Home Left

ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା ହୋଇ ଭାବପ୍ରବଣ ହୋଇପଡିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜଣେ ହିତାଧିକାରୀଙ୍କ ସହ…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର

ଦିଗପହଣ୍ଡି,୧୨ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମାମିଙ୍କ ଏତଲା ଅନୁଯାୟୀ, କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଥାନାରେ…

ସୋସିଆଲ ମିଡିଆକୁ ବାଏ କହିଲେ ଅଭିନେତ୍ରୀ !

ବମ୍ବେ: ସୋସିଆଲ ମିଡିଆକୁ ବାଏ କହିଛନ୍ତି ଚୁଲବୁଲି ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ଲଗାତାର ଭାବେ ନିଜ ଫ୍ୟାଶନ ସେନ୍ସ, ଅଭିନୟ, ଫିଟନେସ ଏବଂ ନୃତ୍ୟକୁ ନେଇ ସୋସିଆଲ ମିଡିଆରେ ହଲଚଲ୍‌ ସୃଷ୍ଟି କରୁଥିବା ଶିଳ୍ପାଙ୍କ ଏଭଳି ନିଷ୍ପତ୍ତି ସମସ୍ତଙ୍କୁ ଚମକାଇଛି। ଅଭିନେତ୍ରୀ…

୧୫ କୁଇଣ୍ଟାଲ ଗୋମାଂସ ଜବତ

କଣ୍ଟାପଡ଼ା,୧୨।୫(ଡି.ଏନ୍‌.ଏ.): ଓଲଟପୁର ପୋଲିସ ଗୁରୁବାର ୬୦ ନମ୍ବର ରାଜ୍ୟ ରାଜପଥରୁ ଗୋମାଂସ ଚାଲାଣ ହେଉଥିବା ଏକ ପିକ୍‌ଅପ ଭ୍ୟାନ୍‌ (ଓଡି ୦୫ କ୍ୟୁ ୧୯୮୩)କୁ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ…

ବଗିଚାରେ ବୁଲୁଛି ଗୋଲାପୀ ପାରା

ଦୁନିଆରେ ଏପରି ଅନେକ ବିରଳ ପ୍ରଜାତିର ପ୍ରାଣୀ ଅଛନ୍ତି, ଯାହା ଆମ ନଜର ଆଢୁଆଳରେ ରହିଯାଇଥାନ୍ତି। ଯାହା ବିଷୟରେ ବିଶେଷଜ୍ଞମାନେ ମଧ୍ୟ ଅବଗତ ନ ଥାନ୍ତି। ବ୍ରିଟେନରେ ଏପରି ଏକ ଅନନ୍ୟ ତଥା ବିରଳ ପକ୍ଷୀ ସାମ୍ନାକୁ ଆସିଛି। ଯାହା ସାଧାରଣ…

ଛାଡ଼ପତ୍ର ପରେ ଦ୍ୱିତୀୟ ବିବାହ କରୁଛନ୍ତି ମୁକେଶ ଅମ୍ବାନୀଙ୍କ ଭାଣେଜୀ

ନୂଆଦିଲ୍ଲୀ,୧୨।୫: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ମାଲିକ ମୁକେଶ ଅମ୍ବାନୀଙ୍କ ଭାଣେଜୀ ଇଶିତା ସାଲଗାଓକର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ମୁକେଶଙ୍କ ଭଉଣୀ ଦୀପ୍ତି ସାଲଗାଓକର ଏବଂ ଦତ୍ତରାଜ ସାଲଗାଓକରଙ୍କ ଝିଅ ଇଶିତା ଅତୁଲ୍ୟ ମିତ୍ତଲଙ୍କ ହାତ ଧରିବେ। ଏବେ ଉଭୟଙ୍କ ପ୍ରି-ଓ୍ବେଡିଂ…

ନୂଆ ଇନିଂସ ଆରମ୍ଭ କରିବେ ଧୋନୀ

ଚେନ୍ନାଇ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍‌ ପରେ ଏବେ ଫିଲ୍ମ ଜଗତକୁ ପ୍ରବେଶ କରିବାକୁ ଯାଉଛନ୍ତି। ଧୋନୀ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିର୍ମାତା ଭାବରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏଥିପାଇଁ ଧୋନୀ ଅଭିନେତା ରଜନୀକାନ୍ତଙ୍କ…

ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହେଲେ ରାଜୀବ କୁମାର ,୧୫ରେ ନେବେ ଦାୟିତ୍ୱ

ନୂଆଦିଲ୍ଲୀ,୧୨।୫: ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର। ସେ ମେ’୧୫ରେ ଦାୟିତ୍ୱ ଗ୍ରହଣ କରିବେ। ତେବେ ବର୍ତ୍ତମାନର ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ମେ’୧୪ରେ ଅବସର ନେବେ। ଏ ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ମା’ହେଲେ ଅଭିନେତ୍ରୀ

ଟେଲିଭିଜନ ଇଣ୍ଡଷ୍ଟ୍ରିର ଜଣା ଶୁଣା ଅଭିନେତ୍ରୀ କ୍ରତିକା ସେଙ୍ଗର ଗୁରୁବାର ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଏ ନେଇ ଅଭିନେତ୍ରୀ ସୋସିଆଲ ମିଡିଆରେ ତାଙ୍କ ଝିଅ ସମ୍ପର୍କରେ କୌଣସି ସୂଚନା ଦେଇ ନାହାନ୍ତି। ହେଲେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ…

ବଲ୍‌ ଷ୍ଟମ୍ପରେ ବାଜିଲା, ହେଲେ ଆଉଟ୍‌ ହେଲେ ନାହିଁ ଓ୍ବାର୍ନର

ମୁମ୍ବାଇ,୧୨।୫: ଚଳିତ ଆଇପିଏଲ୍‌ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନର ଉଲ୍ଲେଖନୀୟ ପ୍ରଦର୍ଶନ ସ୍ବରୂପ ୪୧ ବଲରେ ୫୨ ରନ୍‌ କରି…

ଭାଇଙ୍କୁ ହାଣିଲେ ଭାଇ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ବାଲିପାଟଣା ଥାନା ସରାଟ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇଙ୍କୁ ହାଣିଛନ୍ତି ଆଉ ଜଣେ ଭାଇ। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣକାରୀ ତଥା ସାବତ ଭାଇ…

ଡ୍ୟାନ୍ସ ବାର୍‌ ଖୋଲିବାକୁ ମିଳିଲା ଅନୁମତି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍‌ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ କରାଯାଇଛି। ଏଣିକି ରାତି ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ଡ୍ୟାନ୍ସ ବାର୍‌ । ଏଥିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri