Home Left

ଆଇପିଏଲ୍‌ ୨୦୨୨: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହା ଆରସିବିର ଷଷ୍ଠ ବିଜୟ। ଏହି ବିଜୟ ପରେ ଫାଫ ଡୁ ପ୍ଲେସିସଙ୍କ ଦଳ ପୁଣି ଥରେ…

ବକ୍ସ ଅଫିସ୍‌ରେ ସାଉଥ୍‌ ଫିଲ୍ମର ରାଜ୍‌: ପଛକୁ ପଛ ଖଞ୍ଜି ହୋଇ ରହିଛି ଆକ୍ସନ ମୁଭି

ଏବେ ବକ୍ସ ଅଫିସରେ ଚାଲିଛି ସାଉଥ୍‌ ଫିଲ୍ମର ରାଜ। ଦର୍ଶକ ଏହାକୁ ଖୁବ୍‌ ପସନ୍ଦ କରୁଛନ୍ତି। ଗୋଟିଏ ପରେ ଗୋଟିଏ ଫିଲ୍ମ ତାର ଗୀତ ଆକ୍ସନ ପ୍ରଶଂସକଙ୍କୁ ପାଗଳ କରିଦେଉଛି। ଅନେକ ସମୟରେ ହଲ୍‌ ଫୁଲ୍‌ର ଖବର ମଧ୍ୟ ଆସିଛି। ଭଲ…

ମୁମ୍ବାଇଠାରୁ ଭୁବନେଶ୍ୱର ବହୁତ ଭଲ: ଲାରା ଦତ୍ତ

ଭୁବନେଶ୍ୱର,୫ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତ ଭୁବନେଶ୍ୱର ଆସିଛନ୍ତି। ଜନତା ମଇଦାନରେ ଆୟୋଜିତ ମହିଳା ବ୍ୟବସାୟ ମେଳାରେ ସେ ଯୋଗ ଦେଇଛନ୍ତି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିବା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଇଣ୍ଡିଆନ ଚାମ୍ବର…

ଗ୍ୟାରେଜର ଦାମ୍‌ ସାଢ଼େ ୧୧ କୋଟି, କାରଣ ଜାଣିବା ପରେ କିଣିବା ପାଇଁ ଲୋକଙ୍କ ଭିଡ଼

ଆଜିକାଲି ସମ୍ପତ୍ତି ବଜାର ସାରା ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ପୂର୍ବରୁ ଏଜେଣ୍ଟମାନଙ୍କ ଜରିଆରେ ସମ୍ପତ୍ତି କିଣା-ବିକା କରାଯାଉଥିଲା। ଏବେ ଲୋକମାନେ ଅନ୍‌ଲାଇନ୍‌ରେ ସମ୍ପତ୍ତି ବିଷୟରେ ସୂଚନା ପାଇବା ଏବଂ ଏହାକୁ ସିଧାସଳଖ କିଣିବାର ବିକଳ୍ପ ପାଇଛନ୍ତି। ବେଳେବେଳେ ଏକ ବଡ଼…

ଅମିତ ଶାହାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଯୋଧପୁର,୫।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ରାଜ୍ୟରେ ହୋଇଥିବା ଦଙ୍ଗାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚ୍ୟାଲେଞ୍ଜ୍‌ କରିଛନ୍ତି। ଟୁଇଟ୍‌ କରି ଗେହଲୋଟ କହିଛନ୍ତି, ଯଦି ଅମିତ ଶାହାଙ୍କର ଦମ୍‌ ଅଛି, ଗୃହ ମନ୍ତ୍ରଣାଳୟର ଏକ କମିଟି ଗଠନ…

ପ୍ରାଣୀଧନ ନିରୀକ୍ଷକଙ୍କ ୯୦ ପ୍ଲଟ୍‌, ୪ ବିଲ୍ଡିଂ, ୩ ଫ୍ଲାଟ୍‌

ଭୁବନେଶ୍ୱର,୫।୫(ବ୍ୟୁରୋ): ରଘୁନାଥପୁର କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଚଢାଉ ବେଳେ ଭିଜିଲାନ୍ସ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। କେବଳ ଟୁଇନ୍‌ ସିଟିରେ ତାଙ୍କର ରହିଛି ୯୦…

ଜିଗ୍ନେଶଙ୍କ ସମେତ ୧୨ ଅଭିଯୁକ୍ତଙ୍କୁ ୩ ମାସ ଜେଲ

ଅହମଦାବାଦ,୫ ।୫: ବିଧାୟକ ଜିଗ୍ନେଶ ମେୱାନି ଓ ଏନ୍‌ସିପି ନେତା ରେଶମା ପଟେଲଙ୍କୁ ମେହଶାଣାର ଏକ କୋର୍ଟ ୩ ମାସର ଦଣ୍ଡ ବିଧାନ କରିଛନ୍ତି । କୋର୍ଟ ଦୋଷୀଙ୍କ ଉପରେ ୧ ହଜାର ଟଙ୍କା ଜରିମାନା ବି ଲଗାଇଛନ୍ତି । କୋର୍ଟ…

ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦ: ଶୁକ୍ରବାର ଏସ୍‌ପି ଅଫିସ ଆଗରେ ଧାରଣା ଦେବ ଭାଜପା

ଭୁବନେଶ୍ୱର,୫।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍‌ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ଏହାଛଡ଼ା ତିଲେଇବଣି ବିଡିଓଙ୍କୁ ଗିରଫ…

‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’

ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ରାହୁଲ ନେପାଳ ଯାଇଥିବାବେଳେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ ସେ…

ଟ୍ରୋଲିଂ ପରେ ଓଜନ କମାଇ ଚର୍ଚ୍ଚାରେ ବ୍ରହ୍ମାଣ୍ଡ ସୁନ୍ଦରୀ

ବମ୍ବେ: ବ୍ରହ୍ମାଣ୍ଡ ସୁନ୍ଦରୀ ହେବାର ତିନି ମାସ ପରେ ମୋଟା ହୋଇଯିବାକୁ ନେଇ ଟ୍ରୋଲ ହୋଇଥିଲେ ହରନାଜ୍‌ ସାନ୍ଧୁ। ଟ୍ରୋଲିଂକୁ ନେଇ ସେ କଡ଼ା ଜବାବ ମଧ୍ୟ ଦେଇଥିଲେ। ହେଲେ ଏବେ ସେ ପୁଣି ଥରେ ନିଜ ଟ୍ରାନ୍ସଫର୍‌ମେଶନ୍‌କୁ ନେଇ ଚର୍ଚ୍ଚାରେ।…

ଶୁକ୍ରବାର ସ୍ପଷ୍ଟ ହେବ ବାତ୍ୟା ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।…

ପଦ ଗଲା, ତଥାପି ଫର୍ମକୁ ଫେରିପାରୁନାହାନ୍ତି…

ମୁମ୍ବାଇ,୫।୫: ନିଜ ପଦରୁ ଇସ୍ତଫା ଦେବା ସତ୍ତ୍ୱେ ନିଜ ଫର୍ମକୁ ଫେରିପାରୁନାହାନ୍ତି ଚେନ୍ନାଇ ସୁପରକିଙ୍ଗ୍ସର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା। ଆଇପିଏଲ୍‌ ୨୦୨୨ର ଆରମ୍ଭରୁ ଜାଡେଜାଙ୍କୁ ଚେନ୍ନାଇର ନେତୃତ୍ୱ ମିଳିଥିଲା। ହେଲେ ଦାୟିତ୍ୱ ସମ୍ଭାଳିବା ପରେ ସେ ନିଜ ଖେଳ ପ୍ରତି ଧ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri