Home Left

ଧ୍ୟାନ ହଟାଇବାକୁ ଭାଜପାର ଚକ୍ରାନ୍ତ: ଗେହଲଟ୍‌

ନୂଆଦିଲ୍ଲୀ, ୪ା୫: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିଚାଲିଛି। ବେକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିପର୍ଯ୍ୟସ୍ତ ଅର୍ଥନୀତିକୁ ସଳଖାଇବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାବେଳେ ଭାଜପା ସେଥିରୁ ଦେଶବାସୀଙ୍କ ଧ୍ୟାନ ହଟାଇବା ପାଇଁ ଉଦ୍ୟମ କରୁଛି। ରାଜସ୍ଥାନର…

ଭାରତରେ ଏକ୍ସଇ ଭାରିଆଣ୍ଟ

ନୂଆଦିଲ୍ଲୀ,୪ା୫ (ଆଇଏଏନ୍‌ଏସ୍‌): ଭାରତରେ ଏକ୍ସଇ କୋଭିଡ୍‌ ଭାରିଆଣ୍ଟର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଭାରତୀୟ ସାର୍ସ-ସିଓଭି୨ ଜିନୋମିକ୍ସ ସିକ୍ୱେନ୍ସିଂ କନସୋର୍ଟିୟମ (ଆଇଏନ୍‌ଏସ୍‌ଏସିଓଜି) ପକ୍ଷରୁ ପ୍ରକାଶିତ ସଦ୍ୟ ବୁଲେଟିନ୍‌ରେ ଏହା ସ୍ପଷ୍ଟ କରାଯାଇଛି। ଏହା ଉପରେ ଅଧିକ ଅନୁଧ୍ୟାନ କରାଯାଉଛି। ଗତ ୨୫…

ମହାପ୍ରଭୁଙ୍କ ସେବାରେ ଆନନ୍ଦ ମିଳେ

ଖୋର୍ଦ୍ଧା ଅଫିସ,୪।୫: ପବିତ୍ର ଅକ୍ଷୟତୃତୀୟାରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତିନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ ଚାଲିଛି ସୂତାଲୁଗା ଓ ପାଟବସ୍ତ୍ର ପ୍ରସ୍ତୁତି।…

‘ମହାଦ୍ରୁମରୁ କେବଳ ପତ୍ର ଝଡ଼ିଛି’

ଖଇରା, ୪ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରାଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ରାଧାକାନ୍ତ ପାତ୍ର ଓ ଗଡପୋଖରୀ ପଞ୍ଚାୟତର ଭାଜପା ନେତା ରଞ୍ଜନ ଦଳେଇ କିଛି ଦିନର ନୀରବତା ପରେ ମଙ୍ଗଳବାର…

ପ୍ରଶାସନିକ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଢେଙ୍କାନାଳ ଅଫିସ, ୪।୫: କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣି ଆରମ୍ଭ ହୋଇଛି ପଥର ମାଫିଆଙ୍କ ଦୌରାତ୍ମ୍ୟ। ଓଡ଼ାପଡ଼ା ତହସିଲ ଇନ୍ଦିପୁର-ଗୁଣ୍ଡୁରାପଶି ଖଣିରୁ ଚୋରା ଚାଲାଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିବାବେଳେ ଅଭିଯୁକ୍ତଙ୍କ…

ରାଜ୍‌ ଠାକ୍‌ରେଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ମୁମ୍ବାଇ,୪ା୫: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେଙ୍କ ବିରୋଧରେ ଏକ ୧୪ ବର୍ଷର ପୁରୁଣା ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ) ଜାରି କରାଯାଇଛି। ସାଙ୍ଗଲି ଜିଲାର ଏକ କୋର୍ଟ ତାଙ୍କୁ ଗିରଫ କରି ଅଦାଲତରେ ହାଜର…

ଝିଅଙ୍କ ବିବାହକୁ ନେଇ ଉତ୍ସାହିତ ଅଛନ୍ତି ସୁନୀଲ

ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର କେ.ଏଲ. ରାହୁଲଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଦୁହିଁଙ୍କ ବିବାହ ଏହି ବର୍ଷ ଡିସେମ୍ବରରେ ହେବ ବୋଲି କୁହାଯାଉଛି। ଶୁଣିବାକୁ ମିଳୁଛି ଯେ, ବଲିଉଡ ଅଭିନେତା ତଥା ଆଥିଆଙ୍କ ବାପା ସୁନୀଲ…

‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’

ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା ଏତଲା ଆଧାରରେ ତିଲେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବୁକ୍‌ ସର୍କୁଲାର-୪୭ର ଠିକ୍‌…

ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା

ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ ଦଳ ସେମାନଙ୍କ ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା ଆରମ୍ଭ କରିଦେଇଛନ୍ତି। ମୁଖ୍ୟତଃ ଭାଜପା ଓ…

୯ରେ ଦିଲ୍ଲୀ ଯିବେ କଂଗ୍ରେସ ବିଧାୟକ

ଭୁବନେଶ୍ୱର,୪ା୫(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)କୁ ନୂଆ ସଭାପତି ମିଳିପାରନ୍ତି। ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର ନିକଟରେ ଓଡ଼ିଶା ଗସ୍ତରେ ଆସି ଦଳର ସବୁ ବିଧାୟକଙ୍କ ସହ ପୃଥକ୍‌ ପୃଥକ୍‌ ଭାବେ ଆଲୋଚନା କରିବା ସହିତ ଦଳର ଅନ୍ୟ ନେତାଙ୍କୁ ମଧ୍ୟ ଭେଟି…

ମହାଗ୍ରାମ୍‌ କମ୍ପାନୀର ୬.୫୭ କୋଟି ଟଙ୍କା ଫ୍ରିଜ୍‌

ଭୁବନେଶ୍ୱର, ୪।୫(ବ୍ୟୁରୋ): ଗ୍ରାହକଙ୍କୁ ଲୋନ୍‌ ଆପ୍‌ ଦ୍ୱାରା ଟଙ୍କା ଦେଇ ପରେ ଅଧିକ ସୁଧ ସହ ଋଣ ଶୁଝିବାକୁ ବାଧ୍ୟକରି ମାନସିକ ନିର୍ଯାତନା ଦିଆଯାଉଥିଲା। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଏବଂ ଗ୍ରାହକଙ୍କ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚର ଅର୍ଥନୈତିକ…

ଡେନ୍‌ମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶା ପଟଚିତ୍ର

କୋପେନହେଗେନ୍‌,୪ା୫: ଡେନ୍‌ମାର୍କ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ଡାନିସ୍‌ ପ୍ରତିପକ୍ଷ ମେଟେ ଫ୍ରେଡେରିକ୍ସନ୍‌ଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଫ୍ରେଡେରିକ୍ସନ୍‌ ତାଙ୍କ ବାସଭବନରେ ଲାଗିଥିବା ଓଡ଼ିଶାର ପଟଚିତ୍ରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri