ଟ୍ରଲି ଭଡ଼ା କରି ଭୋଟ ଦେବାକୁ ଆସିଲେ ୧୨୦ ବର୍ଷିୟା ଭୋଟର
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୋଟ ଦେବା ପାଇଁ ଟ୍ରଲି ଭଡ଼ା କରି ଆସିଥିଲେ ୧୨୦ବର୍ଷର ମହିଳା ଭୋଟର ଭାବମଣି ବେହେରା। ଭୁବନେଶ୍ୱର ୟୁନିଟ୍-୨ ବସ୍ତିର ବାସିନ୍ଦା ଭାବମଣି ବୟସର ଅପରାହ୍ନରେ ଉପନୀତ ହୋଇ ମଧ୍ୟ ଆଗ୍ରହର ସହ ଗଣତନ୍ତ୍ରର ମହାନ୍ ପର୍ବରେ ସାମିଲ ହୋଇ…
ଯୋଗୀଙ୍କ ଶପଥ ଗ୍ରହଣ ପୂର୍ବରୁ ହେବ ପୂଜାର୍ଚ୍ଚନା, ଯୋଗ ଦେବେ ମୋଦି
ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଶପଥ ନେବାକୁ ଯାଉଛନ୍ତି । ସନ୍ଧ୍ୟା ୪ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏହା ପୂର୍ବରୁ ପୂଜାର୍ଚ୍ଚନା କରାଯିବ । ସାରା ଦେଶରେ…
ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ
ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ…
ଶେଷ ମତଦାନ କହି କାନ୍ଦି ପକାଇଲେ ୮୮ ବର୍ଷିୟା ବୃଦ୍ଧା
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଓ୍ବାର୍ଡ ନଂ. ୪୯ ଅନ୍ତର୍ଗତ ଆଇଗିଣିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଥ୍ ନଂ. ୫୦୯ରେ ଗୁରୁବାର ମତଦାନ କରିଛନ୍ତି ୮୮ ବର୍ଷିଆ ବୃଦ୍ଧା ଅନ୍ନପୂର୍ଣ୍ଣା ଦାସ। ତେବେ ସେ ଭୋଟ ଦେଇ ଯେତିକି ଖୁସି…
ଅଧା ବାଟରେ ଏମ୍ଡିଏମ୍ ଚାଉଳ ହଡ଼ପ
ଯାଜପୁର ଅଫିସ,୨୫ା୩: ସରକାର ପ୍ରାଥମିକ ଶିକ୍ଷାକୁ ଶିକ୍ଷା ଅଧିକାର ଆଇନରେ ଅନ୍ତର୍ଭୁକ୍ତ କରି ସାର୍ବଜନୀନ କରିବାକୁ ଗୁରୁତ୍ୱ ଦେଉଛନ୍ତି। ଏହିକ୍ରମରେ ପିଲାମାନଙ୍କୁ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) ଯୋଜନା ପ୍ରଣୟନ ହୋଇଛି। ୨୦୨୧…
ପଡ଼ିଆରେ ବ୍ୟାଟ୍ସମ୍ୟାନ୍-ବୋଲର୍ଙ୍କ ମଧ୍ୟରେ ରୋଚକ ମୁହୂର୍ତ୍ତ : ଦେଖନ୍ତୁ ଭିଡିଓ
ଲାହୋର,୨୫।୩:ପୂର୍ବ ତୁଳନାରେ ଆଜିକାଲି କ୍ରିକେଟ୍ ଏକ ଭଦ୍ରଲୋକଙ୍କ ଖେଳ ଭାବରେ ଉଭା ହେଉଛି। ଅତୀତରେ, ପ୍ରତିଦ୍ୱନ୍ଦ୍ୱୀ ଖେଳାଳିଙ୍କ ସହିତ କ୍ରିକେଟ ପଡ଼ିଆରେ ପରସ୍ପରକୁ ସ୍ଲେଜ କରିବା ଦେଖାଯାଉଥିଲା। ଉଭୟ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ଦଳ ସେଜିଂ ପାଇଁ ଜଣାଶୁଣା। ନିକଟରେ ଏକ…
ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର ପରିଷଦ…
ଆଜି ରିଲିଜ୍ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍ଆର୍ଆର୍’
ବହୁ ଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲିଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ‘ଆର୍ଆର୍ଆର୍’ ଆଜି ପ୍ରେକ୍ଷାଳୟରେ ରିଲିଜ୍ ହେବ। ଦର୍ଶକଙ୍କ ମଧ୍ୟରେ ଫିଲ୍ମକୁ ନେଇ କ୍ରେଜ୍ ରହିଛି। ରିଲିଜ୍ ହେବା ପୂର୍ବରୁ ସିନେମା ହଲରେ ଟିକେଟ୍ ଶେଷ…
ସଫଳତା ଏକ ଇଭେଣ୍ଟ ନୁହେଁ: ମାଲା ମିଶ୍ର
ମାଲା ମିଶ୍ରଙ୍କ ପିତା ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ ଦାୟିତ୍ୱ ନିର୍ବାହ କରିଥିଲେ। ଏହା ତାଙ୍କ ଜ୍ଞାନ ଆହରଣର ପରିସର ବୃଦ୍ଧି କରିଥିଲା। କଲେଜ ଏବଂ ବିଶ୍ୱବିଦ୍ୟାଳୟ ଶିକ୍ଷା ସମୟରେ ସେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହାଛଡ଼ା…
ପୌର ନିର୍ବାଚନରେ ହିଂସା
ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର / କଟକ/ ଭଦ୍ରକ/ ପୁରୀ/ ବଲାଙ୍ଗୀର/ ଚିକିଟି ୨୫।୩ (ଡି.ଏନ୍.ଏ.): ଗତ କିଛି ବର୍ଷ ହେବ ନିର୍ବାଚନ ସମୟରେ ହିଂସାତ୍ମକ ଆଚରଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ତଥା ଅବାଧ ଓ ନିରପେକ୍ଷ କରିବା ପାଇଁ…
ଭାରତରେ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ
ନୂଆଦିଲ୍ଲୀ,୨୫ା୩: ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍ ୟି ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଶୁକ୍ରବାର ଏନ୍ଏସ୍ଏ ଅଜିତ୍ ଡୋଭାଲ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ସାକ୍ଷାତ କରିବେ। ଗଲଓ୍ବାନ ସଂଘର୍ଷ ପରେ ଏହା ଓ୍ବାଙ୍ଗ୍ଙ୍କ ପ୍ରଥମ ଭାରତ ଗସ୍ତ। ନିକଟରେ…
ଅଖିଳେଶ, ମାୟାବତୀଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କଲେ ଯୋଗୀ
ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟଥର ଲାଗି ଶପଥ ନେବାକୁ ଯାଉଛନ୍ତି । ଏହି ଶପଥଗ୍ରହଣ ଉତ୍ସବ ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏଥିରେ କେବଳ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୁହେଁ ବରଂ…
Archives


