ଖରାପ ପ୍ରଦର୍ଶନ କରିଛନ୍ତି ଏକାଧିକ ଟାଣୁଆ ନେତା
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଅଙ୍କକଷା ସାଙ୍ଗକୁ ରାଜନୈତିକ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି। କାଉନ୍ସିଲର, ପୌରାଧ୍ୟକ୍ଷ, କର୍ପୋରେଟର ଏବଂ ମେୟର ନିର୍ବାଚନରେ ବିଜେଡିକୁ ବହୁମତ ମିଳିଛି। ତେବେ ବିଜେଡି କାଉନ୍ସିଲର ଏବଂ ପୌରାଧ୍ୟକ୍ଷ ଭୋଟରେ…
‘ଷଡ଼ଯନ୍ତ୍ର ପଛରେ ବିଦେଶୀ ଶକ୍ତି’
ଇସ୍ଲାମାବାଦ,୨୮।୩ : ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ରବିବାର ସନ୍ଧ୍ୟାରେ ବିଶାଳ ରାଲି ଜରିଆରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଇସ୍ଲାମାବାଦ ପରେଡ୍ ଗ୍ରାଉଣ୍ଡରେ ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ) ରାଲିରେ ଲକ୍ଷାଧିକ…
ବ୍ରେକ ପରେ ପୁଣି ବଢୁଛି ସମ୍ପର୍କ
ନୂଆଦିଲ୍ଲୀ,୨୮ ।୩: ନିର୍ବାଚନ ରଣନୀତିଜ୍ଞ ଭାବେ ପରିଚିତ ପ୍ରଶାନ୍ତ କିଶୋର ପୁଣିଥରେ କଂଗ୍ରେସ ସହ ଯୋଗାଯୋଗରେ ଥିବା କୁହାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ପ୍ରଶାନ୍ତ କିଶୋର ଇତିମଧ୍ୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ସହ ସମ୍ପର୍କରେ ଅଛନ୍ତି ।…
ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍ପିନ୍
ମାଲକାନଗିରି,୨୮ା୩(ଡି.ଏନ୍.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…
ଆଇଏଏସ୍ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସର
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ୧୯୯୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସରକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି ଭାବେ କାର୍ଯ୍ୟରତ ଅଛନ୍ତି। ମାର୍ଚ୍ଚ…
ଶୁଦ୍ଧତାକୁ ସୁନିଶ୍ଚିତ କରେ ହଲ୍ମାର୍କ: ସୌରଭ ରାୟ
କଟକ ସହରରେ ୧୨ ଦଶନ୍ଧି ଧରି ସୁନା ଗହଣା ବ୍ୟବସାୟରେ ବେଶ୍ ସୁନାମ ଅର୍ଜିଛି ରାଧାଗୋବିନ୍ଦ ରାୟ ଆଣ୍ଡ୍ କୋ ଜୁଏଲର୍ସ (ଆର୍ଜିଆର୍)। ଏହାକୁ ସୁନା ଗହଣାର ପ୍ରଥମ ଷ୍ଟୋର ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଥାଏ। ବଜାରରେ ସୁନା ମୂଲ୍ୟ ବୃଦ୍ଧି…
ଗ୍ରାହକଙ୍କ ସନ୍ତୁଷ୍ଟିକୁ ଗୁରୁତ୍ୱ: ଅଚ୍ୟୁତାନନ୍ଦ ମେହେର
ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା ଅତ୍ୟନ୍ତ ରୋମାଞ୍ଚକର ଥିଲା। ଏହି ସଫଳତାର ଶ୍ରେୟ ‘ହିରୋ’ ବ୍ରାଣ୍ଡ୍ ଏବଂ ଆମ କର୍ମଚାରୀ ଟିମ୍କୁ ଯିବ। ଆଗକୁ ମଧ୍ୟ ନିଶ୍ଚିତ ଭାବେ ଆମ ବ୍ୟବସାୟକୁ ବଢ଼ାଇବୁ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୋ’ରୁମ୍ ଖୋଲିବା ସହ…
ଆଉ ମୋବାଇଲରେ ଶୁଣିବାକୁ ମିଳିବନି କରୋନା କଲର ଟ୍ୟୁନ!
ନୂଆଦିଲ୍ଲୀ,୨୮ ।୩: କରୋନା ମହାମାରୀ ଆରମ୍ଭରୁ ଟେଲିକମ ପ୍ରଦାନକାରୀ ସଂସ୍ଥା ଦ୍ୱାରା କୋଭିଡ-୧୯ ବିଷୟରେ ସଚେନତା ସୃଷ୍ଟି କରିବାକୁ କଲ୍ ପୂର୍ବରୁ ଧାର୍ଯ୍ୟ କରାଯାଇଥିବା ଘୋଷଣା ଶୀଘ୍ର ଇତିହାସ ହେବାକୁ ଯାଉଛି । କରୋନା ମହାମାରୀ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ…
୨୦୦ ଟପିବା ପରେ ବି ଜିତି ପାରିଲା ନାହିଁ ଆର୍ସିବି
ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ୨୦୫ ରନ୍ କରିବା ପରେ ବି ବିଜୟ ସାଦ ଚାଖି ପାରି ନାହିଁ। ୨୦୬ ରନ୍ର ବିଜୟ ଲକ୍ଷ୍ୟକୁ ପଞ୍ଜାବ କିଙ୍ଗ୍ସ ଗୋଟିଏ ଓଭର ପୁର୍ବରୁ ୫ ଉଇକେଟରେ ଜିତି ନେଇଛି। ଶିଖର ଧାଓ୍ବନ…
ଧର୍ମଘଟକୁ ସମର୍ଥନ ଦେଲା ସିପିଆଇଏମ୍
ଲହୁଣୀପଡ଼ା,୨୭।୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ବ୍ଲକ ଛକସ୍ଥିତ ସିପିଆଇଏମ୍ କାର୍ଯ୍ୟାଳୟଠାରେ ରବିବାର ଲହୁଣୀପଡ଼ା ଆଞ୍ଚଳିକ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଞ୍ଚଳିକ କମିଟି ସମ୍ପାଦକ ଲାଲ ବାହାଦୂର ମାହାନ୍ତ ଅଧ୍ୟକ୍ଷତା କରିଥିବା ବେଳେ ସିପିଆଇଏମ୍ ଜିଲା ସମ୍ପାଦକ…
ପ୍ରମୋଦ ସାଓ୍ବନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୋଦି
ପଣଜୀ,୨୭।୩: ଭାଜପା ନେତା ପ୍ରମୋଦ ସାଓ୍ବନ୍ତ ସୋମବାର ଦ୍ୱିତୀୟ ଥର ଲାଗି ଗୋଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଭାଜପାର ଶୀର୍ଷ ନେତୃବୃନ୍ଦ ଯୋଗଦେବେ। ପୂର୍ବାହ୍ନ ୧୧ଟାରେ ଡ. ଶ୍ୟାମାପ୍ରସାଦ…
ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ
ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି। ସ୍ବାମୀଙ୍କ ଉପରେ କାମର ଚାପ ରହିଥିଲା। ତେଣୁ ଠିକ୍ରେ ତଦନ୍ତ କରାଯାଇ ନ୍ୟାୟ…
Archives


