Home Left

ଉପକୂଳ ଦେଇ ମାଡ଼ି ଆସୁଛି ବାତ୍ୟା: ପ୍ରବଳ ବର୍ଷା ସହ ଜାରି ରହିଛି ପବନ

ଚେନ୍ନାଇ,୨୯ା୧୧: ବାତ୍ୟା ଡିଟ୍‌ଓ୍ବା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରୁଥିବା ବେଳେ ଉତ୍ତର ତାମିଲନାଡୁ ଏବଂ ପଣ୍ଡିଚେରୀ ଉପକୂଳ ଦିଗରେ ଅଗ୍ରସର ହେଉଛି। ଏହାର ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଛି। ବାତ୍ୟା ମୁକାବିଲା ପାଇଁ କର୍ତ୍ତୃପକ୍ଷ ବିଭିନ୍ନ ଦିଗରେ ପ୍ରସ୍ତୁତି…

ପାର୍ଟନର ଯୋଡି ହେଡନଙ୍କୁ ବିବାହ କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ମେଲ୍‌ବର୍ନ,୨୯ା୧୧: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍‌ ଶନିବାର ତାଙ୍କ ପାର୍ଟନର ଯୋଡି ହେଡନଙ୍କୁ ବିବାହ କରିଛନ୍ତି। ରାଜଧାନୀ କାନ୍‌ବେରାସ୍ଥିତ ଆଲବାନିସ୍‌ଙ୍କ ସରକାରୀ ବାସଭବନରେ ବିବାହ ସମ୍ପନ୍ନ ହୋଇଛି। ଅଷ୍ଟ୍ରେଲିଆ ସଂଘୀୟ ସରକାରର ୧୨୪ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଜଣେ…

ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା

ଭଦ୍ରକ,୨୯ା୧୧: ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର…

କାର୍ଯ୍ୟାଳୟ ଭିତରେ ତମାଖୁ ସେବନ କଲେ ଜରିମାନା

ନୂଆପଡ଼ା,୨୯ା୧୧(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ତମାଖୁ ମୁକ୍ତ ଅଭିଯାନ ୩ର ଶୁଭାରମ୍ଭ ହୋଇଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଦ୍ୱାରିକାନାଥ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀକ୍ଷକ ଡ.…

ଅତିରିକ୍ତ ତହସିଲଦାରଙ୍କ ଉପରୁ ହଟିଲା ବାସନ୍ଦ କଟକଣା

ଛତ୍ରପୁର, ୨୯ା୧୧ (ଦିଲୀପ ସାମଲ): କୈବର୍ତ୍ତ କୁଳ ସମାଜରୁ ବାସନ୍ଦ ହୋଇଥିବା ଆସିକା ଅତିରିକ୍ତ ତହସିଲଦାର ସୌଦାଗର ବେହେରାଙ୍କ ଉପରୁ ଜାତିରୁ ବାସନ୍ଦ କଟକଣା ହଟିଛି। ବେହେରାଙ୍କ ପରିବାର କୁଳରେ ସାମିଲ ହେବା ପାଇଁ କୁଳ ସମାଜର କର୍ମକର୍ତ୍ତା ରାଜି ହୋଇଛନ୍ତି…

ବାପାଙ୍କ ପିଣ୍ଡ ବିସର୍ଜ ବେଳେ ବୁଡ଼ିଗଲେ ପୁଅ

ଆସିକା ୨୯ା୧୧ (ସୁରେନ୍ଦ୍ର ନାଥ ସାହୁ): ଆସିକା ଏନ୍‌ଏସିର ସୁନାମ୍ବ ସାହି ଜଗନ୍ନାଥ ମନ୍ଦିର ସଂଲଗ୍ନ ଋଷିକୂଲ୍ୟ ନଦୀ ଗଣ୍ଡରେ ଶନିବାର ବାପାଙ୍କ ଶ୍ରାଦ୍ଧ କାର୍ଯ୍ୟ ସାରି ପିଣ୍ଡ ବିସର୍ଜନ ବେଳେ ବୁଡ଼ି ଯାଇ ପୁଅଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ

ଛତ୍ରପୁର,୨୯ା୧୧(ଦିଲ୍ଲୀପ ସାମଲ) ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଗ୍ରାମରେ ଭଲିବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର୍‌ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟର ଉଦ୍‌ଘାଟନ କରିଛନ୍ତି। ଭଲିବଲ ଟୁର୍ନାମେଣ୍ଟ ଯୁବଖେଳାଳୀଙ୍କୁ ବେଶ ଉତ୍ସାହ ଉଦ୍ଦୀପନା ଆଣିବାରେ ସହାୟକ…

ଡବ୍ଲ୍ୟୁପିଏଲ୍‌-୪ କାର୍ଯ୍ୟସୂଚୀ ଘୋଷିତ

ମୁମ୍ବାଇ,୨୯ା୧୧: ଆସନ୍ତା ବର୍ଷ ଜାନୁଆରୀ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣ ଲାଗି ଶନିବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚ୍‌ରେ ରୟାଲ…

ଜୟ ଶାହାଙ୍କୁ ମିଳିଲା ଆଉଟଷ୍ଟାଣ୍ଡିଂ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ନୂଆଦିଲ୍ଲୀ,୨୯ା୧୧: ଆଇସିସି ଚେୟାରମ୍ୟାନ ଜୟ ଶାହାଙ୍କୁ ଭାରତୀୟ ମହିଳା କ୍ରିକେଟ୍‌ରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସିଏନ୍‌ଏନ୍‌-ନ୍ୟୁଜ ୧୮ ପକ୍ଷରୁ ଇଣ୍ଡିଆନ ଅଫ୍‌ ଦି ଇୟର ପୁରସ୍କାର ବିତରଣ ଉତ୍ସବରେ ଆଉଟ୍‌ଷ୍ଟାଣ୍ଡିଂ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାରକୁ ଶାହା ଭାରତୀୟ…

ଆରମ୍ଭରୁ ଅବ୍ୟବସ୍ଥା: ଖୋଲିଲା ମଣ୍ଡି, ଉଠିଲାନି ଧାନ

ଭବାନୀପାଟଣା,୨୯ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଶନିବାରଠାରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡିର ଶୁଭାରମ୍ଭ ହୋଇଛି। ଜିଲାର ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ ଘୋଟିଆ ମଣ୍ଡିରୁ ଏହାର ଶୁଭାରମ୍ଭ ହୋଇଥିବାବେଳେ ଆରମ୍ଭରୁ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମଣ୍ଡି ଖୋଲିଥିଲେ ମଧ୍ୟ…

୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା

ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମରେ। ଘଟଣାରୁ ପ୍ରକାଶ ଯେ, କାହ୍ନୁଗୁଡ଼ା ଗ୍ରାମର କମ୍ବୁ…

ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ

ଭଦ୍ରକ,୨୯।୧୧(ସନାତନ ରାଉତ): ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଅଧ୍ୟକ୍ଷଙ୍କ ବିରୋଧରେ କୋଟିଏରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri