Home Left

ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ଖର୍ଚ୍ଚ କରୁଥିବା ଅର୍ଥ ଏପରି ଅପବ୍ୟୟ ହେଉଥିବା…

ବଲିଉଡ୍‌ରେ ୩୦ ବର୍ଷ ପୂରଣ କଲେ ଖିଲାଡି ବୟ, ସୋସିଆଲ ମିଡିଆରେ ଲେଖିଲେ ଏମିତି

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାର ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିରେ ୩ ଦଶନ୍ଧି ପାଳନ କରିଛନ୍ତି। ଏହି ୩୦ ବର୍ଷ ମଧ୍ୟରେ ପ୍ରଶଂସକମାନେ ତାଙ୍କୁ ଅନେକ ଭଲ ପାଇବା ଦେଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ବିଭିନ୍ନ ଚରିତ୍ରରେ ଅଭିନୟ କରି…

ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୫:ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ନିଜର ଏକ ରାଜନୈତିକ ଦଳ ଗଢିବା ନେଇ ଚର୍ଚ୍ଚା ଜୋର ଧରିଛି। ରାଜନୀତିରେ ପ୍ରବେଶ କରିବେ କି ନାହିଁ ସେନେଇ ଗୁରୁବାର ପ୍ରଶାନ୍ତ କିଶୋର ଏକ ଖବରଦାତା ସମ୍ମିଳନୀ କରି ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି,…

ଜୁସ୍‌ ଦୋକାନରୁ ଭଜନ ସମ୍ରାଟ୍‌ ହେବାର ଯାତ୍ରା

ବଲିଉଡ୍‌ରେ ଭଜନ ସମ୍ରାଟ ଭାବରେ ଜଣାଶୁଣା ଗୁଲଶନ କୁମାରଙ୍କର ଆଜି ଜନ୍ମବାର୍ଷିକୀ। ତାଙ୍କ ଭଜନ ଶୁଣି ଶ୍ରୋତାମାନେ ଆଜି ବି ମନ୍ତ୍ରମୁଗ୍ଧ ହୋଇପଡନ୍ତି। ବଲିଉଡରେ ଗୁଲଶାନ କୁମାରଙ୍କ ନାମ ଏବେ ବି ସମ୍ମାନର ସହ ନିଆଯାଏ। ସେ ଏପରି ଜଣେ ବ୍ୟକ୍ତି…

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ସାଲିଆସାହିର ଆଦିବାସୀ ସାହିରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏହି ବ୍ରାଉନସୁଗାର ଜବତ ହୋଇଛି। ତେବେ ଏହି କାରବାରରେ ସଂପୃକ୍ତ…

ଖରାରେ କାମ କରୁଛନ୍ତି ଶ୍ରମିକ

କେନ୍ଦୁଝର, ୫।୫ (ଡି.ଏନ୍‌.ଏ.): ଚଳିତ ବର୍ଷ ମାର୍ଚ୍ଚ ମାସରୁ ଦିନକୁ ଦିନ ଖରା ବଢିବାରେ ଲାଗିଛି। ଏପରିକି ଏପ୍ରିଲ ମାସରେ କେନ୍ଦୁଝରରେ ଖରା ପ୍ରାୟ ୪୦ଡିଗ୍ରୀ ଉପରେ ରହୁଛି। କେନ୍ଦୁଝରର ପୁରୁଖା ଲୋକମାନେ କହିଛନ୍ତି, ଏ ବର୍ଷ ଭୀଷଣ ଗରମ ହେଉଛି। ଏଭଳି…

ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ହୋଟେଲ୍‌ ଛାତକୁ ଚଢିଲେ ପ୍ରଶଂସକ

ସାଉଥ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବିଶାଖାପାଟନମ୍‌ରେ ପହଞ୍ଚିଛନ୍ତି। ଏଠାରେ ପ୍ରଶଂସକମାନେ ନିଜ ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ଼ ଜମାଇଥିଲେ। ତାଙ୍କୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ଶହ ଶହ ପ୍ରଶଂସକ…

୩୩ ବର୍ଷ ହେବ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି ସଲମାନ୍‌: ମୋଟ ସମ୍ପତ୍ତି ଜାଣିଲେ…

ବଲିଉଡର ଦବଙ୍ଗ ସଲମାନ ଖାନ ଫିଲ୍ମ ଇଣ୍ଡଷ୍ଟ୍ରିରେ ୩୩ ବର୍ଷ ପୂରଣ କରିଛନ୍ତି। ଫିଲ୍ମ ‘ମେନେ ପ୍ୟାର କିୟା’ ଜରିଆରେ ସେ ବଲିଉଡରେ ଡେବ୍ୟୁ କରିଥିଲେ। ଭାଇଜାନ ନାମରେ ପ୍ରଶଂସକଙ୍କ ମଧ୍ୟରେ ପ୍ରସିଦ୍ଧ ସଲମାନ ଆଜି ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ଦାମୀ…

ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ ଥିବା…

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…

କୋହଲିଙ୍କୁ ସହ ଘଟିଲା ଏମିତି, ବୋଲର୍‌ଙ୍କୁ ମାଗିବାକୁ ପଡିଲା କ୍ଷମା: ଦେଖନ୍ତୁ ଭିଡିଓ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଆରସିବି ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣି ଥରେ ବ୍ୟାଟିଂରେ ବିଶେଷ କିଛି ପ୍ରଦର୍ଶନ କରିପାରି…

୩୨୦ କୋଟି ଓଟିଟି ରାଇଟସ୍‌ରେ ବିକ୍ରି ହେଲା କେଜିଏଫ୍ ୨

ମୁମ୍ବାଇ: କନ୍ନଡ ଫିଲ୍ମ କେଜିଏଫ୍ ୨ ଦିନକୁ ଦିନ ନୂଆ ରେକର୍ଡ କରୁଛି । ୧୪ ଏପ୍ରିଲରେ ରିଲିଜ ହୋଇଥିବା ଏହି ଫିଲ୍ମ ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । କେଜିଏଫ୍ ୨ ଓଟିଟି ରାଇଟ୍ସକୁ ନେଇ ଏକ ବଡ ଖବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri