ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାପମାତ୍ରା
ଭୁବନେଶ୍ୱର, ୩-ା୮(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ବଢ଼ି ଚାଲିଛି। ବର୍ଷା ଋତୁରେ ଗ୍ରୀଷ୍ମର ଅନୁଭବ ହେଉଛି। ମଝିରେ ମଝିରେ କେଉଁଠି କେମିତି ବର୍ଷା ହେଉଥିଲେ ମଧ୍ୟ ତାତି ଓ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରୁଛି। ସୋମବାର ରାଜ୍ୟର ୬ ସ୍ଥାନରେ…
ଗଢ଼ାହେବ ୩ ୟୁନିଟ୍ ଷ୍ଟ୍ରାଇକିଂ ଫାୟାର ଫୋର୍ସ
ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ୱରାନ୍ବିତ କରାଯାଇପାରିବ,ତାହାକୁ ଦୃଷ୍ଟିରେ…
ଆଜି ୨୭୬ ଅଧ୍ୟାପକଙ୍କୁ ମିଳିବ ନିଯୁକ୍ତିପତ୍ର
ଭୁବନେଶ୍ୱର, ୩୦।୮(ବ୍ୟୁରୋ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଅଣଅନୁଦାନପ୍ରାପ୍ତ ଡିଗ୍ରୀ କଲେଜଗୁଡ଼ିକରେ ୨୭୬ଜଣ ନୂଆ ଅଧ୍ୟାପକ ନିଯୁକ୍ତ ହେବେ। ରାଜନୀତି ବିଜ୍ଞାନ ଓ ଇଂଲିଶ ବିଷୟ ପାଇଁ ଏହି ଅଧ୍ୟାପକଙ୍କୁ ଚୟନ କରାଯାଇଛି। ନବନିଯୁକ୍ତ ଅଧ୍ୟାପକଙ୍କ ଦିଗ୍ଦର୍ଶନ କାର୍ଯ୍ୟକ୍ରମ ମଙ୍ଗଳବାର ଅପରାହ୍ନ ସାଢ଼େ…
ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ମାମଲା:ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
କଟକ ଅଫିସ,୩୦ା୮: ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଗତ ମାମଲାରେ ହସ୍ତକ୍ଷେପ କରିବାକୁ ସୋମବାର ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହ ମୁଖ୍ୟ ବିଚାରପତି ଡ. ଏସ୍. ମୁରଲୀଧର ଏବଂ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି…
ରାଜଧାନୀରେ ୧୭୫ ବେଆଇନ ଆପାର୍ଟମେଣ୍ଟ
ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଉତ୍ତର ପ୍ରଦେଶର ନୋଏଡ଼ାରେ ନିର୍ମାଣ ହୋଇଥିବା ୧୦୦ ମିଟର ଉଚ୍ଚତାର ଦୁଇଟି ବେଆଇନ ଅଟ୍ଟାଳିକାକୁ ରବିବାର ବିସ୍ଫୋରଣରେ ଉଡ଼ାଇ ଦିଆଯାଇଛି। କୋଷ୍ଟାଲ ରେଗୁଲେଶନ ଜୋନ୍ ସର୍ତ୍ତକୁ ଉଲ୍ଲଂଘନ କରିଥିବାରୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ସେହି ବହୁତଳ ଆପାର୍ଟମେଣ୍ଟକୁ ଧରାଶାୟୀ କରାଯାଇଛି। ଅନ୍ୟପକ୍ଷରେ ରାଜଧାନୀ…
ଦେଢ଼ ଲକ୍ଷରେ ବହୁରୂପୀ ଏଣ୍ଡୁଅ ଡିଲ୍
ଭୁବନେଶ୍ୱର, ୩୦ା୮(ବ୍ୟୁରୋ):ରାଜ୍ୟରେ ବଜ୍ରକାପ୍ତା ଭଳି ବହୁରୂପୀ ଏଣ୍ଡୁଅର ମଧ୍ୟ ଚୋରା ଚାଲାଣ ହେଉଛି। ରାଜଧାନୀ ଭୁବନେଶ୍ୱରରେ ଏହି ରାକେଟ ସକ୍ରିୟ ଥିବାବେଳେ ଲକ୍ଷ ଲକ୍ଷ ଟଙ୍କାରେ କାରବାର ହେଉଥିବା ଜଣାପଡିଛି। ସୋମବାର ସତ୍ସଙ୍ଗ ବିହାର ନିକଟ ଶ୍ୟାମାପ୍ରସାଦ ପାର୍କରେ ଚଢ଼ାଉ କରି…
ମହିଳା, ଶିଶୁ ବିରୋଧୀ ଅପରାଧ ୧୫% ବୃଦ୍ଧି
ନୂଆଦିଲ୍ଲୀ, ୩୦ା୮: ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ବିଶେଷକରି ଘରୋଇ ହିଂସାର ଶିକାର ହେଉଥିବାବେଳେ ଅସଦାଚରଣ, ଅପହରଣ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମହିଳା ବିରୋଧୀ ଅପରାଧ ମାମଲା ୨୦୨୦ ତୁଳନାରେ…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଚିନ୍ତା କରୁଛନ୍ତି ଥରୁର, ଖୁବଶୀଘ୍ର ନେଇ ପାରନ୍ତି ନିଷ୍ପତ୍ତି
ନୂଆଦିଲ୍ଲୀ,୩୦ ।୮: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏବେ ସମସ୍ତଙ୍କ ନଜର ଜି-୨୩ ନେତାଙ୍କ ଉପରେ । ସମସ୍ତଙ୍କ ମନରେ ପ୍ରଶ୍ନ କ’ଣ ପୁଣିଥରେ ବା ତୃତୀୟ ଥର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ…
‘ଇମ୍ଲି’ ପ୍ରଶଂସକଙ୍କ ପାଇଁ ଦୁଃଖ ଖବର, ଶୋ’ ଛାଡିବେ ଫହମାନ-ସୁମ୍ବୁଲ
ଲୋକପ୍ରିୟ ଟେଲି ଧାରାବାହିକ ‘ଇମ୍ଲି’ ପ୍ରଶଂସକଙ୍କ ପାଇଁ ଏକ ଦୁଃଖଦ ଖବର। ଏହି ଶୋ’ର ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଫହମାନ ଖାନ ଏବଂ ସୁମ୍ବୁଲ ତୌକିର ଆଉ ଏହି ଶୋ’ର ଅଂଶ ହେବାକୁ ଯାଉନାହାନ୍ତି। ଏହାକୁ ନେଇ ଏହି ଯୋଡି…
ବିଶ୍ୱର ଏକାକୀ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ
ବ୍ରାସିଲିଆ,୨୯।୮:: ବିଶ୍ୱର ସବୁଠାରୁ ଏକୁଟିଆ ରହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ବ୍ରାଜିଲର ରେନ୍ ଫରେଷ୍ଟରୁ ତାଙ୍କ ମୃତଦେହ ମିଳିଛି। ମୃତ ବ୍ୟକ୍ତିଙ୍କ ବାବଦରେ କାହାରି ପାଖରେ କୌଣସି ତଥ୍ୟ ନ ଥିବା ବେଳେ ଦୀର୍ଘ ୨୬ ବର୍ଷ ଧରି ବ୍ୟକ୍ତି ଜଣକ…
ବୁଧବାର ପାଟନା ଗସ୍ତ କରିବେ କେସିଆର
ହାଇଦ୍ରାବାଦ,୨୯।୮: ଟିଆରଏସ୍ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ବୁଧବାର ବିହାର ଗସ୍ତ କରିବେ। ବୁଧବାର ସକାଳେ ହାଇଦ୍ରାବାଦ ବିମାନବନ୍ଦରରୁ ସେ ପାଟନାକୁ ଯିବେ। ପାଟନାରେ କେସିଆର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବେ। ଏହି ସମୟରେ ଦୁହେଁ…
ଧାମନଗର ବିଧାୟକ ଅସୁସ୍ଥ
ଭଦ୍ରକ ଅଫିସ,୨୯।୮: ବିରୋଧୀ ଦଳ ଉପନେତା ତଥା ଭଦ୍ରକ ଜିଲା ଧାମନଗର ବିଧାୟକ ବିଷ୍ଣୁ ସେଠୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ଏବେ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମଧୁମେହ ଓ ରକ୍ତଚାପ ହଠାତ୍ ବଢ଼ିଯିବାରୁ ବିଧାୟକ ଏମ୍ସରେ ଚିକିତ୍ସିତ…

