Home Left

ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ,ଜଣେ ଗିରଫ

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜଧାନୀରେ ବେଧଡକ ଚାଲିଛି ବ୍ରାଉନସୁଗାର କାରବାର। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପରେ ଅବକାରୀ ବିଭାଗ ଚଢାଉ ଜାରି ରଖୁଛି। ଗୁରୁବାର ସାଲିଆ ସାହି ବସ୍ତିରେ ଚଢ଼ାଉ କରି ବ୍ରାଉନ୍‌ ସୁଗାର ଜବତ କରିବା ସହ…

ହସ୍ପିଟାଲରେ ସ୍ବାମୀଙ୍କୁ ଦେଖି ଭାବୁକ ହେଲେ ନବନୀତ

ମୁମ୍ବାଇ,୫।୫: ହନୁମାନ ଚାଳିଶା ବିବାଦକୁ ନେଇ ଗିରଫ ହୋଇଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ଦୀର୍ଘ ୧୨ ଦିନ ପରେ ଗୁରୁବାର ଜେଲ୍‌ରୁ ମୁକୁଳିଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ସମୟ ପୂର୍ବରୁ ବାଏକୋଲା ମହିଳା ଜେଲ୍‌ରୁ ନବନୀତ…

ବନ୍ୟପ୍ରାଣୀ ଶିକାର କରି ଆଣୁଥିଲେ, ପଡ଼ିଲେ ଧରା

ଜମନକିରା,୫ା୫(ଡି.ଏନ୍‌.ଏ.): ବାମରା ବନ୍ୟପ୍ରାଣୀ ବନାଞ୍ଚଳ ବଡ଼ରମା ରେଞ୍ଜ ଟିକିବା ପଞ୍ଚାୟତ ଅନ୍ତର୍ଗତ ବଡଖଲିଆ ଗାଁରେ ଗୁରୁବାର ବନ କର୍ମଚାରୀ ଚଢ଼ାଉ କରି ଚଉଶିଙ୍ଗାର ମୁଣ୍ଡ, ଚମଡ଼ା ଓ ମାଂସ ଜବତ କରିଛି। ବନ ବିଭାଗ ସୂଚନା ଅନୁସାରେ, ବଡ଼ଖଲିଆ ଗାଁର ସୁଶିଲ…

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନ ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ଗୁରୁବାର ସୂଚନା ଦେଇଛନ୍ତି। ବାତ୍ୟା ହେବ କି ନାହିଁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ପାଣିପାଗ ବିଭାଗ ପକ୍ଷରୁ ସୂଚନା…

୩ହଜାର କି.ମି. ପଦଯାତ୍ରା କରିବେ ପିକେ

ପାଟନା,୫।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ବିହାର ରାଜଧାନୀ ପାଟନାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ପୂର୍ବରୁ ପ୍ରଶାନ୍ତ କିଶୋର ନୂଆ ଦଳ ଗଠନ କରିବେ ବୋଲି ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର କିନ୍ତୁ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮,୮୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌…

କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)। ସୀମାଞ୍ଚଳ କେରଳର ଏକ କମ୍ପାନୀରେ କାମ କରିବାକୁ ଗତ ମାସରେ ଯାଇଥିଲେ। ଗତ ବୁଧବାର…

ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ

ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା ସହ ଅନେକ ଆର୍ଥିକ ଓ ବ୍ୟବସାୟିକ ପ୍ରତିବନ୍ଧକ ଲଗାଇଛନ୍ତି। ଏହାର ପ୍ରତିଜବାବରେ ରୁଷିଆ ମଧ୍ୟ…

ସମ୍ଭାବ୍ୟ ବାତ୍ୟା: ଅଧିକାରୀଙ୍କ ସହ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନର ୟୁରୋପ ଗସ୍ତ ଶେଷ କରି ଗୁରୁବାର ନୂଆଦିଲ୍ଲୀ ଫେରିଛନ୍ତିି । ନୂଆଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ପୁଣି ଥରେ ନିଜ କାର୍ଯ୍ୟରେ ଯୋଗଦେବେ ବୋଲି ଜଣାପଡିଛି । ମୋଦି ନିଜ ବାସଭବନରେ କିଛି…

ଠାବହେଲା ହନୁମାନଙ୍କ ଆକାରର ପଥର, ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୫ା୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତ ମିଡ଼ିୟୁବାନ୍ଦା ଜଳପ୍ରପାତ ଏବେ ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରସିଦ୍ଧି ଲାଭ କରିଛି। ଦାରିଙ୍ଗବାଡ଼ି ଯିଏ ଆସୁଛି ସିଏ କଫି ବଗିଚା ସହ ଏହି ଜଳପ୍ରପାତକୁ ନିଶ୍ଚିତ ବୁଲିବାକୁ ପସନ୍ଦ କରନ୍ତି।…

ଜମ୍ମୁ-କଶ୍ମୀରରେ ବାଜିପାରେ ନିର୍ବାଚନୀ ବିଗୁଲ୍‌

ଶ୍ରୀନଗର,୫।୫: ଜମ୍ମୁ-କଶ୍ମୀର ପରିସୀମା ନିର୍ଦ୍ଧାରଣ ଆୟୋଗ ( Delimitation Commission) କାର୍ଯ୍ୟକାଳ ଶେଷ ହେବାର ଗୋଟିଏ ଦିନ ପୂର୍ବରୁ ବିଧାନସଭା ଆସନଗୁଡ଼ିକର ପୁନଃନିର୍ଦ୍ଧାରଣ ଉପରେ ଚୂଡ଼ାନ୍ତ ରିପୋର୍ଟ ଗୁରୁବାର ପ୍ରକାଶ କରିଛନ୍ତି। ଫଳରେ ଖୁବ ଶୀଘ୍ର ଜମ୍ମୁ-କଶ୍ମୀରରେ ନିର୍ବାଚନ ବିଗୁଲ ମଧ୍ୟ…

ବିବାହ ପରେ ସ୍ବାମୀଙ୍କ ସହ ଏକାଠି ନଜର ଆସିଲେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁର ଏପ୍ରିଲ ୧୪ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟଙ୍କ ବିବାହର ଫଟୋ ଏବଂ ସେମାନଙ୍କ ସହ ଜଡ଼ିତ ରୀତିନୀତି ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ପ୍ରଶଂସକମାନେ ମଧ୍ୟ ନବଦମ୍ପତିଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri