Home Left

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଗୁଜରାଟ

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୧ତମ ମ୍ୟାଚ ଶୁକ୍ରବାର ଗୁଜରାଟ ଟାଇଟାନ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ଗୁଜରାଟ ଟାଇଟାନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ…

ଜବରଦଖଲ ଉଚ୍ଛେଦ ନେଇ ତାତିଲେ ଗ୍ରାମବାସୀ

କୋରାପୁଟ,୬ା୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ବ୍ରାହ୍ମଣୀପୁଟ ଗ୍ରାମାଞ୍ଚଳରେ ବେଆଇନ ଭାବେ କେତେକ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ଦୋକାନ ଓ ଗୃହ ନିର୍ମାଣ କରି ଅସାମାଜିକ କାର୍ଯ୍ୟ ଚଳାଇଛନ୍ତି। ଏହାକୁ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ…

ମାରିବାକୁ ଚାହୁଁଥିଲେ ବାପା, କୋଳେଇ ନେଇଥିଲେ ମା’; ଲୁହ ଆଣିଦେବ ଏହି ଆଇପିଏଲ୍‌ର ଷ୍ଟାରଙ୍କ କାହାଣୀ…

ନୂଆଦିଲ୍ଲୀ,୬।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)୨୦୨୨ରେ ଦମ୍‌ଦାର ପ୍ରଦର୍ଶନ କରି ଚର୍ଚ୍ଚାରେ ଓ୍ବେଷ୍ଟଇଣ୍ଡିଜ୍‌ ଅଲରାଉଣ୍ଡର ରୋଭମାନ ପାଓ୍ବେଲ। ସେ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ରୋଭମାନ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଉଲ୍ଲେଖନୀୟ ବ୍ୟାଟିଂ କରି ଦଳକୁ ୨୧ରନ୍‌ରେ ବିଜେତା…

କାଳବୈଶାଖୀରେ ଭାଙ୍ଗିଲା ଘର, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ସେହିପରି କୋରୁକୋଣ୍ଡା ବ୍ଲକ…

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ଭେଟିଲେ ଶାହା: ସିବିଆଇ ତଦନ୍ତ ଦାବି

କୋଲକାତା,୬।୫: କୋଲକାତା କାଶୀପୁର ଅଞ୍ଚଳରେ ଶୁକ୍ରବାର ସକାଳେ ଭାଜପାର ଜଣେ କର୍ମକର୍ତ୍ତାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯିବା ପରେ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ଦୁଇ ଦିନିଆ ଗ୍ରସ୍ତରେ କୋଲକାତା ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତ…

ଟ୍ରୋଲ ହେଉଛନ୍ତି ଅଙ୍କିତା

ବମ୍ବେ: ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ନିକଟରେ ବନ୍ଧୁ ନତାଲ୍ୟା ମହାଜନଙ୍କ ଜନ୍ମଦିନ ପାର୍ଟିରେ ଯୋଗଦେବାକୁ ସ୍ବାମୀ ବିକ୍କି ଜୈନଙ୍କ ସହ ପହଞ୍ଚିଥିଲେ ସେ। ଉଭୟ କଳା ରଙ୍ଗର ପୋଷାକକୁ ବାଛିଥିଲେ ହେଁ…

କଫି ହାଉସ୍‌ର ସମସ୍ତ କର୍ମଚାରୀଙ୍କ ପାଇଁ ଫିଲ୍ମ ଟିକେଟ୍‌ ବୁକ୍‌ କଲେ ଏହି ଅଭିନେତ୍ରୀ

ଅଭିନେତ୍ରୀ ମୃଣାଳ ଠାକୁରଙ୍କର ଫିଲ୍ମ ଜର୍ସି କିଛି ଦିନ ତଳେ ରିଲିଜ ହୋଇଥିଲା । ଫିଲ୍ମରେ ମୃଣାଳଙ୍କ ବିପକ୍ଷରେ ସାହିଦ୍‌ କପୁରଙ୍କୁ ମଧ୍ୟ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା। ଫିଲ୍ମଟି କ୍ରିକେଟ ଉପରେ ପର୍ଯ୍ୟାବେଶିତ। ମାତ୍ର ଫିଲ୍ମଟି ଏତେ ଭଲ ପ୍ରଦର୍ଶନ…

୯ରେ ରେଳରୋକୋ ନିଷ୍ପତ୍ତି

ରୂପସା,୬।୫(ଡି.ଏନ୍‌.ଏ.): ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅଧୀନ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟାର ସମାଧାନ ହୋଇପାରୁ ନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗ ିରହିଛି। ପ୍ରତିବାଦରେ ଆସନ୍ତା ୯ ତାରିଖରେ…

ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳ ବନ୍ଦ

ଖୋର୍ଦ୍ଧା,୬।୫(ଡି.ଏନ୍‌.ଏ.): ଚିଲିକାରେ ଗୁରୁବାର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇ ଉଠିଛି। ବାତ୍ୟା ଆଶଙ୍କା ନ ଟଳିବା ପର୍ଯ୍ୟନ୍ତ ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଛି । ଏ ନେଇ…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା: ହିଜବୁଲ କମାଣ୍ଡରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୬ ।୫: ଦକ୍ଷିଣ କଶ୍ମୀରରେ ଏକ ଅପରେଶନରେ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ଅଶରଫ ମୌଲବି ନିହତ ହୋଇଥିବା ଜଣାପଡିଛି । ଏହି ଆତଙ୍କବାଦୀଙ୍କ ମୃତ୍ୟୁ ପରେ ଘାଟିରେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀ ବିରୋଧି ଅଭିଯାନରେ ବଡ ସଫଳତା ମିଳିଛି । ଏହି ଆତଙ୍କବାଦୀ…

ଗରିବ ପିଲାଙ୍କୁ ଆଲିଙ୍ଗନ କରି ଚର୍ଚ୍ଚାରେ ବବି ଦେୱଲ

`ମୁମ୍ବାଇ: ପିତା ଧର୍ମେନ୍ଦ୍ର ଓ ଭାଇ ସନ୍ନି ଦେୱଲଙ୍କ ଭଳି ବଡ ପରଦାରେ ସେତେଟା ହିଟ୍ ହୋଇପାରି ନାହାନ୍ତି ବବି ଦେୱଲ । ହେଲେ ଓଟିଟି ପ୍ଲାଟଫର୍ମ ତାଙ୍କ ଭାଗ୍ୟ ବଦଳାଇ ଦେଇଛି । ଏବେ ପର୍ଯ୍ୟନ୍ତ ବବି ଦେୱଲଙ୍କ ଯେତେ…

ଏକଦା ସ୍କୁଟରରେ ବସି ବୁଲୁଥିଲେ ଏହି ଦୁଇ କ୍ରିକେଟର; ଏବେ ଗ୍ୟାରେଜରେ ରହିଛି…

ନୂଆଦିଲ୍ଲୀ,୬।୫: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଦ୍ରୁତ ବୋଲର୍‌ ଆଶିଷ ନେହେରାଙ୍କ ବନ୍ଧୁତା ବିଷୟରେ କାହାକୁ ଅଛପା ନାହିଁ। ଉଭୟ ଦିଲ୍ଲୀର ବାସିନ୍ଦା। ଏଣୁ ସେମାନେ ପିଲାଟି ଦିନରୁ ବନ୍ଧୁ। ଉଭୟ ଏକାସାଙ୍ଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri