ପାନାମା ପଣ୍ୟବାହୀ ଜାହାଜକୁ ମୁକ୍ତକର: ହାଇକୋର୍ଟ
କଟକ ଅଫିସ,୨୭ା୮: ବ୍ୟବସାୟିକ ବିବାଦକୁ ନେଇ ପାରାଦୀପ ବନ୍ଦରରେ ଅଟକ ରଖାଯାଇଥିବା ପାନାମାର ପଣ୍ୟବାହୀ ଜାହାଜ ‘ଏମ୍ଭି ମେରାଇନ୍ ହର୍ନବିଲ୍ (ଆଇଏମ୍ଓ ନଂ- ୯୫୯୪୩୬୫)’କୁ ମୁକ୍ତ କରିବା ପାଇଁ ଶୁକ୍ରବାର ହାଇକୋର୍ଟ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଜାହାଜ କର୍ତ୍ତୃପକ୍ଷଙ୍କ…
କାରାଗାରରେ କଏଦୀଙ୍କ ପାଇଁ ଆଧାର କ୍ୟାମ୍ପ୍
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଭୁବନେଶ୍ୱର ଡାକମଣ୍ଡଳ ପକ୍ଷରୁ ଦୁଇଦିନ ଧରି ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଆଧାର ପଞ୍ଜୀକରଣ ଓ ସଂଶୋଧନ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଅଧିକାଂଶ କଏଦୀଙ୍କ ଆଧାର ନମ୍ବର ନ ଥିବାରୁ ବା ଆଧାର ତଥ୍ୟ ଭୁଲ୍ ଥିବାରୁ ସେମାନେ କାରାଗାର…
ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ସାଙ୍ଗଙ୍କୁ ପଚରାଉଚରା
ଭୁବନେଶ୍ୱର,(ବ୍ୟୁରୋ)୨୭ା୮: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍ଫୋସିଟି ଗ୍ରୀନ୍ ଆପାର୍ଟମେଣ୍ଟରେ ରହୁଥିବା ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ଆତ୍ମହତ୍ୟା ଘଟଣାର ରହସ୍ୟ ଫିଟାଇ ପାରୁନାହିଁ ପୋଲିସ। ଘଟଣାକୁ ୯ ଦିନ ବିତିଯାଇଥିବାବେଳେ ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ…
ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ହାତାହାତି
ଭୋଗରାଇ,୨୭।୮(ଡି.ଏନ.ଏ.): ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶୃଙ୍ଖଳାଜ୍ଞାନ ଶିଖାଇବା ଦାୟିତ୍ୱ ଶିକ୍ଷୟିତ୍ରୀ ଶିକ୍ଷକଙ୍କର। ହେଲେ ସ୍କୁଲ ପରିସରରେ ଦୁଇ ଶିକ୍ଷୟିତ୍ରୀ ନିଜ ନିଜ ମଧ୍ୟରେ ହାତାହାତି ହେବା ଓ ଜଣଙ୍କ ଆକ୍ରମଣରେ ଆଉ ଜଣଙ୍କ ମୁଣ୍ଡ ଫାଟିବା ଭଳି ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ…
ସୃଷ୍ଟି ହେବେ ଯୁବ ଉଦ୍ୟୋଗୀ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଅଧିକ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂତନ ଉଦ୍ୟୋଗୀ ହେବାର ଚିନ୍ତାଧାରାକୁ ତୃଣମୂଳ ସ୍ତରରୁ ବିକାଶ କରିବା ସକାଶେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଶିକ୍ଷିତ ଯୁବଗୋଷ୍ଠୀକୁ ଏକ…
ପୁଦିନାର ବ୍ୟବହାର, ସ୍ବାସ୍ଥ୍ୟ ସମସ୍ୟାକୁ କରେ ଦୂର
ଅନେକ ସମୟରେ ମାର୍କେଟ୍ରେ ପୁଦିନା ସହଜରେ ମଳିଳିଯାଇଥାଏ। ଏହା ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିଥିାନ୍ତି। ତେବେ ଜାଣନ୍ତୁ କିପରି କରିବେ ପୁଦିନାର ବ୍ୟବହାର। –…
ଗ୍ରେନେଡ ସହ ଆତଙ୍କବାଦୀଙ୍କ ୩ ସହଯୋଗୀ ଗିରଫ, ପାକିସ୍ତାନ ପତାକା ଜବତ
ଶ୍ରୀନଗର,୨୭ ।୮: ଉତ୍ତର କଶ୍ମୀରର ସୋପୋରରେ ଶୁକ୍ରବାର ଲସ୍କର-ଏ-ତୋଏବାର ୩ ଓଭର ଗ୍ରାଉଣ୍ଡ ୱାର୍କରଙ୍କୁ ସୁରକ୍ଷା କର୍ମୀ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ୩ ହ୍ୟାଣ୍ଡ ଗ୍ରେନେଡ, ୯ ପୋଷ୍ଟର ଓ ୧୨ ପାକିସ୍ତାନୀ ପତାକା ଜବତ କରାଯାଇଛି ।…
ବନ୍ୟାରେ ଛଟପଟ ହେଉଛନ୍ତି ଲୋକେ,ସରକାର ମିଛ ପ୍ରଚାରରେ ବ୍ୟସ୍ତ: କଂଗ୍ରେସ
ଭୁବନେଶ୍ବର, ୨୬ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ଜଳମଗ୍ନ ହୋଇ ହଜାର ହଜାର ଏକର ଫସଲ ସମ୍ପୂର୍ଣ୍ଣ…
ଦେଶକୁ ଦେବାଳିଆ କରିଦେବ କରଦାତାଙ୍କ ଟଙ୍କାରେ ମାଗଣା ସୁବିଧା: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬।୮: କରଦାତାମାନଙ୍କ ଟଙ୍କାରେ ଲୋକଙ୍କୁ ମାଗଣା ସୁବିଧା ଯୋଗାଇ ଦିଆଯାଉଛି। ଏହାଦ୍ୱାରା ଦେଶ ଅତ୍ୟନ୍ତ ଦେବାଳିଆ ସ୍ଥିତିକୁ ଚାଲିଯିବ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି। ନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦେଉଥିବା ମାଗଣା…
ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଓଡ଼ିଶାରେ ରହିଛି ୨ଟି ନକଲି ବିଶ୍ୱବିଦ୍ୟାଳୟ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପ୍ରତିବର୍ଷ ପରି ଏଥର ମଧ୍ୟ ନାମଲେଖା ପୂର୍ବରୁ ୟୁଜିସି ନକଲି ବିଶ୍ୱବିଦ୍ୟାଳୟ ତାଲିକା ପ୍ରକାଶ କରିଛି। ଏଥିରେ ଓଡ଼ିଶା ସମେତ ଦେଶର…
ଛାତ୍ରୀଛାତ୍ରଙ୍କୁ ପିଟିବା ଘଟଣା: ଥାନାରୁ ମୁକୁଳିଲେ ଅଭିଯୁକ୍ତ ଶିକ୍ଷକ
ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାସଖାଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ୟ ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ହୋଇ ଛାତ୍ରୀଛାତ୍ରୀଙ୍କୁ ମାଡ଼ମାରି କ୍ଷତାକ୍ତ କରିଦେଇଥିଲେ। ସଂପୃକ୍ତ ଶିକ୍ଷକଙ୍କୁ ଶୁକ୍ରବାର ଅଡ଼ବା ପୋଲିସ ଗିରଫ କରିଥିଲା। ତେବେ ଥାନାରେ ଶିକ୍ଷକଙ୍କୁ ସିଆରପିସିର…
ପାକିସ୍ତାନ ବିପକ୍ଷରେ କ୍ୟାରିୟରର ୧୦୦ତମ ଟି୨୦ ମ୍ୟାଚ୍ ଖେଳିବେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୨୬।୮: ଏସିଆ କପ୍ରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ ଭାରତ। ଏହି ମ୍ୟାଚ୍ ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ପାଇଁ ଐତିହାସିକ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିବେ। ଏପରି କରି…

