Home Left

ଆଉ ଏକ ମାଷ୍ଟର ଷ୍ଟ୍ରୋକ୍‌ ଅପେକ୍ଷାରେ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସଭା ଆସନ ଲାଗି ଆସନ୍ତା ଜୁନ୍‌ ୧୦ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ୩୧ରେ ନାମାଙ୍କନ ଦାଖଲର ଶେଷ ତାରିଖ। ଓଡ଼ିଶାର ୩ ରାଜ୍ୟ ସଭାସଦସ୍ୟ ପ୍ରସନ୍ନ…

‘ବନାଗ୍ନି ହ୍ରାସ ପାଇଁ ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ସମ୍ପଦ ବୃଦ୍ଧି ପାଇଛି। ତା’ ସହିତ ବନାଗ୍ନି ପ୍ରକୋପ ମଧ୍ୟ ବଢୁଛି। ହାତୀ-ମଣିଷ ଲଢ଼େଇ, ବନ୍ୟପ୍ରାଣୀ ଅଙ୍ଗ ଚୋରା ଚାଲାଣ ମୁଖ୍ୟ ସମସ୍ୟା ଭାବେ ଦେଖାଦେଇଛି। ଏହାକୁ ହ୍ରାସ କରିବା ପାଇଁ ଏକ ସମନ୍ବିତ ଯୋଜନା (ଇଣ୍ଟିଗ୍ରେଟେଡ…

୨ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଆଗାମୀ ଲକ୍ଷ୍ୟ ରହିଛି…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ୭୧ ବର୍ଷ ବୟସରେ ମଧ୍ୟ ସେ ଦେଶର ଦାୟିତ୍ୱ ପରିଚାଳନା କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ନିଜର ଆଗାମୀ ଲକ୍ଷ୍ୟ ବିଷୟରେ ମତ ରଖି ମୋଦି କହିଛନ୍ତି,…

ଫିଲ୍ମ ଜଗତରେ ଏଣ୍ଟ୍ରି କଲେ ଧୋନୀ

କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଫିଲ୍ମ ଜଗତରେ ପାଦ ଥାପିଛନ୍ତି। ହେଲେ ସେ ଅଭିନେତା ଭାବରେ ନୁହେଁ ବରଂ ନିର୍ମାତା ଭାବେ ଫିଲ୍ମ ଜଗତରେ କାମ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁସାରେ, ଧୋନୀ ସାଉଥ ଫିଲ୍ମକୁ ପ୍ରଡ୍ୟୁସ…

ଆଗୁଆ ଆସିବ ମୌସୁମୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଆସିବ। ନିର୍ଦ୍ଧାରିତ ସମୟର ୫ଦିନ ପୂର୍ବରୁ ଅର୍ଥାତ୍‌ ମେ’ ୧୫ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସକ୍ରିୟ ହେବା ସହ ଦକ୍ଷିଣପୂର୍ବ ବଙ୍ଗୋପସାଗର ଆଡ଼କୁ ଅଗ୍ରସର ହେବ। ଏଥିଲାଗି ପାଗ ଅନୁକୂଳ…

ପାକିସ୍ତାନରେ ବଡ଼ ବିସ୍ଫୋରଣ

ଇସଲାମାବାଦ୍‌,୧୩।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବୋମା ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କ ସଂଖ୍ୟା ୧୩ରୁ ଅଧିକ ବୋଲି ଜଣାପଡିଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଏହାର ଶବ୍ଦକୁ…

କ୍ୟାମ୍ପବେଲ୍‌ ଏୟାର ଇଣ୍ଡିଆ ସିଇଓ

ନୂଆଦିଲ୍ଲୀ,୧୩।୫(ପି.ଟି.):ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ତଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ସ୍କୁଟ୍‌ ସିଇଓ କ୍ୟାମ୍ପ୍‌ବେଲ୍‌ ଓ୍ବିଲସନଙ୍କୁ ଟାଟା ସନ୍ସ ନିଯୁକ୍ତି ଦେଇଛି। ୫୦ ବର୍ଷୀୟ କ୍ୟାମ୍ପବେଲ୍‌ ଏବେ ଟାଟା ଏବଂ ସିଙ୍ଗାପୁର ଏୟାରଲାଇନ୍ସର ମିଳିତ ଉଦ୍ୟୋଗ ବିସ୍ତାରାର…

ଏହି ଦିନ ଓଟିଟିରେ ହେବ ରିଲିଜ୍‌

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ପାଖାପାଖି ୧,୧୨୭ କୋଟି ଟଙ୍କା କଲେକ୍ସନ ସହିତ ଚତୁର୍ଥ ସର୍ବାଧିକ ଆୟ କରିଥିବା ଭାରତୀୟ ଫିଲ୍ମ ମଧ୍ୟରୁ ଅନ୍ୟତମ। ନିକଟରେ ଏହି ଫିଲ୍ମ ମେ’୨୦ରେ ଓଟିଟିରେ ରିଲିଜ୍‌…

ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର: ୨ପାଇଲଟ ମୃତ

ରାୟପୁର,୧୨।୫: ଛତିଶଗଡ଼ର ରାୟପୁର ବିମାନବନ୍ଦରରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ହେଲିକପ୍ଟର ଅବତରଣ କରିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣା ୨ଜଣ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ପାଇଲଟ ହେଲେ ଏପି ଶ୍ରୀବାସ୍ତବ ଓ…

୩ ବାଲିଷ୍ଟିକ୍‌ ମିଶାଇଲ ପରୀକ୍ଷଣ କଲା ଉତ୍ତର କୋରିଆ

ସିଓଲ, ୧୨ା୫: ଉତ୍ତର କୋରିଆ ଗୁରୁବାର କମ୍‌ ଦୂରତା ବିଶିଷ୍ଟ ୩ ବାଲିଷ୍ଟିକ୍‌ ମିଶାଇଲ ସମୁଦ୍ରରେ ପରୀକ୍ଷଣ କରିଥିବା ଦକ୍ଷିଣ କୋରିଆ ସେନା ପକ୍ଷରୁ କୁହାଯାଇଛି। ଜାପାନ ମଧ୍ୟ ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣ ବାବଦରେ ଅବଗତ ହେବା ସହ ଏହାର…

ନୂଆ ରୂପ ନେବ ୭୫ ଭାରତୀୟ ଗ୍ରାମ

ଜେରୁଜେଲମ୍‌,୧୨।୫: ସ୍ବାଧୀନତାର ୭୫ତମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ୭୫ଭାରତୀୟ ଗ୍ରାମକୁ ଇସ୍ରାଏଲ୍‌ ସହଯୋଗରେ ନୂଆ ରୂପ ଦିଆଯିବ ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। କୃଷି କ୍ଷେତ୍ରରେ ଦୁଇ ଦେଶର ସହଯୋଗ ନୂତନ ସ୍ତରରେ ପହଞ୍ଚିଛି। ୪…

ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ

ନୂଆଦିଲ୍ଲୀ,୧୨।୫: ସୁଖୋଇ ଯୁଦ୍ଧବିମାନରୁ ଗୁରୁବାର ବ୍ରହ୍ମୋସ୍‌ ସୁପରସୋନିକ୍‌ କ୍ଷେପଣାସ୍ତ୍ର ପରିବର୍ତ୍ତିତ ଭର୍ସନ୍‌ର ସଫଳ ପରୀକ୍ଷା କରାଯାଇଛି। ବଙ୍ଗୋପସାଗରରେ ଧାର୍ଯ୍ୟ ଲକ୍ଷ୍ୟସ୍ଥଳକୁ ଏହା ସିଧାସଳଖ ମାଡ଼ କରିଥିଲା ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମୂଳ ବ୍ରହ୍ମୋସ କ୍ଷେପଣାସ୍ତ୍ରର ରେଞ୍ଚ୍‌ ୨୯୦ କିଲୋମିଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri