝାମ୍ପିନେଲେ ୩ ଭରି ସୁନା ଚେନ୍‌

ଛତ୍ରପୁର,୧୩।୫ (ଡି.ଏନ୍‌.ଏ. ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଦେବୀ ନଗର ଦ୍ୱିତୀୟ ଲେନ୍‌ ନିକଟରେ ଜଣେ ମହିଳାଙ୍କ ବେକରୁ ଦୁର୍ବୁତ୍ତ ଗୁରୁବାର ସନ୍ଧ୍ୟାରେ ସୁନା ଚେନ୍‌ ଝାମ୍ପି ନେଇଛନ୍ତି। ଚେନ୍‌ଟି ୩ ଭରିର ବୋଲି ଛତ୍ରପୁର ଥାନାରେ ଅଭିଯୋଗ ହୋଇଛି।…

ପୂର୍ବତନ ତହସିଲଦାରଙ୍କ ନାଁରେ ମାମଲା: କୋର୍ଟ ପକ୍ଷରୁ ସମନ ଜାରି

ଦିଗପହଣ୍ଡି,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲର ପୂର୍ବତନ ତହସିଲଦାର ଅଦୈତ୍ୟ କୁମାର ସ୍ବାଇଁଙ୍କ ବିରୋଧରେ ୧୪/୨୧ ଅନୁଯାୟୀ ଏକ ଫୌଜଦାରୀ ମାମଲା ରୁଜୁ ହୋଇଥିବା ଜଣାପଡିଛି। ମାମଲାର ଆବେଦନକାରୀଙ୍କ ଯାଚିକା ଅନୁଯାୟୀ, ଦିଗପହଣ୍ଡି କୋର୍ଟର ମାଜିଷ୍ଟ୍ରେଟ୍‌ ସାକ୍ଷ୍ୟ ଗ୍ରହଣ ପରେ ତହସିଲଦାରଙ୍କ…

କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୬ ଭରି ସୁନା, ୩୦ ହଜାର

ପାରଳାଖେମୁଣ୍ଡି,୧୩।୫(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ମଡେଲ ପୋଲିସ ଥାନା ଅଧୀନ ବିଶ୍ବନାଥ ନଗରରୁ ଚୋରି ହୋଇଛି। ଅଞ୍ଚଳର ପ୍ରଭାତ ମିଶ୍ରଙ୍କ ଘରୁ ୧୬ ଭରି ସୁନା ଅଳଙ୍କାର, ୩୦ ହଜାର ନଗଦ ଟଙ୍କା ସହ ଅନ୍ୟାନ୍ୟ ଆସବାବ ପତ୍ର ଚୋରି ହୋଇଥିବା…

ଝିଅ ବାହାଘର ଚାଲିଥିବା ବେଳେ ମା’ଙ୍କୁ ହତ୍ୟା

ବରଗଡ଼ ଅଫିସ,୧୩ା୫: ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସାଲେପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବାହାଘର ଚାଲିଥିବା ସମୟରେ ମା’ଙ୍କୁ ନିର୍ମମ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ଆଶାକର୍ମୀ…

ଆଜି ଦେଶରେ ୨,୮୪୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ଶୁକ୍ରବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…

ସ୍ବାମୀଙ୍କ ସହ ଫଟୋ ଶେୟାର କରି ଟ୍ରୋଲ୍‌ ହେଲେ ଅଙ୍କିତା, ୟୁଜର୍ସ କହିଲେ…

ସିରିଏଲ୍‌ ‘ପବିତ୍ର ରିସ୍ତାରୁ ଅଧିକ ଲୋକପ୍ରିୟ ହୋଇଥିବା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବୃତ୍ତିଗତ ହେଉ କିମ୍ବା ବ୍ୟକ୍ତିଗତ ଜୀବନ ସର୍ବଦା ସେ ଚର୍ଚ୍ଚାରେ ଥାନ୍ତି। ଅଙ୍କିତା ଭିକି ଜୈନଙ୍କୁ ବିବାହ ପରେ ଉଭୟଙ୍କୁ ନେଇ ଚର୍ଚ୍ଚା ଜୋର…

ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍‌ପି ପ୍ରତିନିଧିଙ୍କ ଜୀବନ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି। ପ୍ରକାଶଯେ, ମୃତ କ୍ଷେତ୍ରୀବଳ ଗୁରୁବାର…

ଏସ୍‌ପିଓଙ୍କୁ ଗୁଳି ମାରିଲେ ଆତଙ୍କବାଦୀ

ଶ୍ରୀନଗର,୧୩।୫:ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଘଟଣା ବଢିବାରେ ଲାଗିଛି। ଗତକାଲି କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ହତ୍ୟା ପରେ ଆତଙ୍କବାଦୀମାନେ ଶୁକ୍ରବାର ପୋଲିସ କନଷ୍ଟେବଳ ରିୟାଜ ଅହମ୍ମଦ ଠୋକରଙ୍କୁ ଗୁଳି ଚଳାଇ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri