ଭାଜପା କାର୍ଯ୍ୟକ୍ରମରେ ସାମିଲ ହେବେ ରାହୁଲ ଦ୍ରାବିଡ
ଶିମ୍ଲା,୧୦।୫: ଚଳିତ ବର୍ଷ ଶେଷ ସୁଦ୍ଧା ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ, ଆସନ୍ତା ୧୨ ରୁ ୧୫ ତାରିଖ ପର୍ଯ୍ୟନ୍ତ ଧର୍ମଶାଳାରେ ଭାଜପା ଯୁବା ମୋର୍ଚ୍ଚାର ଜାତୀୟ କାର୍ଯ୍ୟକାରିଣୀ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ…
ପୁଣି ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…
ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ
ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟ ସରକାର ମୃତକଙ୍କ ପରିବାର ଲୋକଙ୍କୁ ୧୦…
ଶ୍ରୀଲଙ୍କାରେ ଗୃହଯୁଦ୍ଧ ପରିସ୍ଥିତି
କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଦେଖାଯାଇଥିବା ଗମ୍ଭୀର ଆର୍ଥିକ ସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏହି ଘଟଣାର କିଛି ଘଣ୍ଟା ଭିତରେ ମହିନ୍ଦା ରାଜପାକ୍ସେଙ୍କ ସମର୍ଥକଙ୍କ ଦ୍ୱାରା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କ କାର୍ଯ୍ୟାଳୟ…
ଜମ୍ମୁ-କଶ୍ମୀରରେ ଠାବ ହେଲା ଆତଙ୍କବାଦୀ ଶିବିର, ଏକେ ୪୭ର କିଛି ରାଉଣ୍ଡ ଗୁଳି ଜବତ
ଜମ୍ମୁ,୧୦ ।୫: ଜମ୍ମୁ-କଶ୍ମୀର ପୁଂଛ ଜିଲାର ଜଙ୍ଗଲ ଅଞ୍ଚଳରେ ଏକ ତଲାସି ଅଭିଯାନ କରାଯାଇଥିଲା । ଫଳରେ ସେଠାରେ ଥିବା ଆତଙ୍କବାଦୀ ଶିବିର ସମ୍ପର୍କରେ ସୂଚନା ମିଳିବା ସହ ଏକେ ୪୭ର କିଛି ରାଉଣ୍ଡ ଗୁଳି ଜବତ କରାଯାଇଥିବା ସୂଚନା ମିଳିଛି…
ବୁମ୍ରାଙ୍କ ଘାତକ ବୋଲିଂ ପରେ ସ୍ତ୍ରୀ କହିଲେ ମୋ ସ୍ବାମୀ…
ମୁମ୍ବାଇ,୧୦।୫: ଆଇପିଏଲ ୨୦୨୨ର ୫୬ତମ ମ୍ୟାଚ୍ରେ ଦୁଇଥର ବିଜେତା କୋଲକାତା ନାଇଟ ରାଇଡର୍ସ ପାଞ୍ଚଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସକୁ ୫୨ ରନ୍ରେ ପରାସ୍ତ କରି ଆଇପିଏଲରେ ପ୍ଲେ ଅଫରେ ପହଞ୍ଚିବା ଆଶା ଉଜ୍ଜିବୀତ ରଖିଛି। ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର…
ଶ୍ରୀଲଙ୍କା ସ୍ଥିତିକୁ ନେଇ ଟୁଇଟ୍ କଲା ଆମେରିକା
କଲମ୍ବୋ,୧୦ ।୫: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ କାରଣରୁ ସ୍ଥିତି ଏକଦମ ବିଗିଡି ଯାଇଛି । ଦେଶବ୍ୟାପି ଏବେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରହିଛି । ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ଇସ୍ତଫା ଦେବା ପରେ ବି ପ୍ରଦର୍ଶନକାରୀ ମନ୍ତ୍ରୀଙ୍କ…
ସର୍ବଦଳୀୟ ବୈଠକ : ୨୭୯ ବୁଥ୍ରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର
ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ସୋମବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡିକର କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ନିର୍ବାଚନ ଆୟୋଗଙ୍କ ଦ୍ୱାରା ବ୍ରଜରାଜନଗର…
ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା
ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ ଦଳ ବିଧିବଦ୍ଧ ଭାବେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି। ବିଜେଡିରୁ ପୂର୍ବତନ ବିଧାୟକ ସ୍ବର୍ଗତ…
ଶ୍ରୀଲଙ୍କାରେ ସ୍ଥିତି ଅଣାୟତ୍ତ: ଏମ୍ପି ସମେତ ୫ ଜଣଙ୍କ ମୃତ୍ୟୁ
କଲମ୍ବୋ,୧୦।୫: ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ତାଙ୍କ ସମର୍ଥକମାନେ ବ୍ୟାପକ ହିଂସାକାଣ୍ଡ ଘଟାଇଛନ୍ତି। ରାଜପାକ୍ସେଙ୍କ ସମର୍ଥକ ଓ ସରକାରଙ୍କୁ ବିରୋଧ କରୁଥିବା…
ସବୁ ନେତାଙ୍କ ସହଯୋଗ ଲୋଡ଼ିଲେ ସୋନିଆ
ନୂଆଦିଲ୍ଲୀ,୧୦।୫: ରାଜସ୍ଥାନର ଉଦୟପୁରରେ ମେ’ ୧୩ରୁ ୧୫ କଂଗ୍ରେସର ଚିନ୍ତନ ଶିବିର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମସ୍ତ ନେତାଙ୍କ ସହଯୋଗ ଲୋଡ଼ିଛନ୍ତି। ସୋମବାର ଦଳୀୟ ମୁଖ୍ୟାଳୟରେ ସିଡବ୍ଲ୍ୟୁସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।…
Archives


