Home Left

ସ୍କଲାରଶିପ୍‌ ଟଙ୍କା ବାପାଙ୍କୁ ଦେଇଥିଲି: ଗଣେଶ୍ୱର ଜେନା

କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ସୁଲଣ ଗାଁରେ ମୋ ଜନ୍ମ। ହାଟଡିହି ଉଚ୍ଚ ବିଦ୍ୟାଳୟରୁ ଏକାଦଶ ପାସ୍‌ କରି ଭଦ୍ରକ କଲେଜରେ ଆଇଏସ୍‌ସି ପଢ଼ିଥିଲି। ତା’ପରେ ରେଭେନ୍ସାରେ ପଲିଟିକାଲ୍‌ ସାଇନ୍ସରେ ବି.ଏ. ଓ ବାଣୀବିହାରରେ ପି.ଜି. କରିଥିଲି। ପି.ଜି. ପଢ଼ା…

ପିସିସିରେ ହେବ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ କଂଗ୍ରେସ ସଂଗଠନରେ ବ୍ୟାପକ ପରିବର୍ତ୍ତନ ହେବ। ହାଇକମାଣ୍ଡଙ୍କ ଡାକରା ପାଇ ଶନିବାର କେତେ ଜଣ ବିଧାୟକ ଓ ବରିଷ୍ଠ ନେତା ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରବିବାର ଅନ୍ୟ ନେତାମାନେ ଦିଲ୍ଲୀ ଯିବେ। ୯ ତାରିଖରେ ଓଡିଶା ନେତାଙ୍କ ସହ…

ସ୍ବର୍ଣ୍ଣ ଜିତିଲେ ମିଳିବ ୧ କୋଟି

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଜୟ ଏକ ଅଭ୍ୟାସ। ବିଜୟରୁ ମିଳେ ଉତ୍କର୍ଷତା। ଓଡ଼ିଶାର ପିଲାମାନେ ଉତ୍କର୍ଷକୁ ଏକ ଅଭ୍ୟାସରେ ପରିଣତ କରିଛନ୍ତି। ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ବିଜୟ ଲାଭ କରି ରାଜ୍ୟ ପାଇଁ ଓଡ଼ିଆ ପିଲା ଗୌରବ ଆଣୁଛନ୍ତି। ଶନିବାର ଲୋକସେବା ଭବନଠାରେ…

ଖୋଲିଲା ବଦ୍ରିନାଥ ଧାମ: ଶ୍ରଦ୍ଧାଳୁଙ୍କର ଲାଗିଛି ଭିଡ

ଡେରାଡୁନ,୮ ।୫: ଉତ୍ତରାଖଣ୍ଡର ଚାରିଧାମ ଯାତ୍ରା ଜାରି ରହିଛି । ଇତିମଧ୍ୟରେ ରବିବାର ସକାଳୁ ବଦ୍ରିନାଥ ଧାମ ଖୋଲାଯାଇଛି । ଗ୍ରୀଷ୍ମକାଳ ପାଇଁ ବଦ୍ରିନାଥ ମନ୍ଦିରର ଦ୍ୱାର ରବିବାର ବ୍ରାହ୍ମ ମୁହୂର୍ତ୍ତ ସକାଳ ୬ଟା ୧୫ରୁ ଖୋଲି ଦିଆଯାଇଛି । ଏହି…

ଭୁବନେଶ୍ୱରରେ ଖୋଲିଲା କେଏଲ୍‌ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ କାର୍ଯ୍ୟାଳୟ

ଭୁବନେଶ୍ୱର, ୮।୫(ବ୍ୟୁରୋ):  କେ.ଏଲ୍‌. ଡିମ୍‌ଡ୍‌ ଟୁ ବି ୟୁନିଭର୍ସିଟି ଆନ୍ଧ୍ରପ୍ରଦେଶର ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରେ ଖୋଲିଛି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସତ୍ୟନଗରଠାରେ ଏହି କାର୍ଯ୍ୟାଳୟର ଉଦ୍‌ଘାଟନ କରିଥିଲେ। ଏହା ପ୍ରତିଭାବାନ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ…

ଶଡ଼େଇରେ ତିଆରି କଳାକୃତି: ଦେଖିବାକୁ ଯେତିକି ସୁନ୍ଦର, ସେମିତି ମନଛୁଆଁ…

ଓଡ଼ିଶାର ବିଭିନ୍ନ ପାରମ୍ପରିକ ହସ୍ତଶିଳ୍ପ କଳା କାରିଗରି ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ପୁଣି ହସ୍ତଶିଳ୍ପ କଳାରେ ନିୟୋଜିତ କାରିଗରମାନଙ୍କୁ ରୋଜଗାର ପନ୍ଥା ବି ମିଳିପାରୁଛି। ବିଭିନ୍ନ ସ୍ଥାନରେ ଆୟୋଜିତ ମେଳା, ମହୋତ୍ସବରେ କାରିଗରମାନେ ସେମାନଙ୍କ ହସ୍ତକଳା ପସରା…

ସ୍କୁଲ, ହଷ୍ଟେଲରୁ ୬୪ ପିଲା କରୋନା ପଜିଟିଭ

ରାୟଗଡ଼ା ଅଫିସ,୮।୫: କରୋନା ସ୍ଥିତିରେ ସୁଧାର ଆସିବା ପରେ ସମସ୍ତ ସ୍କୁଲ ଏବଂ ହଷ୍ଟେଲଗୁଡ଼ିକ ଖୋଲିଛି। ପିଲାମାନେ ଏକଠି ବସି ପଢ଼ିବା ସହ ହଷ୍ଟେଲରେ ଗୋଟିଏ ରୁମ୍‌ରେ ରହୁଛନ୍ତି। ଏଭଳି ପରିସ୍ଥିତିରେ ଏବେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।…

ସୃଷ୍ଟିର ଆଦ୍ୟ ଓଁକାର ‘ମା’

ସେ ସୃଷ୍ଟିର ଆଦ୍ୟ ଓଁକାର। ସେ ଜନ୍ମଦାତ୍ରୀ, କରୁଣାମୟୀ, ମମତାର ଅମୃତ ସ୍ବାକ୍ଷର। ସେ ପୁଣି ସୁରକ୍ଷାର ଅଭେଦ୍ୟ ବଳୟ। ପୁଅ ହେଉ କି ଝିଅ ତା’ ପାଖରେ ନଥାଏ ଫରକ। ପିଲା ଯେପରି ହେଲେ ବି ସେ କୋଳେଇ ନିଏ।…

ଦ୍ୱିତୀୟ ଥର ଫ୍ରାନ୍ସ ରାଷ୍ଟ୍ରପତି ଭାବେ ଶପଥ ନେଲେ ମାକ୍‌ରଁ

ପ୍ୟାରିସ,୮।୫: ଏମାନୁଏଲ୍‌ ମାକ୍‌ରଁ ଶନିବାର ଦ୍ୱିତୀୟ ଥର ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣକୁ ଅଧିକ ବଢ଼ିବାକୁ ନ ଦେବା ଦିଗରେ ସେ ପଦକ୍ଷେପ ନେବେ ବୋଲି ପ୍ରଥମ ଶପଥ ନେବା ସହ ଫ୍ରାନ୍ସ…

୫ ବର୍ଷରେ ୧% ମହିଳାଙ୍କୁ ନିଯୁକ୍ତି

ନୂଆଦିଲ୍ଲୀ,୮।୫: ଭାରତରେ ମାତ୍ର ୩୨% ବିବାହିତା ମହିଳା ଓ ଝିଅ (୧୫ରୁ ୪୯ ବର୍ଷୀୟା) ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩% ରୋଜଗାର କରୁଥିବାବେଳେ ଅବଶିଷ୍ଟ ୧୫ ପ୍ରତିଶତ ଅର୍ଥ ଉପାର୍ଜନ କରନ୍ତି ନାହିଁ। ଜାତୀୟ ପରିବାର ସ୍ବାସ୍ଥ୍ୟ…

ସୁଭାଷ ନଗରରେ ଫୁଟିିଲା ୧୦ ରାଉଣ୍ଡ ଗୁଳି: ୨ ଆହତ

ନୂଆଦିଲ୍ଲୀ,୮ ।୫: ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଶନିବାର ରାତିରେ ପଶ୍ଚିମ ଦିଲ୍ଲୀର ସୁଭାଷ ନଗର ଅଞ୍ଚଳରେ ୧୦ ରାଉଣ୍ଡରୁ ଅଧିକ ଗୁଳି ଫୁଟିଛି । ଏଥିରେ ୨ ଜଣ ଆହତ ହୋଇଛନ୍ତି । ଗୁଳି ଫୁଟିବା ପରେ ସେହି ଅଞ୍ଚଳରେ…

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ ପୋଡ଼ିଯାଇଛି। ଫଳରେ ଉଭୟ ଗ୍ରାମର ଉପଭୋକ୍ତା ଅନ୍ଧାରରେ ଦିନ କାଟୁଛନ୍ତି। କରାଡଙ୍ଗରୀ ପଡ଼ାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri