ମେ’ ୧୦ ଯାଏ ଘୁଞ୍ଚିଲା ଆବେଦନ ସମୟ
ଭୁବନେଶ୍ୱର, ୪।୫(ବ୍ୟୁରୋ): ବିଜୁ ଯୁବ ସଶକ୍ତୀକରଣ ଯୋଜନା-୨୦୨୧ ଅଧୀନରେ ଲାପ୍ଟପ୍ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଆବେଦନର ଅବଧିକୁ ଘୁଞ୍ଚାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଆବେଦନ ଅବଧିକୁ ମେ’ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।…
୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ
ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ…
୫୦ଲକ୍ଷ ଟଙ୍କା ଜୁଆ ଖେଳିଛନ୍ତି ପ୍ରେମିକ
ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଏକ ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାର ଅନ୍ୟତମ ଅଭିଯୁକ୍ତ ପ୍ରେମିକ ବିକାଶ କୁମାରଙ୍କୁ ପୋଲିସ ଗିରଫ କରିଛି। ତମାଣ୍ଡୋ ଥାନା ପୋଲିସ ବିକାଶଙ୍କୁ ସୋମବାର ଝାଡ଼ଖଣ୍ଡ ହଜାରିବାଗରୁ ଗିରଫ କରିବା ପରେ…
୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି
ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ…
ବୁଡ଼ାଜାହାଜ ପ୍ରକଳ୍ପରୁ ଓହରିଲା ଫ୍ରାନ୍ସ
ନୂଆଦିଲ୍ଲୀ,୪।୫ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫ୍ରାନ୍ସ ଗସ୍ତର ଦିନକ ପୂର୍ବରୁ ସେଠାର ନାଭାଲ ଗ୍ରୁପ୍ ଭାରତ ସହ ବୁଡାଜାହାଜ ପ୍ରକଳ୍ପ (ପି-୭୫ଆଇ) ବୁଝାମଣାରୁ ଓହରିଯାଇଛି। ପ୍ରସ୍ତାବ ପାଇଁ ଅନୁରୋଧ (ଆର୍ଏଫ୍ପି)ରେ ଏୟାର ଇଣ୍ଡିପେଣ୍ଡେଣ୍ଟ ପ୍ରପଲ୍ଶନ (ଏଆଇପି) ସିଷ୍ଟମକୁ ନେଇ ଭାରତର…
ଇଦ୍ ପାଳି ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ୨ ଯୁବକଙ୍କ ଜୀବନ
ଚାନ୍ଦବାଲି, ୩।୫ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଥାନା କେନ୍ଦ୍ରାପଡ଼ା-ଚାନ୍ଦବାଲି ରାସ୍ତାର ତାରିଣୀ ଛକ ନିକଟରେ ମଙ୍ଗଳବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସ୍ଥାନୀୟ ମତୋ ମୁସ୍ଲିମ ସାହିର ସେକ୍ ଆସଲାମ ଓ…
ଅହମଦାବାଦରେ ଖେଳାଯିବ ଆଇପିଏଲ୍ ଫାଇନାଲ୍
ନୂଆଦିଲ୍ଲୀ,୩।୫ : ଚଳିତ ଆଇପିଏଲ୍ ସଂସ୍କରଣର ଫାଇନାଲ ଆସନ୍ତା ୨୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ସ୍ପଷ୍ଟ କରିଛି। ଟାଟା ଆଇପିଏଲ୍ର ପ୍ରଥମ କ୍ୱାଲିଫାୟର ଓ ଏଲିମିନେଟର ଯଥାକ୍ରମେ…
ଝାରସୁଗୁଡ଼ା ଚାଷୀଙ୍କୁ ଦିଆଗଲାନି
ଭୁବନେଶ୍ୱର,୩ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।…
ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୫(ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।…
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
ଭୁବନେଶ୍ୱର,୩ା୫(ବ୍ୟୁରୋ):ପିସିସିକୁ ମିଳିପାରେ ନୂଆ ସଭାପତିି। ଆସନ୍ତା ୯ ତାରିଖରେ ଦଳର ସବୁ କଂଗ୍ରେସ ବିଧାୟକ ଦିଲ୍ଲୀ ଗସ୍ତ କରିବେ। ରାହୁଲ ଗାନ୍ଧୀ ବିଧାୟକମାନଙ୍କୁ ଭେଟିବେ ବୋଲି ଦିଲ୍ଲୀରୁ ସବୁ ବିଧାୟକଙ୍କୁ ଫୋନ୍ ଆସିଥିବା ଜଣାପଡ଼ିଛି। ତେବେ ବିଧାୟକମାନଙ୍କ ମଧ୍ୟରୁ କାହାରିକୁ ପିସିସି…
ରାଜ୍ ଠାକ୍ରେଙ୍କ ବିରୋଧରେ ମାମଲା
ମୁମ୍ବାଇ,୩।୫:ଔରଙ୍ଗାବାଦରେ ରବିବାର ଅନୁଷ୍ଠିତ ରାଲିରେ ଉତ୍ତେଜକ ଭାଷଣ ଦେବା ଅଭିଯୋଗରେ ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍ଏନ୍ଏସ୍) ଅଧ୍ୟକ୍ଷ ରାଜ୍ ଠାକ୍ରେଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ରାଲିର ଆୟୋଜନ କରିଥିବା ୩ଜଣଙ୍କ ନାଁ ମଧ୍ୟ ଏତଲାରେ ରହିଛି। ଦଙ୍ଗା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍…
ଧନୁଷଙ୍କୁ ସମନ କଲେ ମାଡ୍ରାସ ହାଇକୋର୍ଟ
ମାଡ୍ରାସ,୩।୫: ମାଡ୍ରାସ ହାଇକୋର୍ଟରେ ଜାଲ୍ ପ୍ରମାଣପତ୍ର ଦାଖଲ କରିବା ଅଭିଯୋଗରେ ମଙ୍ଗଳବାର କୋର୍ଟଙ୍କ ପକ୍ଷରୁ ସାଉଥ୍ ସୁପରଷ୍ଟାର ଧନୁଷଙ୍କୁ ସମନ ଜାରି କରାଯାଇଛି। ମାଡ୍ରାସର ଏକ ଦମ୍ପତି ଧନୁଷ ତାଙ୍କ ପୁଅ ବୋଲି ଦାବି କରିଆସୁଥିବା ବେଳେ ଏନେଇ ସେମାନେ କୋର୍ଟର…
Archives


