ଅନାହାରରେ ବୃଦ୍ଧ ସୁଦର୍ଶନ
ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି। ସୁଦର୍ଶନଙ୍କର…
୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ
ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ ନାଁରେ ହଡ଼ପ କରାଯାଉଛି। ଏବେ ବୃହତ୍ ପାନୀୟ ଜଳ ପ୍ରକଳ୍ପ ପାଇଁ ୧୫୦୪…
ନିର୍ମାଣ ହେଉନି ବଢ଼େଇପୁର ଗ୍ରାମ ରାସ୍ତା
ଆର.ଉଦୟଗିରି,୯ା୫(ଡି.ଏନ.ଏ.): ମୋହନା ବ୍ଲକ ଏକ ଆଦିବାସୀ ବହୁଳ ଅଞ୍ଚଳ। ଏହି ବ୍ଲକର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥାନ୍ତି । କିନ୍ତୁ ସ୍ଥାନୀୟ ଅଧିକାରୀମାନଙ୍କ ଆନ୍ତରିକତା ଅଭାବରୁ ଉନ୍ନତିମୂଳକ ଯୋଜନାଗୁଡିକ ବାଟବଣା ହେଉଥିବା ଦେଖିବାକୁ ମିଳୁଛି। ଏହି…
ରାଣୀପଥର ଘାଟିରେ ଜଳୁଛି ଜଙ୍ଗଲ
ଫୁଲବାଣୀ ଅଫିସ/ ବଲସକୁମ୍ପା, ୯ା୫: ଫୁଲବାଣୀ-ବୌଦ୍ଧ ଜିଲା ୧୫୭ ଜାତୀୟ ରାଜପଥ ରାଣୀପଥର ଘାଟିର ପୁରୁଣାପାଣିଠାରେ ଶାଗୁଆନ ଓ ବାଉଁଶ ଜଙ୍ଗଲ ରବିବାର ୧୦ଟାରୁ ହୁତୁ ହୁତୁ ହୋଇ ଜଳୁଛି। ରାଣୀପଥର ଫରେଷ୍ଟରଙ୍କ ଏଥିପ୍ରତି ନିଘା ନାହିଁ। ଫୁଲବାଣୀ ବନବିଭାଗ ଖଣ୍ଡ…
ଜବରଦଖଲରେ ସରକାରୀ ଜାଗା
ପଟ୍ଟାମୁଣ୍ଡାଇ,୯।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ସରକାରୀ ଜାଗାକୁ ଜବରଦଖଲକାରୀମାନେ କବ୍ଜା କରିବାରେ ଲାଗିଛନ୍ତି। ପୌରାଞ୍ଚଳ ଓ ଗ୍ରାମାଞ୍ଚଳରେ ବିଭିନ୍ନ ବିଭାଗର ଜାଗା ଜବରଦଖଲ ହେଉଛି। ଜଳସମ୍ପଦ ବିଭାଗ ଅଧୀନରେ ଥିବା ଅନେକ ସ୍ଥାନରେ ଲୋକେ ଘର ନିର୍ମାଣ କରି ନିଜେ…
ଚାଷୀଙ୍କ କାର୍ଯ୍ୟରେ ଲାଗୁନି ବାଉଁଶ ଯୋର
ନାଉଗାଁ ,୯ା୫(ସ୍ବ.ପ୍ର.): ନାଉଗାଁ ବ୍ଲକର ବାଉଁଶ ଯୋର ଚାଷୀଙ୍କ କାମରେ ଲାଗୁନି। ଏନେଇ ସେମାନଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ଯୋର ତିରୁଣା ପଞ୍ଚାୟତ ଓ ଡାବର ପଞ୍ଚାୟତ ଦେଇ ଦେବୀନଦୀକୁ ତେଲସରା ନିକଟରେ ସଂଯୋଗ କରୁଛି।…
ମସ୍କଙ୍କ ଟୁଇଟକୁ ନେଇ ଚର୍ଚ୍ଚା
ୱାଶିଂଟନ,୯ ।୫: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଟୁଇଟର କ୍ରୟ କରିବା ପରେ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ ତାଙ୍କର ଏକ ନୂଆ ଟୁଇଟ୍ ଚର୍ଚ୍ଚାକୁ ଆସିଛି । ଉକ୍ତ ଟୁଇଟରେ ସେ ‘ସନ୍ଦିଗ୍ଧ ପରିସ୍ଥିତିରେ ମୃତ୍ୟୁ’…
ନିଆଁ ଲଗାଇଥିଲେ ବିଫଳ ପ୍ରେମିକ
ଇନ୍ଦୋର,୯।୫: ଇନ୍ଦୋରର ସ୍ବର୍ଣ୍ଣବାଗ ଅଞ୍ଚଳରେ ଥିବା ଏକ ୩ ମହଲା ରେସିଡେନ୍ସିଆଲ ବିଲ୍ଡିଂରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗି ୨ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ହେବା ସହ ୫ ଜଣ ଗୁରୁତର ହୋଇଥିଲେ। ଜଣେ ବିଫଳ ପ୍ରେମିକ…
ଆମେରିକା ଫେରନ୍ତା ଦମ୍ପତିଙ୍କୁ ହତ୍ୟା: ୫ କୋଟି ଲୁଟିଲେ ଚାକର
ଚେନ୍ନାଇ,୯।୫: ଚେନ୍ନାଇର ଏକ ଦମ୍ପତିଙ୍କୁ ହତ୍ୟା ପରେ ୫ କୋଟି ଟଙ୍କାର ସମ୍ପତ୍ତି ଲୁଟ୍ ଭଳି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଥିରୁ ସମ୍ପୃକ୍ତ ଦୁଇଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଘରେ କାମ କରୁଥିବା ଚାକର ଏହି ଜଘନ୍ୟ କାଣ୍ଡ…
୧୦୦ ଦିନ ହସ୍ପିଟାଲରେ ରହିବା ପରେ ଘରକୁ ଫେରିଲା ପିସିଙ୍କ ଝିଅ. ଫାଷ୍ଟ ଲୁକ୍ ଶେୟାର କଲେ ଦମ୍ପତି
ମୁମ୍ବାଇ: ମଦର୍ସ ଡେ’ ସମସ୍ତ ମାଆ ଓ ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର ହୋଇଥାଏ । ହେଲେ ଚଳିତ ବର୍ଷ ଏହି ଦିନ ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ପାଇଁ ଏକ ଭିନ୍ନ ଅନୁଭୁତି ଆଣି ଦେଇଛି । ଝିଅ ମାଳତୀ ମେରି…
ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ
ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି…
ଜଗନ୍ନାଥ ବନ ପ୍ରକଳ୍ପ ବିଫଳ
ପୁରୀ ଅଫିସ, ୯।୫: ଶ୍ରୀମନ୍ଦିର ପ୍ରଶାସନ ପ୍ରଚେଷ୍ଟାରେ ନୟାଗଡ଼ ଜଙ୍ଗଲରେ ଗଢ଼ିଉଠିଥିଲା ଜଗନ୍ନାଥ ବନ ପ୍ରକଳ୍ପ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଏହି ପ୍ରକଳ୍ପରୁ କାଠ ଅଣାଯାଇ କାମରେ ଲଗାଯିବାକୁ ଯୋଜନା ହୋଇଥିଲା। ତେବେ ପ୍ରଶାସନର ଆନ୍ତରିକତା ଓ ରକ୍ଷଣାବେକ୍ଷଣ…
Archives


