Home Left

୭ ଲୋକ ଜୀଅନ୍ତା ଜଳିଗଲେ

କୋଲକତା,୨୨।୩: ପଶ୍ଚିମବଙ୍ଗର ବୀରଭୂମରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୭ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ ଏଭଳି କାଣ୍ଡ ଘଟାଯାଇଥିବା ଅଭିଯୋଗ ହୋଇଛି। ବୀରଭୂମର ରାମପୁରହାଟରେ ଏହି ଘଟଣା ଘଟିଛି। କିଛି…

ଶହୀଦ ଦିବସରେ ମିଳିବ ସରକାରୀ ଛୁଟି

ଚଣ୍ଡିଗଡ,୨୨।୩: ପଞ୍ଜାବରେ ଏଣିକି ମାର୍ଚ୍ଚ ୨୩ ଅର୍ଥାତ୍‌ ଶହୀଦ ଦିବସ ଅବସରରେ ସରକାରୀ ଛୁଟି ମିଳିବ। ପଞ୍ଜାବ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଏହି ଘୋଷଣା କରିଛନ୍ତି। ଶହୀଦ ଦିବସରେ ପଞ୍ଜାବର ଲୋକ, ବୟସ୍କ ଓ ପିଲାମାନେ ଭଗତ ସିଂଙ୍କ ଗାଁ…

ଫିଲ୍ମର ସଫଳତା ପାଇଁ ସ୍ବର୍ଣ୍ଣ ମନ୍ଦିରରେ ‘ଆର୍‌ଆର୍‌ଆର୍‌’ର ଟିମ୍‌

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଆସନ୍ତା ୨୫ରେ ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମରେ ରାମ ଚରଣ, ଜୁନିଅର ଏନଟିଆର ଏବଂ ଆଲିଆ ଭଟ୍ଟ ମୁଖ୍ୟ ଭୂମିକାରେ ନଜର ଆସିବେ । ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଏହାର ସଫଳତା ପାଇଁ…

‘ମୋ କାମକୁ କେହି ଜଣେ ଚିହ୍ନିଲେ’

ନୂଆଦିଲ୍ଲୀ,୨୨।୩: ବିଭିନ୍ନ କ୍ଷେତ୍ରରେ ଭଲ ପ୍ରଦର୍ଶନ କରୁଥିବା ଲୋକଙ୍କୁ ଦେଶ ଚିହ୍ନୁଛି। ସେମାନଙ୍କୁ ସମ୍ମାନିତ କରୁଛି। ଏପରିକି ମୋ କାମକୁ କିଏ ଜଣେ ଚିହ୍ନି ପ୍ରଶଂସା କରିବା ପରି ଅନୁଭବ ହେଉଛି ବୋଲି ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିବା ବରିଷ୍ଠ…

ଗାଈ ଚୋରାଚାଲାଣ ସନ୍ଦେହରେ କ୍ୟାମେରା ଆଗରେ ମୁସଲିମ ଯୁବକଙ୍କୁ ମାଡ଼

ମଥୁରା,୨୨।୩: ଗାଈ ମୃତଦେହ ନେଇ ଯାଉଥିବା ପିକ୍‌ ଅପ୍‌ ଭାନ ଡ୍ରାଇଭରଙ୍କୁ ଏକ ଗୋଷ୍ଠୀ ନିର୍ଯାତନା ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶର ମଥୁରାରେ ରବିବାର ରାତିରେ ଘଟିଥିବା ଘଟଣାର ଭିଡିଓ ଭାଇରାଲ ହୋଇଛି। ରିପୋର୍ଟ ଅନୁଯାୟୀ, ଗାଡ଼ିରେ ଗାଈ ହାଡ଼…

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ବେଳେ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଏହି…

ବିବାହ ବନ୍ଧନରେ ବାନ୍ଧି ହେଲେ ‘ଦ ଫେମ ଗେମ’ର ଅଭିନେତା

ଗତ କିଛି ମାସ ବଲିଉଡ ଠାରୁ ଆରମ୍ଭ କରି ଟେଲି ଜଗତରେ ମଧ୍ୟରେ ଅନେକ ସେଲିବ୍ରିଟି ବିବାହ କରୁଛନ୍ତି। ତେବେ ଟେଲି ଜଗତର ଆଉ ଏକ ତାରକା ବିବାହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏହି ଅଭିନେତା ହେଉଛନ୍ତି ମାଧୁରୀ…

ସୁସ୍ମିତାଙ୍କୁ ଭିଡରୁ ରକ୍ଷା କଲେ ପୂର୍ବତନ ପ୍ରେମିକ

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କ ବୟଫ୍ରେଣ୍ଡ ରୋହମନ ଶଲଙ୍କ ସହ ତାଙ୍କ ବ୍ରେକ୍‌ଅପ୍‌କୁ ନେଇ ଆଲୋଚନା ଜୋର ଧରିଥିଲା। ସୁସ୍ମିତା ସୋସିଆଲ ମିଡିଆ ମାଧ୍ୟମରେ ନିଜ ବ୍ରେକ୍‌ଅପ୍‌ ଖବର ପ୍ରଶଂସକଙ୍କୁ ଜଣାଇଥିଲେ। କିନ୍ତୁ ପୁଣି…

ନିର୍ବାଚନୀ ସଭାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଟାର୍ଗେଟ

ଜୁନାଗଡ଼,୨୨।୩(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍‌ଷ୍ଟାଣ୍ଡଠାରେ ଭାଜପାର ବିଶାଳ ନିର୍ବାଚନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ଜୁନାଗଡ ଏନ୍‌ଏସି ଅଧ୍ୟକ୍ଷ…

ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହୋଇଯାଇଛି। କରୋନା କଟକଣାରେ ଯାତ୍ରା ପରିଚାଳନା କରାଯାଉଛି। ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ ଗହଳିକୁ ନ ଆସିବାକୁ ଜିଲାପାଳ ଅନୁରୋଧ କରିଛନ୍ତି। ସୋମବାର ରାତି ସାଢେ ୧ଟାରେ…

ଆଜି ସନ୍ଧ୍ୟାରେ ସରିବ ପୌର ପ୍ରଚାର

ଭୁବନେଶ୍ୱର,୨୨।୩(ବ୍ୟୁରୋ) : ଆସନ୍ତା ୨୪ରେ ୧୦୬ ପୌରସଂସ୍ଥା ଏବଂ ୩ ମହାନଗର ନିଗମରେ ହେବାକୁ ଯାଉଛି ପୌର ନିର୍ବାଚନ। ତେବେ ଆଜି ସନ୍ଧ୍ୟା ୫ଟାରୁ ସରିବ ପୌର ନିର୍ବାଚନ ପ୍ରଚାର । ହାତରେ ଆଉ ମାତ୍ର କିଛି ଘଣ୍ଟାର ସମୟ ।…

ରୁଷିଆ ଆକ୍ରମଣକୁ ନେଇ ଭାରତର ଆଭିମୁଖ୍ୟ ‘ନରମ’: ବାଇଡେନ୍‌

ନ୍ୟୁୟର୍କ,୨୨।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଭାରତର ଆଭିମୁଖ୍ୟକୁ ଦୁର୍ବଳ ବୋଲି କହିଛନ୍ତି। ଆମେରିକାର ଅନ୍ୟ ସହଯୋଗୀ ଦେଶ ତୁଳନାରେ ଭାରତର ପ୍ରତିକ୍ରିୟା ଅସ୍ଥିର ବୋଲି ସେ କହିଛନ୍ତି। ୱାଶିଂଟନରେ ଆମେରିକାର ବିଜ୍‌ନେସ୍‌ ଲିଡର୍ସମାନଙ୍କୁ ସମ୍ବୋଧିତ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri