ଚାକିରି ଦେବା ନାଁରେ ୮ ଲକ୍ଷ ଠକେଇ
ଭୁବନେଶ୍ୱର,୭।୫(ବ୍ୟୁରୋ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର ଚାକିରି ପାଇବା ଆଶାରେ ୮ ଲକ୍ଷ ଟଙ୍କା ଠକାମିର ଶିକାର ହୋଇଥିବା ନେଇ ଇନ୍ଫୋସିଟି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରି ସମ୍ପୃକ୍ତ ଅଭିଯୁକ୍ତ ଜଟଣୀ ଅଞ୍ଚଳର ପୃଥ୍ବୀରାଜ ବେହେରା(୩୭)ଙ୍କୁ ଗିରଫ କରି…
ତାଳଚେରରେ ନକଲି କୋଲ୍ଡଡ୍ରିଙ୍କ୍ସ କମ୍ପାନୀ
ତାଳଚେର, ୭।୫(ଡି.ଏନ୍.ଏ.): ନାମୀଦାମୀ କମ୍ପାନୀର ଅବିକଳ ଲୋଗୋ ଲଗାଇ ବିକ୍ରି କରାଯାଉଥିଲା କୋଲ୍ଟଡ୍ରିଙ୍କ୍ସ୍। ଗ୍ରାହକଙ୍କ ସ୍ବାସ୍ଥ୍ୟକୁ ଅଣଦେଖା କରି ବଜାରରେ ବିକ୍ରି କରାଯାଉଥିଲା ଏହି ନକଲି ମୃଦୁପାନୀୟ। ଦୀର୍ଘଦିନ ହେଲା ଏହି କାରବାର ଚାଲିଥିବାବେଳେ କାହାରି ନିକଟରେ ନ ଥିଲା ସାମାନ୍ୟ…
ଆଜି ସରିବ ମାଟ୍ରିକ ପରୀକ୍ଷା
କଟକ ଅଫିସ,୭ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷା (ସମେଟିଭ ଆସେସମେଣ୍ଟ-୨) ଶନିବାର ଶେଷ ହେଉଛି। ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ରାଜ୍ୟର ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଉଛନ୍ତି। ଶୁକ୍ରବାର ସଂସ୍କୃତ ପରୀକ୍ଷା…
୪୯୩.୬୨ କୋଟିର ୬ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ଲକ୍ଷ୍ୟରେ ୪୯୩.୬୨ କୋଟି ଟଙ୍କାର ୬ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ…
ଢେଙ୍କାନାଳରୁ ନିର୍ଦ୍ଦେଶିକା ପଲ୍ଲବୀ ଗିରଫ
ଭୁବନେଶ୍ୱର, ୭ା୫(ବ୍ୟୁରୋ): ୭ କୋଟିର ଠକେଇ ମାମଲାରେ ଚିଟ୍ଫଣ୍ଡ ସଂସ୍ଥାର ନିର୍ଦ୍ଦେଶିକାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଢେଙ୍କାନାଳରୁ ଗିରଫ କରିଛି। ସେ ହେଲେ ଚିଟ୍ଫଣ୍ଡ ସଂସ୍ଥା ‘ପର୍ପଲ କ୍ୱାଲ୍ଭସ୍ ଫାଇନାନ୍ସିିଆଲ ସର୍ଭିସେସ୍ ପ୍ରାଇଭେଟ ଲିମିଟେଡ’ର ନିର୍ଦ୍ଦେଶିକା ପଲ୍ଲବୀ ମିଶ୍ର।…
ମାଙ୍କଡ଼ ପାଇଁ ପୋଲିସକୁ କୋର୍ଟ ନୋଟିସ
ଜୟପୁର,୭।୫: ରାଜସ୍ଥାନ ରାଜଧାନୀ ଜୟପୁରର ଚାନ୍ଦଓ୍ବାଜିରୁ ମାଙ୍କଡ଼କୁ ନେଇ ଅଜବ ଘଟଣା ସାମ୍ନାକୁ ଆସିଛି। ଏକ ହତ୍ୟାକଣ୍ଡର ଶୁଣାଣି ହେବାକୁ ଥିବାବେଳେ ଗୋଟିଏ ମାଙ୍କଡ଼ ପ୍ରମାଣ ବ୍ୟାଗ୍ ନେଇ ଚମ୍ପଟ ମାରିଛି। କୋର୍ଟ ଘଟଣା ସମ୍ପର୍କରେ ଅବଗତ ହେବାପରେ ତଦନ୍ତକାରୀ ପୋଲିସଙ୍କ…
୮୦ଦିନ ଧରି ମହିଳାଙ୍କୁ ବଳାତ୍କାର
ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ ୮୦ ଦିନ ଧରି ବଳାତ୍କାର କରାଯିବା ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ…
ବଗ୍ଗାଙ୍କୁ ନେଇ ହାଇଡ୍ରାମା
ନୂଆଦିଲ୍ଲୀ/ଚଣ୍ଡିଗଡ଼,୭ା୫: ଦିଲ୍ଲୀର ଭାଜପା ନେତା ତେଜିନ୍ଦର ପାଲ୍ ସିଂ ବଗ୍ଗାଙ୍କୁ ପଞ୍ଜାବ ପୋଲିସ ଶୁକ୍ରବାର ସକାଳେ ତାଙ୍କ ଘରୁ ଗିରଫ କରିଥିଲା। ଜାତୀୟ ରାଜଧାନୀରୁ ତାଙ୍କୁ ପଞ୍ଜାବର ମୋହାଲିସ୍ଥିତ ଏକ କୋର୍ଟକୁ ନିଆଯାଉଥିବାବେଳେ କୁରୁକ୍ଷେତ୍ରରେ ହରିୟାଣା ପୋଲିସ ଅଟକାଇଥିଲା। ସେଠାରୁ ଦିଲ୍ଲୀ…
୮ରେ ଦାନାବାନ୍ଧିବ ବାତ୍ୟା
ଭୁବନେଶ୍ୱର,୭ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଶନିବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହେବ। ରବିବାର ସା ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ…
ସତ୍ୟ ଗୁରୁତ୍ୱପୂର୍ଣ୍ଣ, କାହାର ମନ୍ତବ୍ୟ ନୁହେଁ: ନୀତୀଶ
ପାଟନା,୬।୫: ବିହାର ପଛୁଆ ରାଜ୍ୟ ହେବା ପାଇଁ ନୀତୀଶ କୁମାରଙ୍କ ୧୫ବର୍ଷର ଶାସନ ଦାୟୀ ବୋଲି ଗୁରୁବାର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ସମାଲୋଚନା କରିଥିଲେ। ନୂଆ ଚିନ୍ତାଧାରା ଓ ଉଦ୍ୟମରେ ରାଜ୍ୟରେ ବିକାଶ ଆଣିବା ଲାଗି ସେ ଏକ ମିଶନ…
ଅଣୁଅସ୍ତ୍ର ବ୍ୟବହାର କରିବନି ରୁଷିଆ
ମସ୍କୋ,୬।୫: ୟୁକ୍ରେନ୍ ବିରୋଧରେ ରୁଷିଆ ଅଣୁଅସ୍ତ୍ର ବ୍ୟବହାର କରିବ ନାହିଁ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି। ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର ପାଶ୍ଚାତ୍ୟ ଦେଶଗୁଡ଼ିକ ପାଇଁ ବିପଦ ସୃଷ୍ଟି କରିବ ବୋଲି ଆଲୋଚନା ହୋଇଆସୁଛି। ମସ୍କୋ ୟୁକ୍ରେନ୍…
ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ
ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ ପ୍ରଶଂସା କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହାପରେ ଖୁବ୍ଶୀଘ୍ର ହାର୍ଦ୍ଦିକ ପଟେଲ…
Archives


