ଦଳୀୟ ପ୍ରାର୍ଥୀଙ୍କ ଖେଳ ବିଗାଡ଼ିଲେ ଅସନ୍ତୁଷ୍ଟ
କେନ୍ଦ୍ରାପଡ଼ା ଅଫିସ, ୨୮।୩: ଆସନ୍ତା ସାଧାରଣ ନିର୍ବାଚନକୁ ଆଉ ଦୁଇବର୍ଷ ବାକି ଅଛି। ଏହା ପୂର୍ବରୁ ରାଜ୍ୟରେ ଲୋକଙ୍କ ମତିଗତିକୁ ପଞ୍ଚାୟତ ଓ ପୌର ନିର୍ବାଚନରେ ପରଖା ଯାଇଛି। ଏହି ଦୁଇ ନିର୍ବାଚନରେ ଯଦିଓ ବିଜେଡି ଏକପାଖିଆ ନେତୃତ୍ୱ ନେବା ସୁଯୋଗ…
ନୀତୀଶ କୁମାରଙ୍କ ଉପରେ ଆକ୍ରମଣ
ପାଟନା,୨୮।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ନିଜ ସହର ଭଖ୍ତିୟାରପୁରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବାବେଳେ ତାଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ସଙ୍ଗେ ସଙ୍ଗେ ସୁରକ୍ଷାକର୍ମୀମାନେ ଆକ୍ରମଣକାରୀଙ୍କୁ କାବୁ କରିନେଇଥିଲେ। ତାଙ୍କୁ ଗିରଫ କରାଯାଇ ପୋଲିସ ହାଜତରେ ରଖାଯାଇଛି।…
ପୁତୁରା ଆକାଶ ଆନନ୍ଦଙ୍କୁ ମାୟାବତୀଙ୍କ ବଡ ଉପହାର
ଲକ୍ଷ୍ନୌ,୨୮ ।୩: ବହୁଜନ ସମାଜ ପାର୍ଟି(ବିଏସପି) ମୁଖ୍ୟ ମାୟାବତୀ ରବିବାର ଦିନ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ଜାତୀୟ ସଂଯୋଜକ ଓ ଭାଇ ଆନନ୍ଦ କୁମାରଙ୍କୁ ଜାତୀୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରିବାକୁ ଘୋଷଣା କରିଛନ୍ତି । ଆକାଶ ଆନନ୍ଦଙ୍କ…
ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନ ନେଇ ବିବାଦ
ପୁରୀ ଅଫିସ,୨୮।୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ୍ ଅଧୀନ ଏକଘରିଆ ଗ୍ରାମର ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନକୁ ନେଇ ବିବାଦ ଦେଖାଦେଇଛି। ପୁରୀରୁ କେତେଜଣ ସେବାୟତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ବନଯାଗ ଯାତ୍ରା ଭଳି ଗୁପ୍ତନୀତି ଏବଂ ଅବଢ଼ା ବିକ୍ରି ବିଜ୍ଞାପନ ସୋସିଆଲ…
ମଣ୍ଡେଲାଙ୍କ ଆରେଷ୍ଟ ଓ୍ବାରେଣ୍ଟ ୧.୩୦ ଲକ୍ଷ ଡଲାରରେ ବିକ୍ରି
କେପ୍ ଟାଉନ, ୨୮ା୩: ବର୍ଣ୍ଣଭେଦ ବିରୋଧୀ କ୍ରାନ୍ତିକାରୀ ନେତା ତଥା ଦକ୍ଷିଣ ଆଫ୍ରିକାର ପ୍ରଥମ ରାଷ୍ଟ୍ରପତି ନେଲ୍ସନ୍ ମଣ୍ଡେଲାଙ୍କ ଅରିଜିନାଲ ଆରେଷ୍ଟ ଓ୍ବାରେଣ୍ଟର ନନ୍ ଫଞ୍ଜିବଲ ଟୋକନ (ଏନ୍ଏଫ୍ଟି) ୧,୩୦,୦୦୦ ଡଲାର (ପ୍ରାୟ କୋଟିଏ ଟଙ୍କା)ରେ ନିଲାମ ହୋଇଛି। ଗଣତନ୍ତ୍ର ପାଇଁ…
ୟୁପିରେ ଆତ୍ମସମର୍ପଣ କଲେଣି ୫୦ ଅପରାଧୀ
ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବାର ୧୫ ଦିନ ମଧ୍ୟରେ ଅନୂ୍ୟନ ୫୦ ଅପରାଧୀ ଆତ୍ମସମର୍ପଣ କରିସାରିଲେଣି। ପୋଲିସ ଏନ୍କାଉଣ୍ଟର କିମ୍ବା ଘର ଉପରେ ବୁଲ୍ଡୋଜର ଚାଲିବା ଭୟରେ ସେମାନେ ଆତ୍ମସମର୍ପଣ କରୁଥିବା…
ମନ୍ କି ବାତ୍ରେ ଖୋର୍ଦ୍ଧାର ରାହୁଲଙ୍କୁ ପ୍ରଶଂସା କଲେ ମୋଦି
ପୁରୀ ଅଫିସ,୨୮।୩: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ପୁଅ ରାହୁଲ ମହାରଣାଙ୍କୁ ପ୍ରଶଂସା କରିଛନ୍ତି। ରାହୁଲ ପୁରୀ-କୋଣାର୍କ ବେଳାଭୂମିକୁ ସ୍ବଚ୍ଛ କରି ସ୍ବଚ୍ଛ ଭାରତ ମିଶନରେ ସାମିଲ ହୋଇଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କୁ ସାବାସି ଦେଇଛନ୍ତି। ରବିବାର…
ଝିଅଙ୍କୁ ଟାର୍ଗେଟ କରା ନ ଯାଉ
ମୁମ୍ବାଇ, ୨୮ା୩: ହିଜାବ ପ୍ରସଙ୍ଗରେ ଝିଅମାନଙ୍କୁ ଟାର୍ଗେଟ କରାଯାଉଛି ବୋଲି କହିଛନ୍ତି ମିସ୍ ୟୁନିଭର୍ସ-୨୦୨୧ ହର୍ନାଜ ସାନ୍ଧୁ। ଗଣମାଧ୍ୟମକୁ ଏ ବାବଦରେ ପ୍ରତିକ୍ରିୟା ଦେଇ ହରନାଜ କହିଛନ୍ତି, ଝିଅମାନଙ୍କୁ ଉଡ଼ିବାକୁ ଦିଅ। ସେମାନଙ୍କ ଡେଣା କାଟନାହିଁ। ସେମାନେ ଯେପରି ଚାହୁଁଛନ୍ତି ସେପରି…
ବିଏସ୍ପିର ସବୁ ୟୁନିଟ୍ ଭାଙ୍ଗିଲେ ମାୟାବତୀ
ଲକ୍ଷ୍ନୌ,୨୮।୩(ଆଇଏଏନ୍ଏସ୍): ବହୁଜନ ସମାଜ ପାର୍ଟି (ବିଏସ୍ପି) ଅଧ୍ୟକ୍ଷା ମାୟାବତୀ ରବିବାର ତାଙ୍କ ଦଳର ରାଜ୍ୟ ସଭାପତି, ବିଧାନସଭା ବାଚସ୍ପତି ଏବଂ ଜିଲା ସଭାପତି ପଦକୁ ବାଦ୍ ଦେଇ ଅନ୍ୟ ସମସ୍ତ ୟୁନିଟ୍କୁ ଭଙ୍ଗ କରିଛନ୍ତି। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଏସ୍ପିର ଶୋଚନୀୟ…
‘ରହଣି’ରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ
ଢେଙ୍କାନାଳ ଅଫିସ,୨୮।୩: ଭୁବନେଶ୍ୱର ପରେ ରାଜ୍ୟର ଦ୍ୱିତୀୟ ସୈନିକ ସ୍କୁଲ ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ‘ରହଣି’ଠାରେ ପ୍ରତିଷ୍ଠା ହେବ। ଆସନ୍ତା ଶିକ୍ଷାବର୍ଷରୁ ଏହା କାର୍ଯ୍ୟକ୍ଷମ ହେବ। ଏଥିଲାଗି କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସବୁଜସଙ୍କେତ ମିଳିଛି।…
ସୀମା ଟପିଛି ରାମ୍କୋ ସିମେଣ୍ଟର ପ୍ରଦୂଷଣ
ଯାଜପୁର ଅଫିସ,୨୮ା୩: ରାମ୍କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ କବଳିତ କରିଛି। ବିଷାକ୍ତ ଜିପ୍ସମ୍ ଓ ସିମେଣ୍ଟ ଗୁଣ୍ଡ ମଧ୍ୟରେ ରହି କାଳ…
ଆଜିଠୁ ଜାତୀୟ ତୋଷାଳି ମେଳା
ଭୁବନେଶ୍ୱର,୨୮।୩(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ସୋମବାର ୨୮ ତାରିଖରୁ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବ। ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ…
Archives


