Home Left

ଭେନେଜୁଏଲା ତୈଳ ସେକ୍ଟରରେ ନିବେଶ ପାଇଁ ଟ୍ରମ୍ପ୍‌ଙ୍କ ଚାପ

ଓ୍ବାଶିଂଟନ,୧୧ା୧: ସମସ୍ୟା ଘେରରେ ଥିବା ଭେନେଜୁଏଲା ତୈଳ ଶିଳ୍ପର ପୁନରୁଦ୍ଧାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନୂ୍ୟନ ୧୦୦ ବିଲିୟନ ଡଲାର ଘରୋଇ ସେକ୍ଟର ନିବେଶ ନିମନ୍ତେ ଚାପ ପକାଉଥିବାବେଳେ ନିଜ ଦେଶର ବୃହତ୍‌ ତୈଳ କମ୍ପାନୀଗୁଡ଼ିକ ଏହାର ବିରୋଧ…

ଅଳିଆଗଦା ଭୁଶୁଡ଼ି ଚାଲିଗଲା ୪ ଜୀବନ: ୩୪ ଫସିଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି…

ମାନିଲା,୧୦ା୧: କେନ୍ଦ୍ରୀୟ ଫିଲିପାଇନ୍ସରେ ଏକ ଅଳିଆଗଦା ଭୁଶୁଡ଼ି ଅନୂ୍ୟନ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳିଆ ତଳେ ୩୪ ଜଣ ଫସିରହିଥିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅଳିଆ ଗଦା ମଧ୍ୟରୁ ୧୨ ଜଣ ଶ୍ରମିକଙ୍କୁ ଆହତ…

ସୁନାଦେଈ କପ୍‌ କ୍ରିକେଟ: ଉଦ୍ୟାନବନ୍ଧ ଚାମ୍ପିୟନ

ନୂଆପଡ଼ା,୭ା୧(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା କଣାଭଏଁରା ଖେଳ ପଡ଼ିଆରେ ୮ତମ ଜୟ ମା’ ସୁନାଦେଈ କପ୍‌ କ୍ରିକେଟ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୬ଦଳ ଅଂଶ ଗ୍ରହଣ କରିଥିଲେ। ଫାଇନାଲ ଖେଳ ଉଦ୍ୟାନବନ୍ଧ ଏବଂ ଝଗ୍ରାହୀ…

EPFO Profile ଅପ୍‌ଡେଟ୍‌: ନାମ-ଜନ୍ମତାରିଖରୁ ନେଇ ବୈବାହିକ ସ୍ଥିତି ଯାଏ ପରିବର୍ତ୍ତନ କରିବାର ସହଜ ଉପାୟ

ନୂଆଦିଲ୍ଲୀ,୧୦।୧: ସାରା ଦେଶରେ କୋଟି କୋଟି ପ୍ରାଇଭେଟ ସେକ୍ଟର କର୍ମଚାରୀ ଏମ୍ପ୍ଲଏ ପ୍ରୋଭିଡେଣ୍ଟ ଫଣ୍ଡ (EPF) ସହ ଜଡ଼ିତ ଅଛନ୍ତି। ସମ୍ପ୍ରତି ଇପିଏଫଓ (EPFO) ସବସ୍କ୍ରାଇବରମାନଙ୍କୁ ସୁବିଧା ଦେବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ହେଲେ ଏକ EPF ସବସ୍କ୍ରାଇବର…

ଅଯୋଧ୍ୟା ରାମ ମନ୍ଦିରରେ ପଶି ନମାଜ ପାଠ ପାଇଁ କରୁଥିଲେ ଉଦ୍ୟମ: ଆଉ ତା’ ପରେ…

ଅଯୋଧ୍ୟା,୧୦ା୧: ଅଯୋଧ୍ୟା ରାମମନ୍ଦିର ପରିସରରେ ପ୍ରବେଶ କରି ନମାଜ ପାଠ ଉଦ୍ୟମ କରୁଥିବା କଶ୍ମୀରର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ କଶ୍ମୀର ଶୋପିଆନ୍‌ ଜିଲାର ୫୫ ବର୍ଷୀୟ ଅହମଦ ଶେଖ୍‌ ବୋଲି ପୋଲିସ କହିଛି। ଅହମଦ କଡ଼ା…

୧୨ ବର୍ଷ ବ୍ୟବଧାନ ପରେ ଭାରତକୁ ଫେରିଛି ଫିଫା ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୧୦।୧: ଜୁନ ୧୧ ତାରିଖରୁ ଫିଫା ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ବିଶ୍ୱ ଟୁରର ଅଂଶବିଶେଷ ଭାବେ ଟ୍ରଫି ଶନିବାର ଭାରତରେ ପହଞ୍ଚିଛି। ୩ ଦିନିଆ ଭାରତ ଟୁରରେ ପ୍ରଥମ ଦୁଇ ଦିନ ଟ୍ରଫି ଦିଲ୍ଲୀରେ ପ୍ରଦର୍ଶିତ କରାଯିବ। ଅନ୍ତିମ…

ଦାରିଙ୍ଗବାଡି ଶୀତ ମହୋତ୍ସବ: ତୃତୀୟ ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ; ହସାଇହସାଇ ବେଦମ କଲେ…

ଦାରିଙ୍ଗବାଡି, ୧୦ା୧ (ଅରୁଣ ସାହୁ )-ଏକାଦଶ ତମ ଦାରିଙ୍ଗବାଡି ଶୀତ ମହୋତ୍ସବର ତୃତୀୟ ଦିବସର ସଂଧ୍ୟାରେ ହେରି ଓ ପ୍ରିୟମ୍ବଦାଙ୍କ ନୃତ୍ୟ ଦର୍ଶକଙ୍କୁ ଅଭିଭୂତ କରିଥିଲା। ଶୀତରେ ଦର୍ଶକମାନେ ଉଭୟନୃତ୍ୟଶିଳ୍ପୀଙ୍କ ନୃତ୍ୟରେ ମସଗୁଲ ହୋଇଥିଲେ। ତୃତୀୟଦିବସ କାର୍ଯ୍ୟକ୍ରମରେ ତହସିଲଦାର ଧୀରଜ ପାତ୍ର…

ଚାଉଳ ଚୋରି କରି ବନ୍ଧା ହେଲେ ୩ ଅଭିଯୁକ୍ତ

ଖଡ଼ିଆଳ,୧୦ା୧ (ସୁଜିତ କୁମାର ପ୍ରଧାନ)- ଏକ ଚୋରି ଘଟଣାରେ ଖଡିଆଳ ପୋଲିସ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରି ସେମାନଙ୍କଠାରୁ ଚୋରି ଚାଉଳ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖଡ଼ିଆଳ ଥାନା ଗୋଇମୁଣ୍ଡି ଗ୍ରାମର ଝଲେନ୍ଦ୍ର ଚଲାନ, ଲାଇବାନିଧି ଚଲାନ…

ଜାତୀୟ ତାଏକୋଣ୍ଡୋ ପ୍ରତିଯୋଗିତା: ଚମକିଲେ କଳାହାଣ୍ଡିର ପ୍ରତିଯୋଗୀ

ଭବାନୀପାଟଣା,୧୦।୧(ଉତ୍ତମ କୁମାର ଦାଶ): ଗୁଜୁରାଟର ଅହମଦାବାଦ କୋବାସ୍ଥିତ ପ୍ରେକ୍ଷାଧ୍ୟାନ ଏକାଡେମୀରେ ଡିସେମ୍ବର ଶେଷରେ ୪୦ତମ ଜାତୀୟ ଆଇଟିଏଫ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୁଜରାଟ ତାଏକୋଣ୍ଡୋ ଆସୋସିଏଶନ ଅଫ ଇଣ୍ଡିଆ ଏବଂ ତାଏକୋଣ୍ଡୋ ଫାଇଟର୍ସ ଆସୋସିଏଶନ ଅଫ ଆନୁକୂଲ୍ୟରେ ଅନୁଷ୍ଠିତ ଜାତୀୟ…

ଶୀତରୁ ନିସ୍ତାର ନାହିଁ: ଏହି ସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୦।୧: ଶୀତରୁ ନିସ୍ତାର ନାହିଁ। ଏଭଳି ସ୍ଥିତିରେ ଶୀତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣି ପାଗ ବିଭାଗ। ରାଜ୍ୟର ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କଟକ,…

ଦାବି ଶୁଣି ଆକ୍ସନ ମୋଡରେ ଜିଲାପାଳ: ବଦଳିଲେ ଏବିଡିଓ

ପୁରୁଷୋତ୍ତମପୁର,୧୦।୧ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏବିଡିଓ ନିରାକାର ଯେନାଙ୍କ ବିରୋଧରେ ଦୀର୍ଘ ଦିନଧରି ଲାଗିରହିଥିବା ଜନ ଅସନ୍ତୋଷ ଓ ଅଭିଯୋଗ ପରେ ଶେଷରେ ଜିଲାପାଳ ତାଙ୍କୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ନୂତନ ଏବିଡିଓ ଭାବରେ ଜୟଶ୍ରୀ ନାୟକଙ୍କୁ…

ବ୍ଲକ ମୁଖ୍ୟାଳୟରେ ଜିଓ ନେଟୱର୍କ ଶୂନ୍ୟ: ଅପହଞ୍ଚ ଡିଜିଟାଲ ସେବା, ହନ୍ତସନ୍ତ ହେଉଛନ୍ତି ହଜାର ହଜାର…

ଥୁଆମୂଳରାମପୁର,୧୦।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ନେଟ୍‌ୱର୍କ ସେବାର ଏକ ବିଚିତ୍ର ଚିତ୍ର ଦେଖିବାକୁ ମିଳିଛି। ବ୍ଲକର ପ୍ରାୟ ସମସ୍ତ ଗ୍ରାମ ପଞ୍ଚାୟତରେ ‘ଜିଓ’ ନେଟୱର୍କ ଉପଲବ୍ଧ ଥିବାରୁ ଅଞ୍ଚଳର ଶତକଡ଼ା ୮୦ ଭାଗ ଲୋକ ଏହି କମ୍ପାନୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri