ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି
ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ବର୍ତ୍ତମାନ IPL 2026ରେ, ସେ ଛକା ସମ୍ପର୍କରେ ଏକ ବଡ଼ ରେକର୍ଡ ସ୍ଥାପନ…
ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା
ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ରାଙ୍ଗାପାରୁ ଉଚ୍ଚ ବିଦ୍ୟାଳୟର ବବିତା ଭୋଇଙ୍କୁ ନିଯୁକ୍ତି…
ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…
ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ ଇନ୍ଧନର ମହଜୁଦ ସ୍ଥିତି ଓ ବିକ୍ରୟ ପ୍ରକ୍ରିୟାର ସରଜମିନ ଯାଞ୍ଚ କରିଛନ୍ତି। ଯାଞ୍ଚ…
ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…
୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ ଦେଖୁଛି ସେ କହୁଛି ବାଃ ବାଃ। ହଁ ଏ ଫଟୋଟି ଏମିତି ସେମିତି…
ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ
ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ସୋମବାର ମାନ୍ୟବର ଜିଲା ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ମୁଖ୍ୟ ଅଭିଯୁକ୍ତଙ୍କୁ…
ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…
ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ ଧୋନୀ ଏହି ତାଲିକାରେ ସାମିଲ ଅଛନ୍ତି। କିଛି ଖେଳାଳିଙ୍କ ପାଇଁ ବୟସ ବଢ଼ିବା,…
ଜମିକୁ ପହଞ୍ଚି ପାରୁନି ଡ୍ୟାମ୍ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ
ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ ମାଡ଼ିବା ସମସ୍ତଙ୍କୁ ଚକିତ କରିଛି। ସେହି ଗ୍ରାମଗୁଡିକ ହେଲା ସାନମହେଶ୍ୱର ପଞ୍ଚାୟତର ଦେଓବାହାଲ…
ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ
ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶରେ ଏକାଧିକ ପୋଲିସ ଟିମ୍ ଗଠନ କରି ଏହି…
ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର
ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ ନିଆଯିବା ନେଇ ବିଡିଓ ରଞ୍ଜନ କୁମାର ପରିଡା ପ୍ରତିଶୃତି ଦେବା ପରେ ଧାରଣା…
ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…
ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ ଜୀବନ ସେଠି ହିଁ ଶେଷ ହୋଇଯାଇଛି। ଏଭଳି ଅଭାବନୀୟ ଘଟଣା କନ୍ଧମାଳ ଜିଲାର…
SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ
ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି ପଦବୀ ଘୋଷଣା କରିଛି, ଯାହା ପାଇଁ ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।…
ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ
ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଯୁବକ ଆହତ ହୋଇଛନ୍ତି। ଓଡ଼ି–୧୦–ଏସି–୨୫୪୪ ନମ୍ବର ବିଶିଷ୍ଟ ସ୍କୁଟିରେ ଯାଉଥିବା…

