ଦିଲ୍ଲୀର ପଞ୍ଜିକୃତ ନିର୍ମାଣ ଶ୍ରମିକ ଡିଟିସି, କ୍ଲଷ୍ଟର ବସ୍ରେ ମାଗଣାରେ କରିପାରିବେ ଯାତ୍ରା
ନୂଆଦିଲ୍ଲୀ,୫ ।୫: ରାଜଧାନୀ ଦିଲ୍ଲୀର ସମସ୍ତ ପଞ୍ଜିକୃତ ନିର୍ମାଣ ଶ୍ରମିକ ଏଣିକି ଡିଟିସି ଓ କ୍ଲଷ୍ଟର ବସରେ ମାଗଣାରେ ଯାତ୍ରା କରିପାରିବେ । ବୁଧବାର ଦିଲ୍ଲୀ ସରକାର ଏମିତି ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ମାଗଣା ବସ୍ ପାସ ଯୋଗାଇ ଦେଇଛନ୍ତି ।…
ଫୁଟୁଥିବା ତେଲ କଡ଼େଇରେ ହାତ ପୁରାଇ ଗ୍ରାହକଙ୍କୁ ପକୁଡ଼ି ଦେଉଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଚେନ୍ନାଇକୁ ପରାସ୍ତ କଲା ଆରସିବି
ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍ରେ ୧୭୪ ରନ୍ର…
ବୋଲ୍ଡ ଲୁକ୍ରେ ଅଭିନେତ୍ରୀ
ମୁମ୍ବାଇ: ‘ଆଲାଦ୍ଦିନ-ନାମ ତୋ ସୁନା ହୋଗା’ରେ ଜସ୍ମିନ ଭୂମିକାରେ ଅଭିନୟ କରୁଥିବା ଅଭିନେତ୍ରୀ ଅବନୀତ କୌର ସୋସିଆଲ ମିଡିଆରେ ବହୁତ ଆକ୍ଟିଭ। ସେ ଅଭିନୟ ସହିତ ଫ୍ୟାଶନକୁ ନେଇ ଲୋକଙ୍କ ହୃଦୟ ଜିଣନ୍ତି। ସୋସିଆଲ ମିଡିଆରେ ମଧ୍ୟ ତାଙ୍କ ପ୍ରଶଂସକଙ୍କ ଅଭାବ…
ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି। ଗୋଟିଏ ଦିନ ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗ କରି କଂଗ୍ରେସର ପଞ୍ଜାବର ଦାୟିତ୍ୱରେ…
ଲାଉଡ୍ସ୍ପିକର୍କୁ ନେଇ ପୁଣି ଗର୍ଜିଲେ ରାଜ୍ ଠାକରେ
ମୁମ୍ବାଇ,୪।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ସରକାରଙ୍କ ଚେତାବାନୀ ଓ ପୋଲିସର ନୋଟିସ ସତ୍ତ୍ୱେ ବୁଧବାର ପୁଣି ମସଜିଦରେ ଲାଗିଥିବା ଲାଉଡସ୍ପିକରକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଲାଉଡ ସ୍ପିକର ବିବାଦରେ ତାଙ୍କ ପାର୍ଟି ଏକାକୀ…
ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ ୭ ଦିନ ବଢ଼ାଇଥିବା ବିଧାୟକଙ୍କ ଓକିଲ ଅଭିନବ ଚାନ୍ଦ ସୂଚନା ଦେଇଛନ୍ତି। ଏପ୍ରିଲ ୨୨ରେ…
କୋହଲିଙ୍କୁ ପଛରେ ପକାଇଲେ ଧୋନୀ
ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍ ରେ ସିଏସ୍କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ…
ଘର କିଣିଲେ ପୃଥ୍ବୀ ଶ’, ଦାମ୍ ଜାଣିଲେ…
ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଯୁବ କ୍ରିକେଟର ପୃଥ୍ବୀ ଶ’ ନିଜର ଘର କିଣିଛନ୍ତି। ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲସ ପକ୍ଷରୁ ଖେଳୁ ଥିବା ଏହି ୨୨ ବର୍ଷୀୟ କ୍ରିକେଟର ୧୦.୫ କୋଟି ଟଙ୍କା ଦେଇ ଏହି…
୩ ପୋଲିସ କର୍ମଚାରୀ ନିଲମ୍ବିତ
ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍ପି ଋଷିକେଶ ଦ୍ୟାନଦେଓ ଖିଲାରୀ…
ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର
ହିଞ୍ଜିଳିକାଟୁ,୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ…
ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ…
Archives


