Home Left

୨୮୨ ଭାରତୀୟ ସୈନ୍ୟଙ୍କ କଙ୍କାଳ ଠାବ

ଅମୃତସର,୧୨।୫: ୧୮୫୭ରେ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମରେ ବ୍ରିଟିଶ ସରକାରଙ୍କ ଦ୍ୱାରା ହତ୍ୟା କରାଯାଇଥିବା ୨୮୨ ଭାରତୀୟ ସୈନ୍ୟଙ୍କ କଙ୍କାଳ ପଞ୍ଜାବରେ ଠାବ କରାଯାଇଛି। ଅମୃତସର ନିକଟ ଅଜ୍‌ନାଳାଠାରେ ମାଟି ଖନନ ବେଳେ ଏକ କୂଅରୁ ନରକଙ୍କାଳ ଠାବ ହୋଇଥିବା ପଞ୍ଜାବ…

ଓଲଟିଲା ଯାତ୍ରାପାର୍ଟି ବସ୍‌, ୧୦ରୁ ଅଧିକ ଆହତ

କାମାକ୍ଷାନଗର,୧୨ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମହାବିରୋଡ୍‌ ଫାଣ୍ଡି ଜରଡ଼ା ଘାଟିରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଘାଟିରେ ‘ଜଗଦମ୍ବା’ ନାମକ ଯାତ୍ରା ପାର୍ଟି ବସ୍‌ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ…

ନାଗୁଣୀକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଲା ନାଗ, ଚର୍ଚ୍ଚାରେ ଅନନ୍ୟ ପ୍ରେମକାହାଣୀ

ମଣିଷର ପ୍ରେମକାହାଣୀ ବିଷୟରେ ଆପଣ ଶୁଣିଥିବେ, ହେଲେ ବିହାରର ଗୋପାଳଗଞ୍ଜ ଜିଲାର ଭୋରେ ବ୍ଲକ ଅଞ୍ଚଳରେ ନାଗ-ନାଗୁଣୀଙ୍କ ପ୍ରେମକାହାଣୀ ଚର୍ଚ୍ଚାର ବିଷୟ ପାଲଟିଛି। ଜିଲାର ଭୋପାଟପୁରା ଗାଁରେ ଥିବା ପୋଖରୀରୁ ମାଛ ଧରିବା ଲାଗି ଜଣେ ବ୍ୟକ୍ତି ଜାଲ ବିଛାଇଥିଲେ। ଭୁଲବଶତଃ…

ଏଲନ ମସ୍କଙ୍କୁ ସାହାଯ୍ୟ ମାଗିଲେ ୟୁକ୍ରେନ୍ କମାଣ୍ଡର

କ୍ୱିଭ,୧୨ ।୫: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ମାରିଉପୋଲରେ ଜଣେ ୟୁକ୍ରେନ୍ କମାଣ୍ଡର ବୁଧବାର ସିଧାସଳଖ ଭାବେ ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ଏଲନ ମସ୍କଙ୍କୁ ସାହାଯ୍ୟ ମାଗିଛନ୍ତି । ରୁଷିଆ ସେନା ଦ୍ୱାରା କବଜା କରାଯାଇଥିବା ଦକ୍ଷିଣ ସହରରେ…

ଶିକ୍ଷାନୁଷ୍ଠାନକୁ ଗାଡି ଆଣିବା ଉପରେ ଲାଗିଲା କଟକଣା

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜ଼ିଲାରେ ଥିବା ଶିକ୍ଷାନୁଷ୍ଠାନକୁ ଦୁଇ ଚକିଆ ଯାନ ଆଣିବା ନେଇ ଗୁରୁବାର କେତେକ କଟକଣା ଲଗାଯାଇଛି। ଏଣିକି ସ୍କୁଲ ଓ କଲେଜକୁ ଦୁଇ ଚକିଆ ଯାନ ନେଇ ଆସିଲେ ସମସ୍ତ ଷ୍ଟାଫ ଓ ୧୮ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନେ…

୧୧ ବର୍ଷର ପୁଅକୁ ୨୦ ବୁଲା କୁକୁର ସହ ଗୋଟିଏ ରୁମ୍‌ରେ ଅଟକ ରଖି ଚର୍ଚ୍ଚାରେ ଦମ୍ପତି

ପୁଣେ,୧୨।୫: ମହାରାଷ୍ଟ୍ରର ପୁଣେରେ ଏକ ଅମାନବୀୟ ଘଟଣା ଘଟିଛି। ଏଠାରେ ଏକ ଦମ୍ପତି ୧୧ ବର୍ଷର ପୁଅକୁ ୨୦ଟି ବୁଲା କୁକୁର ସହ ଗୋଟିଏ ରୁମ୍‌ରେ ଅଟକ ରଖିଥିବା ଅଭିଯୋଗ ହୋଇଛି। ପୋଲିସ ଦମ୍ପତିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି।…

ପ୍ରେମିକାଙ୍କ ଲାଗି ପୁଣେରୁ ମୁମ୍ବାଇ ଆସିଲେ ରାକେଶ

ବମ୍ବେ: ସ୍ବପ୍ନର ସହର ମୁମ୍ବାଇରେ ଘର କିଣିଛନ୍ତି ବିଗ୍‌ ବସ୍‌ ଫେମ୍‌ ଅଭିନେତା ରାକେଶ ବାପଟ। ପୂର୍ବପତ୍ନୀ ରିଧି ଡୋଗରାଙ୍କଠାରୁ ଅଲଗା ହେବା ପରଠାରୁ ରାକେଶ ପୁଣେରେ ରହିଆସୁଥିଲେ। ହେଲେ ଏବେ କଥିତ ପ୍ରେମିକା ସମିତା ସେଟ୍ଟୀଙ୍କ ପାଇଁ ସେ ପୁଣିଥରେ…

୫ ଲକ୍ଷର ପକ୍କା ରାସ୍ତା ୫ମାସରେ ନଷ୍ଟ

ବାରିପଦା ଅଫିସ,୧୨।୫: ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରର ୱାର୍ଡନଂ.୨୭ରେ ୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଏକ ପକ୍କା ରାସ୍ତା ୫ମାସ ମଧ୍ୟରେ ନଷ୍ଟ ହୋଇଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ୱାର୍ଡବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଭିଜିଲାନ୍ସ…

ବିବାଦୀୟ ହୋଇପଡିଛି ଆରଡି ରାସ୍ତା ନିର୍ମାଣ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ସରଣ୍ଡା, ୧୨।୫(ଡିଏନଏ):ବରଗଡ ଜିଲା ଅତାବିରା ବ୍ଲକ ସରଣ୍ଡା ମନ୍ଦିର ଛକ ୫୩ ନମ୍ବର ଜାତୀୟ ରାଜପଥରୁ ଜାଙ୍ଗେଡ଼ ଆରଡ଼ି ରାସ୍ତା ଭାୟା ଲରାସରା ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହି ରାସ୍ତାର ଟୁପାପଡା ଗ୍ରାମରେ ଯେଉଁ ପୁରୁଣା ଜମିରେ ରାସ୍ତା…

୩୦ ଫୁଟ ଉଚ୍ଚ କୋଠାରେ କାମ କରୁଥିଲେ ଯୁବକ, ତଳକୁ ଖସିପଡ଼ିବା ସମୟରେ ଲାଗିଲା କରେଣ୍ଟ

ଦାରିଙ୍ଗବାଡ଼ି,୧୨ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତିନିଛକ ବଜାର ମଧ୍ୟରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁବାର ସକାଳେ ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଅଞ୍ଚଳର କାଳୁ ପ୍ରଧାନ(୩୦)। କାଳୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି…

ପାଇଲଟ ଅସୁସ୍ଥ ହେବାରୁ ଯାତ୍ରୀ ବିମାନକୁ କରାଇଲେ ଅବତରଣ…

ଫ୍ଲୋରିଡା, ୧୨।୫ : ପାଇଲଟ ଅସୁସ୍ଥ ହୋଇପଡିଥିବାରୁ ଜଣେ ଯାତ୍ରୀ ଫ୍ଲୋରିଡାରେ ବିମାନକୁ ଅବତରଣ କରାଇଛନ୍ତି। ସର୍ବସାଧାରଣ ବିମାନ ଉଡ଼ାଣ ରେକର୍ଡିଂରେ ଅଜ୍ଞାତ ବ୍ୟକ୍ତିଙ୍କ ସ୍ବର ଶୁଣିବାକୁ ମିଳିଥିଲା ଯେ ବିମାନକୁ କିପରି ବନ୍ଦ କରାଯିବ ସେ ବିଷୟରେ ତାଙ୍କର କୌଣସି…

ଦୁନିଆର ସବୁଠୁ ଡେଙ୍ଗା ଅମୃତଭଣ୍ଡା ଗଛ, ଉଚ୍ଚତା ଜାଣିଲେ…

ଦୁନିଆରେ ବିଭିନ୍ନ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ପ୍ରତ୍ୟେକ ପ୍ରଜାତିର ଗଛ ନିଜସ୍ବ ସ୍ବତନ୍ତ୍ର ଲମ୍ବ, ମୋଟା ହୋଇଥାନ୍ତି। ଯଦି ଏହା ସ୍ବାଭାବିକଠାରୁ ଟିକିଏ ଅଲଗା ଦେଖାଯାଏ ତେବେ ଏହା ଆଶ୍ଚର୍ଯ୍ୟଜନକ କଥା। ବ୍ରାଜିଲର ଜଣେ କୃଷକଙ୍କ ବାଡ଼ିରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri