Home Left

ନୟାଗଡ଼ରେ ୧୬ରୁ ୧୬ ହାତେଇଲା ବିଜେଡ଼ି

ନୟାଗଡ଼ ଅଫିସ,୨୬।୩: ନୟାଗଡ଼ରେ ପୌର ନିର୍ବାଚନ ଫଳାଫଳ ଆସିଥିବା ବେଳେ ୧୬ରୁ ୧୬ଟି ଆସନ ହାତେଇଛି ବିଜେଡି। ନୟାଗଡ଼ ମ୍ୟୁନିସିପାଲଟିର ୧୬ଟି ଓ୍ବାର୍ଡରେ ବିଜେଡି କାଉନସିଲର ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ପୂର୍ବରୁ ୫ ନମ୍ବର ଓ୍ବାର୍ଡ କାଉନସିଲର ପ୍ରାର୍ଥୀ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ…

ପ୍ରଥମ କ୍ୟାବିନେଟ ବୈଠକରେ ଯୋଗୀଙ୍କ ବଡ଼ ନିଷ୍ପତ୍ତି: ୩ମାସ ଯାଏ ବଢ଼ିଲା ରାଶନ ଯୋଜନା

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶରେ ପୁଣି ଥରେ ଶାସନ ଭାର ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆକ୍ସନ ମୁଡରେ ଆସିଯାଇଛନ୍ତି। ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ଅର୍ଥାତ୍‌ ଶନିବାର ଯୋଗୀ ନିଜ ନୂଆ କ୍ୟାବିନେଟ ସହ ପ୍ରଥମ ବୈଠକ କରିଛନ୍ତି।…

୨ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ଭୋଟ ଗଣତି

ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ମହାନଗର ନିଗମ ଓ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। ତେବେ ଭୁବନେଶ୍ୱର ଗତକାଲି ଗଣ୍ଡଗୋଳ ପାଇଁ ୨ ଘଣ୍ଟା ବିଳମ୍ବରେ ଗଣତି ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡରେ ଓ୍ବାର୍ଡ ନଂ-…

ଶ୍ରୀଲଙ୍କାକୁ ୪୦ ହଜାର ଟନ୍‌ ଡିଜେଲ ପଠାଇବ ଭାରତ

ନୂଆଦିଲ୍ଲୀ,୨୬।୩ : ଆର୍ଥିକ ସଙ୍କଟ ଦେଇ ଗତି କରୁଛି ଶ୍ରୀଲଙ୍କା। ଏଭଳି ସ୍ଥତିରେ ସହଯୋଗର ହାତ ବଢାଇଛି ଭାରତ। ଶ୍ରୀଲଙ୍କାର ଅନୁରୋଧ କ୍ରମେ ଭାରତ ୪୦ ହଜାର ଟନ ଡିଜେଲ ପଠାଇବାକୁ ପ୍ରତିଶ୍ରୁତି ଦେଇଛି। ଭାରତୀୟ ତୈଳ ନିଗମ ଆଗମୀ କିଛି…

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ…

ଜାଣନ୍ତୁ ପ୍ରଥମ ଦିନରେ କେତେ ଆୟ କରିଛି ଫିଲ୍ମ‘ଆର୍‌ଆର୍‌ଆର୍‌’

ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍‌ଆର୍‌ଆର୍‌’ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ନିର୍ଦ୍ଦେଶକ ରାଜାମୌଲିଙ୍କ ଏହି ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ ଭିଡ ଦେଖିବାକୁ ମିଳିଥିଲା। ତେବେ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି। ପ୍ରଥମ ଦିନରେ ହିନ୍ଦୀ ଭର୍ସନରେ ୧୮ କୋଟି…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୪୩ ପଜିଟିଭ୍‌

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ସେହିପରି ୨୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋିଥିବା ବେଳେ ୧୭ ଜଣ ଲୋକାଲ୍‌ କେସ୍‌ ରହିଛି।…

୩୧ ଦିନରେ ଧ୍ୱଂସ ହେଲା ଖାର୍କିବ, ଦେଖାଦେଲାଣି ଘୋର ଖାଦ୍ୟ ସଙ୍କଟ

କ୍ୱିଭ,୨୬ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ମାସେ ପୂରଣ ହୋଇଥିଲେ ବି ଆକ୍ରମଣ ପୂର୍ବଭଳି ଜାରି ରହିଛି । ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଲଗାତାର ଆକ୍ରମଣ ଚାଲିଛି । ରୁଷିଆ ୟୁକ୍ରେନର ସବୁ ବଡ ବଡ ସହରକୁ ଟାର୍ଗେଟ କରିଥିବା ବେଳେ…

ଉଲଗ୍ନ କରି ଯାଞ୍ଚ କରିବା ପଡ଼ିଲା ମହଙ୍ଗା

ଗୁଆହାଟୀ,୨୬।୩: ୮୦ ବର୍ଷୀୟା ମହିଳାଙ୍କୁ ଉଲଗ୍ନ ଯାଞ୍ଚ କରିବା ମହଙ୍ଗା ପଡିଛି। ଗୁଆହାଟୀ ବିମାନ ବନ୍ଦରରେ ନିଯୁକ୍ତ ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ (ସିଆଇଏସ୍‌ଏଫ୍‌)ର ଜଣେ ମହିଳା କନ୍‌ଷ୍ଟେବଳଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ସିଆଇଏସ୍‌ଏଫ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବୃଦ୍ଧାଙ୍କ…

ରୁଷିଆ ଜାହାଜକୁ ଧ୍ୱଂସ କଲା ୟୁକ୍ରେନ

କ୍ୱିଭ୍‌,୨୬।୩: ଗତ ଏକ ମାସ ଧରି ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ଆହତ ହୋଇଛନ୍ତି। ୟୁକ୍ରେନ ଉପରେ ଆକ୍ରମଣ କରି ରୁଷିଆକୁ ଅନେକ…

ମୋଦି ସରକାରଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ

ରାଞ୍ଚି,୨୬ ।୩: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କେନ୍ଦ୍ରର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କୋଲ ଇଣ୍ଡିଆ ଉପରେ ଝାରଖଣ୍ଡର ୧.୩୬ ଲକ୍ଷ କୋଟି ଟଙ୍କା ବାକି ରହିଛି । ଏହା ରାଜ୍ୟର ଅଧିକାର ଓ ରାଜ୍ୟ…

ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ

କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri