ମିଲିଣ୍ଡାଙ୍କୁ ପୁଣି ବାହା ହେବାକୁ ଚାହାନ୍ତି ବିଲ୍ ଗେଟ୍ସ
ଓ୍ବାଶିଂଟନ୍, ୩ା୫: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ତାଙ୍କ ପୂର୍ବତନ ସ୍ତ୍ରୀ ମିଲିଣ୍ଡା ଫ୍ରେଞ୍ଚ ଗେଟ୍ସଙ୍କୁ ପୁଣି ବିବାହ କରିବାକୁ ଚାହୁଁଥିବା ଏକ ସାକ୍ଷାତକାରରେ କହି ଚର୍ଚ୍ଚାକୁ ଆସିଛନ୍ତି। ୨୦୨୧ ମେ’ରେ ଏହି ଦମ୍ପତି ୩୦ ବର୍ଷର ବୈବାହିକ ଜୀବନରେ ପୂର୍ଣ୍ଣଚ୍ଛେଦ…
୧୯ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ୨.୪୦ କୋଟି ମଞ୍ଜୁର
ଭୁବନେଶ୍ୱର,୩।୫(ବ୍ୟୁରୋ):‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ରେଭେନ୍ଶା ବିଶ୍ୱବିଦ୍ୟାଳୟ ସହିତ ୧୮ ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ ଲାଗି ରାଜ୍ୟ…
ସବୁଜ ଉଦ୍ଜାନ ଚୁକ୍ତି ସ୍ବାକ୍ଷରିତ
ବର୍ଲିନ, ୩।୫: ୟୁକ୍ରେନ୍ ସଙ୍କଟ ଭିତରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ୟୁରୋପ ଗସ୍ତରେ ସୋମବାର ଜର୍ମାନୀରେ ପହଞ୍ଚିଛନ୍ତି। ବର୍ଲିନରେ ପହଞ୍ଚିବା ପରେ ତାଙ୍କୁ ଜର୍ମାନ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ ସ୍ବାଗତ କରିଥିଲେ। ଫେଡେରାଲ ଚାନ୍ସଲେରୀ ପରିସରରେ ପ୍ରଧାନମନ୍ତ୍ରୀ…
ସରିଲା ଆଦିବାସୀ ମେଳା:୪ କୋଟି ଟପିଲା ବେପାର
ଭୁବନେଶ୍ୱର, ୩।୫(ବ୍ୟୁରୋ):ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ୧୦ଦିନ ଧରି ଚାଲିଥିବା ଆଦିବାସୀ ମେଳା ସୋମବାର ଉଦ୍ଯାପିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ମେଳାରେ ବିଭିନ୍ନ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଓ କୃଷିଜାତ…
ସାଇବର ଠକଙ୍କୁ ସିମ୍ ଦେଉଥିବା ର଼୍ୟାକେଟ୍ ଧରାପଡିଲା
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ,୩ା୫:ବିଭିନ୍ନ ଟେଲିକମ୍ କମ୍ପାନୀର ସିମ୍ କାର୍ଡକୁ ପ୍ରି-ଆକ୍ଟିଭେଟ୍ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର ମାଷ୍ଟରମାଇଣ୍ଡଙ୍କ ସମେତ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍ ଢ଼େଙ୍କାନାଳରୁ ଗିରଫ କରିଛି।…
ମୟୂରଭଞ୍ଜ ପଲିଟେକ୍ନିକ୍ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍ନିକ୍ରେ ଆଡ୍ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ। ଏଥିନିମନ୍ତେ ସୋମବାର ରାଜ୍ୟ ବୈଷୟିକ ଶିକ୍ଷା ଓ…
ବର୍ଷା ଜଳ ଅଟକାଇବ ‘ବ୍ରିଜ୍-କମ୍-ଓ୍ବାଟର ଓୟାର’
ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍-କମ୍-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ…
ପୁଲୱାମାରେ ସିଆରପିଏଫ ଉପରେ ଆଇଇଡି ଆକ୍ରମଣ, ୨ ଯବାନ ଆହତ
ଜମ୍ମୁ,୩ ।୫: ଦକ୍ଷିଣ କଶ୍ମୀରର ପୁଲୱାମାରେ ଆତଙ୍କବାଦୀମାନେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସୁରକ୍ଷାକର୍ମୀଙ୍କୁ ଟାର୍ଗଟ କରି ଆଇଇଡି ଆକ୍ରମଣ କରିଛନ୍ତି । ଏଥିରେ ୨ ଯବାନ ଆହତ ହୋଇଥିବା ଜଣାପଡିଛି । ଏହି ଘଟଣା ପାଇଁ ଜୈଶ-ଇ-ମହମ୍ମଦ ସହ ଜଡିତ ସଙ୍ଗଠନ…
ଏମ୍ସର ପ୍ରଥମ ଅଙ୍ଗୁଳି ପ୍ରତିରୋପଣ ସଫଳ
ଭୁବନେଶ୍ୱର, ୩ା୫(ବ୍ୟୁରୋ):ସମ୍ପୂର୍ଣ୍ଣ କଟିଯାଇଥିବା ବାମ ହାତ ବୁଢ଼ା ଅଙ୍ଗୁଳିକୁ ଏମ୍ସରେ ଭୁବନେଶ୍ୱରରେ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ନସ ଆଣ୍ଡ୍ ପ୍ଲାଷ୍ଟିକ୍ ସର୍ଜରି ବିଭାଗର ଆସୋସିଏଟ୍ ପ୍ରଫେସର ଡା. ସଞ୍ଜୟ ଗିରିଙ୍କ ନେତୃତ୍ୱରେ ଗଠିତ ଡାକ୍ତରୀ ଦଳ ୧୦ ଘଣ୍ଟା…
ଦେବଗଡ଼ ବିଧାୟକ, ୨ ସହଯୋଗୀ ଗିରଫ
ଦେବଗଡ଼,୩ା୫(ଡି.ଏନ୍.ଏ):ଦେବଗଡ଼ ଜିଲା ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ରବିବାର ପୋଲିସ ଦେବଗଡ଼ ବିଧାୟକ ସୁବାସଚନ୍ଦ୍ର ପାଣିଗ୍ରାହୀ ଓ ତିଲେଇବଣୀ ବ୍ଲକ ନୋମିନିଙ୍କ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଅଦାଲତରେ ଜାମିନ…
ପାରାଦୀପରେ ହାଜତ ମୃତ୍ୟୁ ଅଭିଯୋଗ
ପାରାଦୀପ/କୁଜଙ୍ଗ/ଭୁବନେଶ୍ୱର, ୩ା୫(ସ୍ବ.ପ୍ର.):ଜଗତ୍ସିଂହପୁର ଜିଲା ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତରେ ଶନିବାର ମଧ୍ୟରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବୃନ୍ଦାବନ କଲୋନୀର ମନୋରଞ୍ଜନ ଗେଡି (୨୩)। ବ୍ରାଉନ୍ସୁଗାର କାରବାର ଅଭିଯୋଗରେ ପୋଲିସ ତାଙ୍କ ସମେତ ଅନ୍ୟ…
୭ଉଇକେଟରେ ରାଜସ୍ଥାନକୁ ହରାଇଲା କୋଲ୍କାତା
ମୁମ୍ବାଇ,୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚରେ କୋଲ୍କାତା ନାଇଟ୍ ରାଇଡର୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍ କରିଥିଲା।…
Archives


