Home Left

ଟୁଇଟର ଡିଲ୍‌ ପଛରେ ବିନିତା

ଓ୍ବାଶିଂଟନ୍‌, ୧୧ା୫: ଟେସ୍‌ଲା ସିଇଓ ଏଲନ୍‌ ମସ୍କ ଟୁଇଟର କିଣାକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଏବେ ଏଥିରେ ଆଉ ଏକ ଖବର ଆଲୋଚନାକୁ ଆସିଛି। ଟୁଇଟମର ଡିଲ୍‌ରେ ଏହି ମାଇକ୍ରୋ ବ୍ଲଗିଂ ସାଇଟ୍‌ର ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସ୍ତ୍ରୀ…

ଡାନିଶ୍‌ ସିଦ୍ଦିକିଙ୍କୁ ମରଣୋତ୍ତର ପୁଲିଜର

ନ୍ୟୁୟର୍କ,୧୧ା୫: ପରଲୋକଗତ ଫଟୋଜର୍ନାଲିଷ୍ଟ ଡାନିଶ ସିଦ୍ଦିକିଙ୍କ ସମେତ ୪ ଭାରତୀୟଙ୍କୁ ଫିଚର ଫଟୋଗ୍ରାଫି ବର୍ଗରେ ୨୦୨୨ ବର୍ଷ ଲାଗି ମର୍ଯ୍ୟାଦାଜନକ ପୁଲିଜର ପୁରସ୍କାରରେ ସମ୍ମାନିତ କରାଯାଇଛି। ଅନ୍ୟମାନେ ହେଲେ ସିଦ୍ଦିକିଙ୍କ ସହକର୍ମୀ ଆଦନାନ ଆବିଦି, ସନ୍ନା ଇର୍ଶାଦ ମାଟ୍ଟୁ ଏବଂ ଅମିତ୍‌…

ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ…

ଜୁନ୍‌ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ଟି ବିଦ୍ୟାଳୟରେ ଜୁନ୍‌ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।…

ଗ୍ରାହମ ଥର୍ପେ ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ, ୧୦ା୫: ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଓ କୋଚ୍‌ ଗ୍ରାହମ ଥର୍ପେ ଗୁରୁତର ଭାବେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦେଶର ପ୍ରଫେସନାଲ କ୍ରିକେଟର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଏନେଇ ସୂଚନା ଦିଆଯାଇଛି। ୫୨ ବର୍ଷୀୟ ଥର୍ପେ ଇଂଲଣ୍ଡ କୋଚିଂ…

ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ

ମେଲବୋର୍ନ, ୧୦ା୫: ଭାରତୀୟ କ୍ରିକେଟ ଟିମ୍‌ ସେପ୍ଟେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଆଇସିସି ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟ ପାଇଁ ନିଜକୁ ପ୍ରସ୍ତୁତ କରିବା ଲାଗି ମଧ୍ୟ ନିଜ ଦେଶରେ ଜିମ୍ବାଓ୍ବେ, ନ୍ୟୁଜିଲାଣ୍ଡ,…

ବିନିତା କରିଥିଲେ ଟୁଇଟର ଡିଲ୍‌…

ଓ୍ବାଶିଂଟନ୍‌, ୧୦।୫ : ଟେସ୍‌ଲା ସିଇଓ ଏଲନ୍‌ ମସ୍କ ମାଇକ୍ରୋ ବ୍ଲଗିଂ ସାଇଟ୍‌ର ଟୁଇଟର କିଣିବା ନେଇ ନାନା ପ୍ରକାର ଚର୍ଚ୍ଚା ଜାରି ରହିଛି। ଏବେ ଏ ସମ୍ପର୍କରେ ଏକ ନୂଆ ଖବର ସାମ୍ପନାକୁ ଆସିଛି। ଏହି ଡିଲ୍‌ରେ ଟୁଇଟର ସିଇଓ…

ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବରଗଛ ଡାଳ; ଚାଲିଗଲା ନାବାଳିକାଙ୍କ ଜୀବନ

ବରପାଲି, ୧୦।୫(ଡି.ଏନ୍‌.ଏ.): ବରଗଛ ଡାଳ ମୁଣ୍ଡରେ ପଡି ଯିବାରୁ ବରଗଡ଼ ଜିଲା ଭଟିଗାଁ ଗ୍ରାମରେ ମଙ୍ଗଳବାର ଜଣେ ନାବାଳିକାର ମୃତ୍ୟୁ ଘଟିଛି । ମୃତ ନାବାଳିକା ହେଲେ ଉକ୍ତ ଗ୍ରାମର ସୁଶୀଲ ଭୁଏଙ୍କ ଝିଅ ସୋନାଲି ଭୁଏ(୧୫)। ସକାଳ ପ୍ରାୟ ୧୦…

କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ

ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା ଆଉ…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର ସେମାନଙ୍କୁ…

ଓୟୁଟିଆର୍‌ର ହେବ ନବକଳେବର: ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର୍‌)ର ନବକଳେବର ହେବ। ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଏବେ ଏହି ଅନୁଷ୍ଠାନର…

ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ବର,୧୦।୫(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ମିଳିବ। ଜାତୀୟ ସାମାଜିକ ସହାୟତା କାଯର୍ର୍‌ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ମିଳିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri