Home Left

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ଏକ ପ୍ରମୁଖ ବିବୃତ୍ତି ପ୍ରକାଶ ପାଇଛି।…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ ଦ୍ୱୀପକୁ ଧ୍ୱଂସ କରିବା ଦାବିର ପୃଷ୍ଠଭୂମିରେ, ତେହେରାନ ବଡ଼ କଟୁ ଜବାବ ଦେଇଛି।…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ସୁଉଚ୍ଚ ମାଟିବନ୍ଧ ଓ ପାର୍ଶ୍ୱରେ ପଥର ପ୍ୟାକିଂ ନିର୍ମାଣ…

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ…

ରୁଷିଆ ତେଲକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତର ବଡ଼ ଗେମ୍‌!

ମସ୍କୋ,୧୪।୩: ଇରାନରେ ଚାଲିଥିବା ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ, ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ସମ୍ପ୍ରତି, ବିଶ୍ୱ ବଜାରରେ ତୈଳ ମୂଲ୍ୟ ବ୍ୟାରେଲ ପ୍ରତି ପ୍ରାୟ $120 ଛୁଇଁଛି। ବର୍ତ୍ତମାନ, ସେମାନେ ବ୍ୟାରେଲ ପ୍ରତି…

ବିରାଟ କୋହଲି ନୁହେଁ, ଏହି ଖେଳାଳି RCBର ଅଧିନାୟକ! ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧

ନୂଆଦିଲ୍ଲୀ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପୂର୍ବରୁ, RCB ବ୍ୟାଟିଂ ପ୍ରଶିକ୍ଷକ ଦିନେଶ କାର୍ତ୍ତିକ ତାଙ୍କର ପସନ୍ଦର “RCB ଅଲ-ଟାଇମ ଏକାଦଶ” ଚୟନ କରିଛନ୍ତି। ଐତିହାସିକ ୨୦୨୫ ଟାଇଟଲ ବିଜୟର ପ୍ରଭାବ କାର୍ତ୍ତିକଙ୍କ ଦଳରେ ସ୍ପଷ୍ଟ ଭାବରେ ନଜର ଆସୁଛି,…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ ପ୍ରଶ୍ନ ଉଠୁଛି । କାର୍ଯ୍ୟରେ ବାହାରକୁ ଯାଉଥିବା ଲୋକେ ଶୋଷ ମେଣ୍ଟାଇବାକୁ ଦୋକାନରେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ ଆୟତ୍ତ କରିଛନ୍ତି। ନିଆଁ ଲାଗିଥିବା ଘଟଣା ଡ୍ରୋନ୍‌ ସର୍ଭେରେ ଜଣାପଡ଼ିବା ପରେ ପାଟଣା…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା ଆବଶ୍ୟକ। ଏହାର ଅନେକ ଦୃଷ୍ଟାନ୍ତ ପୁରାଣ ଶାସ୍ତ୍ର ଓ ଇତିହାସରୁ ମିଳିଥାଏ। ଏହି…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ ଜଳ ଏକ ଶ୍ରେଷ୍ଠ ପ୍ରାକୃତିକ ଉପାଦାନ। ନିକଟ ଭବିଷ୍ୟତରେ ଏହି ଦୁର୍ଲଭ ଉପାଦାନଟି…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ ଆଜି ସକାଳ ଅର୍ଥାତ୍‌ ୧୨ ଘଣ୍ଟା ମଧ୍ୟରେ ତିନି ଜଣଙ୍କ ଜୀବନ ନେଇଛି…

ରାଲିରେ ବୈଷୟିକ ତ୍ରୁଟି

ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍‌ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍‌ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା ଏତେ ଗମ୍ଭୀର ଥିଲା ଯେ, ବରିଷ୍ଠ ଆଇଏଏସ୍‌ ଅଧିକାରୀ ଅର୍ଚ୍ଚନା ସିଂହଙ୍କୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri