Home Left

ପରେଡ୍‌ ବେଳେ ଛୋଟାଉଥିଲେ ପୁଟିନ୍‌

ମସ୍କୋ, ୧୧ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କ୍ୟାନ୍‌ସର ଓ ପାର୍କିନସନ୍‌ସ ରୋଗରେ ପୀଡ଼ିତ ଥିବାନେଇ ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏକାଧିକ ରିପୋର୍ଟ ପ୍ରକାଶ ପାଇବା ପରେ ବିଜୟ ଦିବସ ପରେଡରେ ସେ ଠିକ୍‌ ଭାବେ ଚାଲିପାରୁ ନ ଥିବାର ଫଟୋ ଓ…

ଇସ୍ତଫା ପରେ ପ୍ରଧାନମନ୍ତ୍ରୀଙ୍କ ପଳାୟନ

କଲମ୍ବୋ,୧୧।୫: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ସୋମବାର ଇସ୍ତଫା ଦେବା ପରେ ନିଜ ପରିବାର ସହ ରାଜଧାନୀ କଲମ୍ବୋରୁ ପଳାୟନ କରିଛନ୍ତି। ସେମାନେ ଦ୍ୱୀପରାଷ୍ଟ୍ରର ଉତ୍ତରପୂର୍ବରେ ଥିବା ଟ୍ରିଙ୍କୋମାଲି ନାଭାଲ ବେସ୍‌ରେ ଆଶ୍ରୟ ନେଇଥିବାବେଳେ ଆର୍ଥିକ ସଙ୍କଟକୁ ନେଇ ଆନ୍ଦୋଳନ ତୀବ୍ରତର…

‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍‌ଶୀଘ୍ର ନୂଆ…

ଦୁଇଟି ଭାରତ ସୃଷ୍ଟି କରିଛନ୍ତି ମୋଦି

ଦାହୋଡ୍‌ (ଗୁଜରାଟ),୧୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଦୁଇଟି ଭାରତ ସୃଷ୍ଟି କରିଛନ୍ତି, ଗୋଟିଏ ଧନୀଙ୍କ ପାଇଁ ଓ ଅନ୍ୟଟି ଗରିବଙ୍କ ପାଇଁ। ଦେଶର ସମ୍ବଳକୁ କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର…

ତେଜୁଛି ରାଜନୈତିକ ବିବାଦ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମୁନାହିଁ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଏବଂ ଅନୁଧ୍ୟାନ ରିପୋର୍ଟ ଦାଖଲ କରାଯିବା ପରେ ପୁଣି ଥରେ ମୁହିଁାମୁହିଁ ହୋଇଛନ୍ତି ଶାସକ ବିଜେଡି ଏବଂ…

ମଦ୍ୟପାନରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ସର୍ବଭାରତୀୟ ହାର ଅପେକ୍ଷା ଓଡ଼ିଶାରେ ଅଧିକ ହାରରେ ପୁରୁଷମାନେ ମଦ୍ୟପାନ କରନ୍ତି। ସେହିଭଳି ଏହି କ୍ଷେତ୍ରରେ ଓଡ଼ିଶାର ମହିଳାମାନେ ବି ସର୍ବଭାରତୀୟ ହାର ଅପେକ୍ଷା ଆଗରେ ରହିଛନ୍ତି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଜ୍ୟର ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ମଦ୍ୟପଙ୍କ…

ପ୍ରଥମ ମୁକ୍ତାକାଶ ସ୍କଲ୍ପଚର୍‌ ପାର୍କ ଏବେ ଜରାଜୀର୍ଣ୍ଣ

ବନ୍ଦନା ସେଠୀ ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏବଂ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତୋଟି…

ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ପରିବାରବର୍ଗ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀର ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରରେ ରହୁଥିବା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏହି ଘଟଣାର ଅଢ଼େଇ ମାସ ପରେ ଏପ୍ରିଲ ୧୯ରେ…

ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ

କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍‌ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଅର୍ଥ…

ଅନାବଶ୍ୟକ ହମ୍ପ୍‌ସ ହଟିବ

ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍‌ପି, ଆର୍‌ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟକଲେ ଦୁର୍ଘଟଣା ଓ ମୃତ୍ୟୁ ହ୍ରାସ ପାଇପାରିବ ବୋଲି ମୁଖ୍ୟ ଶାସନ ସଚିବ…

ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବନ୍ଦୋବସ୍ତ କରିବାକୁ ଡିଜିପି ସୁନୀଲ ବଂଶଲ ନିର୍ଦ୍ଦେଶ ଦେଇଛନ୍ତି ା ଓଡ଼ିଶାରେ ରେଳ…

ଓୟୁଟିଆର୍‌ ନବକଳେବର ପାଇଁ ୧୫୦୦ କୋଟି

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri