Home Left

ନୋଏଡା-ଗାଜିଆବାଦରେ କର୍ଫ୍ୟୁ

ନୂଆଦିଲ୍ଲୀ,୨।୫: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଗତ କିଛି ଦିନରୁ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ଦିଲ୍ଲୀ ଏନ୍‌ସିଆରରେ ଆସୁଥିବା ଉତ୍ତରପ୍ରଦେଶର ୨ଟି…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା

ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟାସ୍‌ ଆୟର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ପୁଣି ସୋନପୁର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ସୋମବାର ରାଜ୍ୟର ୧୮ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ୫ ସହରରେ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହିଛି। ସୋନପୁର ୪୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରି ସବୁଠୁ…

ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ ଉପକରଣ। ଯେଉଁଥିରେ ପିଲା ପାଠ ପଢ଼ିବାର ବ୍ୟବସ୍ଥା କରାଯାଇଛି। ମାତ୍ର ସ୍ମାଟ କ୍ଲାସ ଟିଭିରେ…

ସଚିନଙ୍କ ସମକକ୍ଷ ହେଲେ ଋତୁରାଜ

ପୁଣେ,୨।୫ : ଆଇପିଏଲ୍‌ ଇତିହାସରେ ଦ୍ରୁତତମ ବ୍ୟାଟର ଭାବେ ୧ ହଜାର ରନ୍‌ ପୂରଣ କରିବାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ରବିବାର କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ୫୭…

ପ୍ରଥମ ଥର ରଥରେ ଲାଗିବ ସୋରଡ଼ା କାଠ

ସୋରଡା,୨ା୫(ଡି.ଏନ୍‌.ଏ.): ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ଦକ୍ଷିଣ ଘୁମୁସର ବନଖଣ୍ଡ ସୋରଡା ବନ ବିଭାଗ ଗାଜଲବାଡି ବନାଞ୍ଚଳରୁ ସୋମବାର ୨ଟି ଟ୍ରକରେ ରଥକାଠ ପୁରୀ ଅଭିମୁଖେ ଯାଇଛି। ରଥ ଲାଗି ପ୍ରଥମ ଥର ପୁରୀକୁ କାଠ ଯାଉଥିବାରୁ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ…

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮୮,୦୬ ଆକ୍ରାନ୍ତ

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮୮,୦୬ ସୁସ୍ଥ ହୋଇଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି।…

‘ବିଜେଡି ଚାପରେ ମୋତେ ଗିରଫ କରାଯାଇଛି’

ଭୁବନେଶ୍ୱର,୨।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ରବିବାର ଗିରଫ ପରେ ରାଜନୀତି ଜୋର ଧରିଛି । ନିଜେ ବିଧାୟକ ଅଭିଯୋଗ କରିଛନ୍ତି, ବିଜେଡି ଚାପରେ ତାଙ୍କୁ ଗିରଫ କରାଯାଇଛି । ଗିରଫ ପରେ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥିବାରୁ ବିଧାୟକ ପାରିଗ୍ରାହୀଙ୍କୁ ହସ୍ପିଟାଲରେ…

ଫେକ୍‌ ସିମ୍‌କାର୍ଡ ମାମଲା: ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମ୍‌କାର୍ଡ ଜାଲିଆତି ମାମଲାରେ ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ। ଏଥିପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାରଠାରୁ ଏହି ତିନି ଅଭିଯୁକ୍ତ ରିମାଣ୍ଡରେ ଯିବା ନେଇ ଜଣାପଡ଼ିଛି । ସୂଚନାନୁସାରେ, ଫେକ୍‌ ସିମ୍‌କାର୍ଡ…

ବିଡିଓଙ୍କୁ ମାଡ଼ ଘଟଣା: ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ଓଏଏସ୍‌ ସଂଘ

ଭୁବନେଶ୍ୱର,୨।୫(ବ୍ୟୁରୋ): ବିଡିଓଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ପାଖରେ ଓଏଏସ୍‌ ସଂଘ ଫେରାଦ ହୋଇଛି। ସଂଘର ସମ୍ପାଦକ ଫେରାଦ ହେବା ସହ ଅଫିସରଙ୍କ ସୁରକ୍ଷା ଦାବି କରିଛନ୍ତି। ଜଣେ ବିଡିଓ ବାହାରୁ…

ଜର୍ମାନୀ ଚାନ୍‌ସେଲରଙ୍କୁ ଭେଟିଲେ ମୋଦି

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ୟୁରୋପ ଗସ୍ତରେ ଅଛନ୍ତି। ଯାତ୍ରାର ପ୍ରଥମ ପର୍ଯ୍ୟାୟରେ ସୋମବାର ଜର୍ମାନୀର ରାଜଧାନୀ ବର୍ଲିନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ତାଙ୍କୁ ଜର୍ମାନୀ ସୈନ୍ୟ…

ବିପଦସଙ୍କୁଳ ଅବସ୍ଥାରେ ଝୁଲୁଛି ଶୁଖିଲା ଗଛ

ଅମରପାଲି,୨ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କଲୋନୀରେ ଏକ ବିରାଟକାୟ ଶୁଖିଲା ଗଛ ବିପଦ ସଂକୁଳ ଅବସ୍ଥାରେ ରହିଛି। ଯେକୌଣସି ମୁହୂର୍ତ୍ତରେ ଗଛ ଭାଙ୍ଗି ପଡିବା ଆଶଙ୍କା ଦେଖାଦେଇଛି। ଏହା କଲୋନୀରେ ରହୁଥିବା ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri