ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍ର ଟାର୍ଗେଟ୍
ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୬୧ ରନ୍ର ଟାର୍ଗେଟ୍ ଦେଇଛି। ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ଖେଲାଯାଉଥିବା ଏହି ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬…
୪ ଜିଲାରେ ମିଳୁନି ପିଡିଏସ୍ ଗହମ, ରାଶନ ପାଇବାରୁ ବଞ୍ଚିତ ଅନ୍ୟ ଜିଲା
ଭୁବନେଶ୍ୱର,୧୧ା୫(ବ୍ୟୁରୋ)-ରାଜ୍ୟର ୪ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଗହମ ମିଳୁନାହିଁ। ଭାରତୀୟ ଖାଦ୍ୟ ନିଗମ(ଏଫ୍ସିଆଇ) ଜଟଣୀ ଗୋଦାମରୁ ଗତ ୪ ମାସ ହେବ ଗହମ ଉଠିପାରୁ ନାହିଁ। ଫଳରେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକର କିଛି ଅଞ୍ଚଳକୁ ଗହମ…
ନାଗ ଓଗାଳିଲା କୁକୁଡ଼ା ଅଣ୍ଡା
ଉଦଳା,୧୧ା୫(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ନାଗଟିଏ କୁକୁଡ଼ା ଭାଡ଼ି ଭିତରେ ପଶି ଅଣ୍ଡା ଗିଳି ଦେଇଥିଲା। ସାପ ଧରାଳୀ ଉଦ୍ଧାର କରିବା ପରେ ନାଗ ଗିଳିଥିବା ୫ଟି ଅଣ୍ଡା ଓଗାଳି ଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ବ୍ଲକ…
ଅଧିନାୟକତ୍ୱ ପରେ ଏବେ ଦଳରୁ ବାହାର ହୋଇପାରନ୍ତି ଜାଡେଜା ! କିଛି ଏଭଳି…
ନୂଆଦିଲ୍ଲୀ,୧୧।୫: ପୁଣି ଚର୍ଚ୍ଚାରେ ଚେନ୍ନାଇ ସୁପର କିଙ୍ଗ୍ସ। ପ୍ଲେଅଫ୍ ଦୌଡ଼ରୁ ଏକପ୍ରକାର ବାହାର ହୋଇଥିବା ଚେନ୍ନାଇର ପୂର୍ବ ଅଧିନାୟକ ରବିନ୍ଦ୍ର ଜାଡେଜା ଚଳିତ ଆଇପିଏଲ୍ରୁ ବାହାର ହୋଇପାରନ୍ତି ବୋଲି କୁହାଯାଉଛି। ଏହାଛଡ଼ା ଜାଡେଜା ଏବଂ ଟିମ୍ ମଧ୍ୟରେ ନୂଆ ବିବାଦ ଉପୁଜିଥିବା…
୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ
କୋକସରା,୧୧ା୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି…
ବର୍ଷା କି ପବନ ହେବ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ସମୁଦ୍ର କୂଳ ଦେଇ ପୁଣିଥରେ ସମୁଦ୍ର…
ମେଡିକାଲରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ
ଆନନ୍ଦପୁର,୧୧ା୫(ସ୍ବ.ପ୍ର.): ଅସାନି ପ୍ରଭାବରେ ଆନନ୍ଦପୁର ଅଞ୍ଚଳରେ ଅନୁଭୂତ ହୋଇଥିବା ସକାଳର ସାମାନ୍ୟ ବର୍ଷାରେ ଚିକିତ୍ସାଳୟ ମଧ୍ୟରେ ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଫଳରେ ରୋଗୀ ଏବଂ ସୋମାନଙ୍କ ସମ୍ପର୍କୀୟମାନେ ଯିବାଆସିବା ସମୟରେ ପଡ଼ି ଆହତ ହୋଇଛନ୍ତି। ଏଭଳି ଘଟଣା ଆନନ୍ଦପୁର…
ଟସ୍ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ
ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସକୁ ଭେଟୁଛି। ଏହି ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ପ୍ଲେ ଅଫ ଦୌଡରେ ରହିବାକୁ ପଡ଼ିଆରେ ପ୍ରବେଶ…
ଟଳିପଡିଲେ ଜଣେ ଆତଙ୍କବାଦୀ
ଶ୍ରୀନଗର,୧୧।୫:ଜମ୍ମୁ-କଶ୍ମୀର ବାନ୍ଦିପୋରାର ସାଲିନ୍ଦର ଜଙ୍ଗଲ ଅଞ୍ଚଳରେ ଏନକାଉଣ୍ଟର ବେଳେ ଜଣେ ଆତଙ୍କବାଦୀଙ୍କ ନିହତ ହୋଇଛନ୍ତି। ଏହା ସହିତ ସୁରକ୍ଷା ବାହିନୀର ଏକ ବଡ ଟିମ୍ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନରେ ନିୟୋଜିତ ଅଛନ୍ତି। ନିୟନ୍ତ୍ରଣ ରେଖା ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ…
ସମ୍ପତ୍ତି ପରେ ଇଡି ଜବତ କଲା ପାସପୋର୍ଟ
ବମ୍ବେ: ଦିନକୁ ଦିନ ବଢ଼ୁଛି ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ନାଡିସଙ୍କ ଅଡୁଆ। ପ୍ରାୟ ୨୦୦ କୋଟି ଟଙ୍କା ଠକେଇ ମାମଲାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। କିଛି ଦିନ ପୂର୍ବରୁ ତାଙ୍କର ୭ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଜବତ କରିନିଆଯାଇଥିଲା।…
ଝିଅକୁ କିଛି ସମୟରେ ଶାନ୍ତ କରିଦେଉଛନ୍ତି ନିକ୍, ପ୍ରିୟଙ୍କା କହିଲେ…
ଉଭୟ ପ୍ରିୟଙ୍କା ଚୋପ୍ରା ଏବଂ ନିକ୍ ଜୋନାସ ଚଳିତ ବର୍ଷ ଆରମ୍ଭରେ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହି ସୁଖ ଉଭୟଙ୍କ ଜୀବନରେ ସରୋଗେସି ମାଧ୍ୟମରେ ଆସିଛି। ମାତୃ ଦିବସରେ ଦେଶୀ ଗର୍ଲଙ୍କ ସହ ତାଙ୍କ ଝିଅର ନାମ ସହିତ…
ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଗିରଫ
କେନ୍ଦୁଝର,୧୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଶିରିଗିଡ଼ା ଗ୍ରାମରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ସନ୍ଦେହରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତାଙ୍କ ନାମ ବବିତା ପେଣ୍ଠେଇ (୨୨)।…
Archives


