Home Left

ଅନନ୍ୟ ପରମ୍ପରା: ଯେଉଁଠି ପୁଅ କନ୍ୟା, ଝିଅ ସାଜେ ବର

ଆନ୍ଧ୍ରପ୍ରଦେଶର ପ୍ରକାଶମ ଜିଲାର ଅନେକ ସ୍ଥାନରେ ଶହ ଶହ ବର୍ଷ ପୁରୁଣା ପରମ୍ପରା ଏବେ ବି ପାଳନ କରାଯାଏ। କିଛି ଗାଁରେ ବିବାହ ସମୟରେ ପୁରୁଷମାନେ କନ୍ୟା ପରି ଏବଂ ମହିଳାମାନେ ବର ପରି ସଜ୍ଜିତ ହୁଅନ୍ତି। ବର କନ୍ୟା ପରି…

ବିବାହ ସ୍ଥଗିତ ମଧ୍ୟରେ ସ୍ମୃତି-ପଲାଶ ନେଲେ ବଡ଼ ନିଷ୍ପତ୍ତି: ଇନ୍‌ଷ୍ଟାଗ୍ରାମରେ କରିଦେଲେ…

ନୂଆଦିଲ୍ଲୀ,୨୯।୧୧: ଭାରତୀୟ ମହିଳା କ୍ରିକେଟର୍‌ ସ୍ମୃତି ମନ୍ଧାନା ଏବଂ ପଲାଶ ମୁଛଲଙ୍କ ବିବାହ ସ୍ଥଗିତ ରହିଛି। ନଭେମ୍ବର ୨୩ରେ ଅନୁଷ୍ଠିତ ହେବାକୁ ଥିବା ଏହି ବିବାହକୁ ସ୍ମୃତିଙ୍କ ବାପା ଏବଂ ପଲାଶଙ୍କ ସ୍ବାସ୍ଥ୍ୟାବସ୍ଥା ଯୋଗୁ ଶେଷ ମୂହୁର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ଏହା…

ପୁଟିନଙ୍କ ଭାରତ ଗସ୍ତରେ ଟ୍ରମ୍ପଙ୍କୁ ଲାଗିବ ବଡ଼ ଝଟକା! ମୋଦିଙ୍କ ସହ ଏହି ଏଜେଣ୍ଡା ଉପରେ କରିବେ ଆଲୋଚନା

ନୂଆଦିଲ୍ଲୀ,୨୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୪ ତାରିଖରୁ ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ଏହା ନିଶ୍ଚିତ କରିଛି। ଏହି ଗସ୍ତ ସମୟରେ ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ…

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହଁ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା…

ପୂର୍ବତନ ବିଚାରପତି ଏସ୍‌. ମୁରଲୀଧର ଜାତିସଂଘ ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୯ା୧୧: ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧରଙ୍କୁ ଅଧିକୃତ ପାଲେଷ୍ଟିନୀୟ ଅଞ୍ଚଳ ଏବଂ ଇସ୍ରାଏଲ୍‌ ପାଇଁ ଜାତିସଂଘର ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଜାତିସଂଘ ମାନବାଧିକାର ପରିଷଦ ଅଧ୍ୟକ୍ଷ ଜୁର୍ଗ ଲାଉବେର୍‌ ଜଷ୍ଟିସ୍‌ ମୁରଲୀଧରଙ୍କୁ ଉପରୋକ୍ତ ନିଯୁକ୍ତି…

CISF ଜବାନ ଶହୀଦ: ଜନ୍ମମାଟିକୁ ବାହାରିଲା ଶୋଭାଯାତ୍ରା

ଅତାବିରା,୨୯।୧୧(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ସୋଢାପାଲି ଗ୍ରାମର ଦୂର୍ବାଦଳ ଭୁଏ। ତାମିଲନାଡୁର ମହେନ୍ଦ୍ରଗିରିରେ କାର୍ଯ୍ୟରତ ସମୟରେ ଶହୀଦ ହୋଇଛନ୍ତି। ଆଜି ଆଉ କିଛି ସମୟ ପରେ ତାଙ୍କ ଗ୍ରାମକୁ ତାଙ୍କର ପାର୍ଥିବଶରୀର ପହଞ୍ଚତ୍। ସେଠାରେ ତାଙ୍କୁ CISF ତରଫରୁ…

ଝିଅ ପାଇଁ କିଆରା ଖୁସି

ମୁମ୍ବାଇ: ଅଭିନେତ୍ରୀ କିଆରା ଆଡ୍‌ଭାନୀ ନିକଟରେ ମା’ ହୋଇଛନ୍ତି। ଝିଅ ଜନ୍ମର ପ୍ରାୟ ୫ ମାସ ପରେ ତା’ ନାଁ ଦେଇଛନ୍ତି । ସେ ତାଙ୍କ ରାଜକୁମାରୀ ନାମ ‘ସାରାୟା’ ରଖିଛନ୍ତି। କିଆରା ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କ ଝିଅ ସାରାୟା ସଂସ୍କୃତ…

ମଶାଣି ନାହିଁ, ରାସ୍ତାକଡ଼ରେ ଜଳୁଛି ଜୁଇ

ମାର୍ଶାଘାଇ,୨୯ା୧୧(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଏକ ଅସହ୍ୟ ଦୃଶ୍ୟ, ଏକ ନିର୍ଦ୍ଦୟ ସତ୍ୟ କେନ୍ଦ୍ରାପଡ଼ା ଜିଲା, ମାର୍ଶାଘାଇ ବ୍ଲକ୍‌ ବଚ୍ଛରାଇ ପଞ୍ଚାୟତର କୂଳସାହି ଏକ ପଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ୫ ଓ ୬ ନମ୍ବର ବିଶିଷ୍ଟ ଏହି ପଡ଼ାରେ ୮୦ରୁ ଶହେ ଘର…

ପେଟ ପାଇଁ ନଦୀବାଲି ଭରସା, ବିପଦରେ ଜୀବନ: ପ୍ରଶାସନ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ନଦୀନାଳରୁ ବେଆଇନ ଭାବେ ବାଲି ଉଠାଇ ବଡ଼ ବଡ଼ ଡଙ୍ଗାରେ ଚାଲାଣ କରି ବାଲି ବ୍ୟବସାୟୀମାନେ ବେଶ୍‌ ଦୁଇପଇସା ରୋଜଗାର କରୁଛନ୍ତି। ଜିଲାର ମହାକାଳପଡ଼ା ଅଞ୍ଚଳ ମହାନଦୀ, ପାଇକା, ଲୁଣା, ଚିତ୍ରୋତ୍ପଳା ଆଦି…

କେନ୍ଦ୍ରୀୟ ଯୁଗ୍ମ ସଚିବଙ୍କ ଦାରିଙ୍ଗବାଡି ଗସ୍ତ: ସମସ୍ୟା ଜଣାଇଲେ ମାଣ୍ଡିଆ ଚାଷୀ-ଏସଏଚଜି ମହିଳା ଗ୍ରୁପ

ଦାରିଙ୍ଗବାଡି,୨୯।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଗୃହ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ ରୁପା ମିଶ୍ର ଗସ୍ତ କରିଥିଲେ। ସେ ଦାରିଙ୍ଗବାଡିର ବିଭିନ୍ନ ପ୍ରକଳ୍ପ ତଥା ପର୍ଯ୍ୟଟନ କ୍ଷେତ୍ର କଫି ବଗିଚା, ଦାସିଙ୍ଗବାଡି ପଞ୍ଚାୟତ ଟେକାଙ୍ଗିଆ ଯାଇ…

ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କଲେ ବାସନ୍ଦ, ଅଭିଯୋଗ ପରେ…

ଛତ୍ରପୁର, ୨୮।୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ତହସିଲଦାର ସୌଦାଗର ବେହେରା ଅନ୍ୟ ଜାତିର ଝିଅକୁ ବିବାହ କରିବାରୁ ତାଙ୍କୁ ଏବଂ ତାଙ୍କର ପରିବାରକୁ କୈବର୍ତ୍ତ୍ୟ ସମାଜ କୂଳରୁ ବାସନ୍ଦ କରାଯାଇଥିବା ଛତ୍ରପୁର ଥାନାରେ ଏକ ଅଭିଯୋଗ ହୋଇଛି।…

ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri